-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଦେଶ ବିଦେଶ

ଧରାପଡ଼ି ଯିବା ଭୟରେ ବାରମ୍ବାର ବେଶ ବଦଳାଉ ଥିଲେ ଡ୍ରଗ୍‌ ପେଡ୍‌ଲର୍‌, ହେଲେ…

09-Dec-2020



(ପ୍ରେରଣା ଖବର) ମୁମ୍ବାଇ : ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ଘଟଣାରେ ଡ୍ରଗ୍ସ ଲିଙ୍କ୍‌ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ୍‌ ବ୍ୟୁରୋର(NCB) ଯାଞ୍ଚ ଜାରି ରହିଛି। ଏନ୍‌ସିବି ବୁଧବାର ଡ୍ରଗ୍‌ ପେଡ୍‌ଲର୍‌ ରିଗଲ୍‌ ମହାକାଲଙ୍କୁ ଗିରଫ କରିଛି। ରିଗଲ୍‌, ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀ ଓ ତାଙ୍କ ଭାଇ ଶୌଭିକଙ୍କୁ ସିଧାସଳଖ ଡ୍ରଗ୍ସ ସପ୍ଲାଏ କରୁଥିଲେ। ଡ୍ରଗ୍ ପେଡ୍‌ଲର୍‌ ଅନୁଜ୍‌ କେଶୱାନୀଙ୍କୁ ଏନ୍‌ସିବି ଗିରଫ କରିବା ପରେ ରିଗଲ୍‌ଙ୍କ ନାଁ ସାମ୍ନାକୁ ଆସିଥିଲା। ରିଗଲ୍‌, ଅନୁଜ୍‌ଙ୍କୁ ଡ୍ରଗ୍ସ ସପ୍ଲାଏ କରୁଥିଲେ ବୋଲି ଅଭିଯୋଗ ହୋଇଛି। ରିଗଲ୍‌ ବଲିଉଡ୍‌ ସେଲିବ୍ରିଟିମାନଙ୍କ ସହ ସିଧାସଳଖ ଯୋଗାଯୋଗରେ ଥିଲେ ବୋଲି ସୂଚନା ମିଳିଛି। ସବୁଠାରୁ ବଡ଼ କଥା, ବଲିଉଡ୍‌ରେ ଡ୍ରଗ୍ସ ଲିଙ୍କ୍‌କୁ ନେଇ ଏନ୍‌ସିବି ଖୋଳତାଡ଼ ଆରମ୍ଭ କରିବା ପରେ ନିଜ ନାଁ ସାମ୍ନାକୁ ଆସିବା ଭୟରେ ନାମ, ବେଶ ଓ ସ୍ଥାନ ପରିବର୍ତ୍ତନ କରି ରିଗଲ୍‌ ରହୁଥିଲା। ହେଲେ ଶେଷରେ ଏନ୍‌ସିବି ହାତରେ ସେ ଧରାପଡ଼ିଛନ୍ତି। ତାଙ୍କୁ ଧରିବା ପାଇଁ ଦୀର୍ଘ ଦିନ ହେବ ଏନ୍‌ସିବି ଖୋଜୁ ଥିଲା। ରିଗଲ୍‌ଙ୍କୁ ଗିରଫ ପରେ ପୁଣି ବଲିଉଡ୍‌ରେ ଡ୍ରଗ୍ସ ଲିଙ୍କ୍‌କୁ ନେଇ ଛାନ୍‌ଭିନ୍‌ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ରିଗ୍‌ଲଙ୍କ ସୂଚନା ଆଧାରରେ ଏନ୍‌ସିବି ଅନ୍ଧେରୀ ୱେଷ୍ଟ୍‌ରେ ରେଡ୍‌ କରିଛି। ଜେରା ସମୟରେ ରିୟା ଅନେକ ବଡ଼ ବଡ଼ ସେଲିବ୍ରିଟିଙ୍କ ନାଁ ନେଇଥିଲେ। ଏହି ସେଲିବ୍ରିଟି ସୁଶାନ୍ତଙ୍କ ପାର୍ଟିରେ ସବୁ ଯୋଗ ଦେଇଥିଲେ ଓ ଏହି ପାର୍ଟି ଲୋନାଭାଲାରେ ହେଉଥିଲା। ଏହିସବୁ ପାର୍ଟିରେ ବଲିଉଡ୍‌ର ୨ଜଣ ସେଲିବ୍ରିଟି ସାମିଲ ହେଉଥିଲେ, ଯାହାଙ୍କର ନାଁ ରିୟା ଖୁଲାସା କରିଥିଲେ।
ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ମୃତ୍ୟୁ ପରେ ବଲିଉଡ୍‌ ଡ୍ରଗ୍ସ ଲିଙ୍କ୍‌ ଘଟଣା ସାମ୍ନାକୁ ଆସିଥିଲା। ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀଙ୍କ ସମେତ ତାଙ୍କ ଭାଇ ଶୌଭିକ୍‌, ସୁଶାନ୍ତଙ୍କ ହାଉସ୍‌ ମ୍ୟାନେଜର୍‌ ସାମୁଏଲ୍‌ ମିରାଣ୍ଡା, ପର୍ସନାଲ୍‌ ଷ୍ଟାଫ୍‌ ଦୀପେଶ ସାୱନ୍ତଙ୍କ ସମେତ ଅନେକଙ୍କୁ ଏନ୍‌ସିବି ଗିରଫ କରିଥିଲା। ୨୮ ଦିନ ଜେଲ୍‌ରେ ରହିବା ପରେ ଏହି ମାମଲାରେ ବମ୍ବେ ହାଇକୋର୍ଟ ରିୟାଙ୍କୁ ସର୍ତ୍ତମୂଳକ ଜାମିନ୍‌ ପ୍ରଦାନ କରିଥିଲେ।
ଏନ୍‌ସିବି ଏହି ମାମଲାରେ ବଲିଉଡ୍‌ର ପ୍ରମୁଖ ‌ଅଭିନେତ୍ରୀ ଦୀପିକା ପାଦୁକୋନ୍‌, ସାରା ଅଲ୍ଲୀ ଖାନ୍‌ ଓ ଶ୍ରଦ୍ଧା କପୁରଙ୍କୁ ମଧ୍ୟ ପଚରାଉଚରା କରିଥିଲା। ସୂଚନାଥାଉ କି, ଜୁନ୍‌ ୧୪ରେ ମୁମ୍ବାଇ ବାନ୍ଦ୍ରା ସ୍ଥିତ ଫ୍ଲାଟ୍‌ରୁ ସୁଶାନ୍ତଙ୍କ ଝୁଲନ୍ତା ମୃତଦେହ ମିଳିଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like