-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଡୁମୁରିରେ ନାମ ଯଜ୍ଞ ପାଇଁ କଳସ ଶୋଭା ଯାତ୍ରା

21-May-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା  ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ଡୁମୁରି ଗ୍ରାମରେ ପୂର୍ବତନ ବିଧାୟକ ସ୍ବର୍ଗତ ବୈଷ୍ଣବ ପଧାନଙ୍କ ୨୦ ତମ ‌ ଶ୍ରାଦ୍ଧବାର୍ଷିକୀ ଅବସରରେ ଅଷ୍ଟପ୍ରହରୀ ନାମ ଯଜ୍ଞ ପାଇଁ କଳସ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଯାଇଛି।  ସକାଳୁ ଗୋଧନେଶ୍ଵର ମହାନଦୀ ପଠାରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ଗଙ୍ଗା ମାତାଙ୍କୁ ଆବାହନ କରାଯାଇଥିଲା। ଶତାଧିକ ମହିଳା ଓ ପୁରୁଷ ‌ପୂର୍ଣ କଳସି ଧରି  ଏକ ଆଧ୍ୟାତ୍ମିକ ପରିବେଶରେ ଶଙ୍ଖ ହୁଳହୁଳି ଧ୍ୱନିରେ ନଗର ପରିକ୍ରମା କରାଯାଇ ଯଜ୍ଞ ମଣ୍ଡପ ସ୍ଥାପନ କରାଯାଇଥିଲା।‌ ଏଥିରେ ସଦାନନ୍ଦ ପଣ୍ଡା ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ଖଣ୍ଡହତା ‌ସମିତିସଭ୍ୟ  ବିନୋବା ନନ୍ଦ ପଧାନ ଓ ଧର୍ମପତ୍ନୀ ସ୍ଥାନୀୟ ସରପଞ୍ଚ  ସୁନିତା ପଧାନ କର୍ତ୍ତା ଦାଇତ୍ୱ ତୁଲାଇଥିଲେ। ଏଥିରେ ଗ୍ରାମବାସୀ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like