-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଭୀମପାହାଡ ମହୋତ୍ସବର ତୃତୀୟସଂଧ୍ୟା.... କଳା,ସଂସ୍କୃତିକୁ ଉଜ୍ଜିବିତ କରି ମହୋତ୍ସବ ଭୀମଡୁଙ୍ଗୁରୀକୁ ପରିଚୟ ଦେଇଛି

20-May-2023



ବଲାଙ୍ଗୀର-ବଲାଙ୍ଗୀର ଜିଲ୍ଲା ଦେଓଗାଁବ୍ଲକର ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଭୀମଡୁଙ୍ଗୁରୀ ପର୍ଯ୍ୟଟନସ୍ଥଳିଠାରେ ଚାଲିଥିବା ୯ମ ଭୀମପାହାଡ ମହୋତ୍ସବର ତୃତୀୟସଂଧ୍ୟାରେ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା । ଭୀମପାହାଡ ମହୋତ୍ସବ ଏହି ଅଞ୍ଚଳର କଳା,ସଂସ୍କୃତୀକୁ ଉଜ୍ଜିବିତ କରିବା ସହିତ ଭୀମଡୁଙ୍ଗୁରୀକୁ ସ୍ୱତନ୍ତ୍ର ପରିଚୟ ଦେଇଛି ବୋଲି ଅତିଥିଗଣ ମତବ୍ୟକ୍ତ କରିଛନ୍ତି । ମହୋତ୍ସବ କମିଟିର ଅଧ୍ୟକ୍ଷ ଲକ୍ଷ୍ମଣକୁମାର ମେହେରଙ୍କ ଆବାହକତ୍ୱ ଓ ସଂଦୀପକୁଅଁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସାଂସ୍କୃତିକ ସଭାରେ ମୁଖ୍ୟଅତିଥି ଭାବରେ ବିଶିଷ୍ଟ ସଂସ୍କୃତିଗବେଷକ ଗୁରୁଶ୍ରୀ ଡ.ଘାସିରାମ ମିଶ୍ର,ସମ୍ମାନୀତ ଅତିଥି ଭାବରେ ଆଞ୍ଚଳିକ ପ୍ରଦୂଷଣ ଅଧିକାରୀ ବବିତା ସିଂ ପ୍ରମୁଖ ଯୋଗଦେଇଥିଲେ ।  ମହୋତ୍ସବ କମିଟିର ସଭାପତି ପ୍ରମୋଦ ବହିଦାର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଉପଦେଷ୍ଟା ଶୈଳେନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । କମିଟିର ସଂପାଦକ ଗୋବର୍ଦ୍ଧନ ସାହୁ,କୋଷାଧ୍ୟକ୍ଷ ଅଭିମନ୍ୟୁ ମାଝି ମଧ୍ୟ ଉପସ୍ଥିତ ରହିଥିଲେ । ବିଶିଷ୍ଟ କଳାକାର ରବିନ୍ଦ୍ର ସାହୁ ଓ ସାଥିଙ୍କ ଦ୍ୱାରା ରାବଣଦରବାର ଅନୁଷ୍ଠିତ ହୋଇଥିଲା । ସାଂସ୍କୃତିକ ସଂଯୋଜକ ବାସୁଦେବ ସାଙ୍କ ପରିଚାଳନାରେ ସମ୍ବଲପୁର ରାଜବସାର ରାଜାରାଣୀ ଆଦିବାସୀ ନୃତ୍ୟ,ସଇଁତଳା କୁମ୍ଭାରୀର ଡକାନୃତ୍ୟ,ବଲାଙ୍ଗୀରର କୋସଳଫୋକ ଏକାଡେମୀ କଳାକାରଙ୍କ ଦ୍ୱାରା ପାରଂମ୍ପରୀକ ନୃତ୍ୟ ପରିବେଶିତ ହୋଇ ଦର୍ଶକଙ୍କ ମନମୋହିଥିଲା । ଏହି ଅବସରରେ ଦେଓଗାଁର ବିଶିଷ୍ଟ ଦଣ୍ଡକଳାକାର ବଳଭଦ୍ର ସାହୁ,କେଟେନପାଲିର ସଂକିର୍ତ୍ତନ୍ୟଦଳ ଓ ବିଲେଇକାନୀର ସଂକିର୍ତ୍ତନ୍ୟ ଦଳକୁ ଭୀମପାହାଡ ସମ୍ମାନରେ ସମ୍ମାନୀତ କରାଯାଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like