-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||     

HOME   ଜିଲ୍ଲା

ଅତିବଡି ଜଗନ୍ନାଥ ଦାସ  ସମ୍ମାନ ପ୍ରାପ୍ତ ପଦ୍ମଶ୍ରୀ ଡକ୍ଟର ଶ୍ରୀନିବାସ ଉଦ୍‌ଗାତାଙ୍କୁ ସମ୍ବର୍ଦ୍ଧିତ କଲେ ବଲାଙ୍ଗୀର ଜିଲ୍ଲାପାଳ

20-May-2023



ବଲାଙ୍ଗିର (ଦେବାଶିଷ ବହିଦାର ): ତିନି ଶହ ରୁ ଅଧିକ ପୁସ୍ତକର ସର୍ଜନାର ସାମର୍ଥ୍ଯ ବହନ କରିଥିବା  ପ୍ରଖ୍ୟାତ  ସାରସ୍ବତ ସାଧକ  ,ଅନୁବାଦକ,କବି ,  ପଦ୍ମଶ୍ରୀ ବିଦ୍ୟାବାଚସ୍ପତି  ଡକ୍ଟର ଶ୍ରୀନିବାସ ଉଦଗାତା ଙ୍କୁ ମିଳିଛି ଅତିବଡି ଜଗନ୍ନାଥ ଦାସ  ସମ୍ମାନ। ଓଡିଶା ସାହିତ୍ଯ ଏକାଡେମୀର ଏକ ସ୍ବତନ୍ତ୍ର ସମାରୋହରେ ଭୁବନେଶ୍ବର  ଠାରେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ପୁରସ୍କାର ରେ ତାଙ୍କୁ  ପ୍ରଦାନ କରାଯାଇଛି  ତାମ୍ରଫଳକ, ଅଙ୍ଗବସ୍ତ୍ର ଓ ,ପାଞ୍ଚ ଲକ୍ଷ ଟଙ୍କାର ଚେକ୍ । ।ତାଙ୍କ ର ଏହି ବିରଳ ସମ୍ମାନ ପ୍ରାପ୍ତିରେ ବଲାଙ୍ଗିର ର ବିଭିନ୍ନ ମହଲରୁ ଅଭିନନ୍ଦନ ର ସୁଅ ଛୁଟୁଛି। ଆଜି ସକାଳେ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା ବଲାଙ୍ଗୀର ଜିଲ୍ଲା ପ୍ରଶାସନ, ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ଡକ୍ଟର ଉଦଗାତାଙ୍କୁ ଅଙ୍ଗବସ୍ତ୍ର  ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିବା ସହ ତାଙ୍କର ସ୍ବାସ୍ଥ୍ୟବସ୍ଥା କଥା ପଚାରି ବୁଝିଥିଲେ। ସମ୍ବର୍ଦ୍ଧନା ର ଉତ୍ତରରେ ପଦ୍ମଶ୍ରୀ

ଡକ୍ଟର ଶ୍ରୀନିବାସ ଉଦଗାତା  ତାଙ୍କର  ଜୀବନ ସାରା ସଂଗୃହିତ ଓ ସୁରକ୍ଷିତ  ପୁସ୍ତକ ସବୁକୁ ନେଇ ଏକ ଗବେଷଣା କେନ୍ଦ୍ର ଓ ପାଠାଗାର  କରିବାକୁ ତାଙ୍କର  ନିଜର ଭୂମିରେ ଏକ କୋଠା ପାଇଁ  ସରକାରଙ୍କ ତରଫରୁ ଆର୍ଥିକ ସହାୟତା  କେମିତି ମିଳିପାରିବ ସେ ଦିଗରେ ଜିଲ୍ଲାପାଳଙ୍କ   ସହ ଆଲୋଚନା କରିଥିଲେ।ସମ୍ବର୍ଦ୍ଧନା ସମୟରେ  ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ,  ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀରଞ୍ଜନ ମିଶ୍ର  ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026

You Might Also Like