-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||     

HOME   ଜିଲ୍ଲା

ଛାତ୍ରୀ ବିଶ୍ଵରୂପାଙ୍କ ଦ୍ବାରା ନୂତନ ପ୍ରକଳ୍ପ ଉଦଘାଟିତ

21-May-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ସଦର ସ୍ଥିତ ସରକାରୀ ବାଳିକା ହାଇସ୍କୁଲରେ ନୂତନ ପ୍ରକଳ୍ପ ଉଦଘାଟିତ ହୋଇଯାଇଛି।‌ ଉକ୍ତ ପ୍ରକଳ୍ପକୁ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ କିମ୍ବା ଅନ୍ୟ କୌଣସି ବିଶିଷ୍ଟ ଅତିଥିମାନଙ୍କ ଦ୍ବାରା ଉଦଘାଟନ ହୋଇନଥିଲା। ଚଳିତ ମାଟ୍ରିକ ପରୀକ୍ଷାରେ ସ୍କୁଲ ପାଇଁ ଗୈାରବ ଆଣିଥିବା ପ୍ରଥମ ଥର ୯୨.୫ ପ୍ରତିଶତ ନମ୍ବର ରଖି ଏ-୧ ଗ୍ରେଡ ପାଇଥିବା ଛାତ୍ରୀ ବିଶ୍ଵରୂପା ସାହୁଙ୍କ ଦ୍ବାରା ସ୍କୁଲ ସମ୍ମୁଖରେ ନିର୍ମାଣ ହୋଇଥିବା ଜଳ ଫୁଆର ପ୍ରକଳ୍ପ (ଫାଉଣ୍ଡେନ )କୁ ଉଦଘାଟନ କରିଥିଲେ। ଉକ୍ତ ଛାତ୍ରୀ ପୂର୍ବରୁ ବହୁବାର ଜିଲ୍ଲା ତଥା ରାଜ୍ୟସ୍ତରୀୟ ବକ୍ତୃତା ଓ କୁଇଜ ପ୍ରତିଯୋଗିତାରେ ପ୍ରଥମ ହୋଇଛନ୍ତି। ବିଦ୍ୟାଳୟ ପ୍ରତିଷ୍ଠା ହେବା ଦିନଠାରୁ ଆଜି ଯାଏଁ ବିଦ୍ୟାଳୟ କୈାଣସି ଛାତ୍ରୀ ଏତିକି ପ୍ରତିଶତ ନମ୍ବର ରଖିନଥିଲେ।  ଏହି ଅବସରରେ ବିଦ୍ୟାଳୟ ପକ୍ଷରୁ ସ୍ବତନ୍ତ୍ର ଭାବେ ବିଶ୍ଵରୂପା ଙ୍କୁ ବିଦ୍ୟାଳୟକୁ ଅଣାଯାଇ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଉକ୍ତ ସମ୍ବର୍ଦ୍ଧନା ଉତ୍ସବରେ ପ୍ରଧାନ ଶିକ୍ଷୟିତ୍ରୀ ଅନିତାରାଣି ହୋତା,, ସରକାରୀ ଶିକ୍ଷୟିତ୍ରୀ ନମିତା ଡାଙ୍ଗ, ଏସ. ଏସ ପ୍ରିୟଦର୍ଶିନୀ, ଅରୁନ୍ଧତୀ ମଲ୍ଲିକ, ଆନନ୍ଦ ଦାୟିନୀ ସିଂ,ଭୂମିସୂତା ଜଗଦଲା, ରାଜେନ୍ଦ୍ର ସାହୁ, ରବିନ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026

You Might Also Like