-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||     

HOME   ଜିଲ୍ଲା

ବାଙ୍କେଲ ଗ୍ରାମରେ କୃଷକ ତାଲିମ ଶିବିର

22-May-2023



ମୁରିବାହାଲ(ସୁଦାମ ଚରଣ ବଘlର) ବଲାଙ୍ଗୀର ଜ଼ିଲ୍ଲା ମୁରିବାହାଲ ବ୍ଲକ ବାଙ୍କେଲ ଗ୍ରାମ ପଂଚାୟତ ସଦର ମହକୁମା ଠାରେ ଉନ୍ନତ ପ୍ରଣାଳୀରେ ଚାଷ କରିବା ପାଇଁ କୃଷକ ମାନଙ୍କୁ ନେଇ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇ ଯାଇଛି ଭାରତ ସରକାରଙ୍କର ଏନ୍ ବି ଆର୍ ଆଇ  ପ୍ରତିଷ୍ଠାନ ର ଜ୍ଞାନ କୌଶଳ ଆଧାର ଓ ଫା ର୍ମର ଟୁଇଟର ସ୍ୱେଚ୍ଛାସେବୀ ସଂଗଠନ ଓ ଉମାଶଙ୍କର ସବୁଜ ଦୁନିଆ ଲିମିଟେଡ଼ ର ମିଳିତ ଉଦ୍ୟାମରେ ଆୟୋଜିତ ପ୍ରଶିକ୍ଷଣ ଶିବିରକୁ ପୂର୍ବତନ ପଂଚାୟତ ସମିତି ଅଧକ୍ଷ ହଂସରାଜ ଜେନ ମୁଖ୍ୟ ଅତିଥି ଭାବେ ଯୋଗ ଶିବିରକୁ ଉତଘାଟଣ କରିଥିଲେ ସମ୍ମାନିତ ଅଥିତି ଭାବେ ରେ ବାଙ୍କେଲ ଗ୍ରାମପଞ୍ଚାୟତ ର ସରପଞ୍ଚ ଲଚ୍ଛମନ ଦୋରା ବରିଷ୍ଠ କୃଷକ ଲମ୍ବୋଦର ବଗର୍ତି କୃଷକ ସାଥି ବେଣୁଧର ବଗର୍ତି ଯୋଗ ଦେଇ କୃଷକ ଙ୍କ ଉନ୍ନତି ବିଷୟରେ ବକ୍ତବ୍ୟ ରଖିଥିଲେ ସ୍ୱେଚ୍ଛାସେବୀ ସଂଗଠନ ତରଫରୁ ସି ଡି ଏମ୍ କୃଷ୍ଣ ଚନ୍ଦ୍ର ନାୟକ ଏମ୍ ଡି  ହୀରାଧର ସାହୁ ଉପ ସଭାପତି ସୁମନ ରାଉତ RSM ସୁବ୍ରତ ତାଳୁକ ଦାର , ସଚି ରାଉତ, ପ୍ରମୋଦ ଗିରି, ସମ୍ବିତ ବରାଳ ଉପସ୍ଥିତ ରହି ଚାଷୀକୁ ଜୈବିକ ସାର ପ୍ରୟୋଗ ପ୍ରଣାଳୀ, ଜଳ ବାୟୁ ପରିବର୍ତନ ଆଧାରରେ କିଭଳି ଚାଷ କାର୍ଯ୍ୟ କରାଯିବା ଓ କୃଷକଙ୍କ ଆର୍ଥିକ ବିକାଶ ହୋଇ ପାରିବ ତାହା ଉପରେ ତାଲିମ ପ୍ରଦାନ କରିଥିଲେ | ଶିବିରରେ ପଦ୍ମମାନ ଘିବେଲା, ତୁଷାର କାନ୍ତ ବାଗ, ପୂର୍ଣ୍ଣ ସାହୁ, ଡୋଲମଣୀ ସାହୁ, ଚନ୍ଦ୍ର ବାଗ, ଦେବେନ୍ଦ୍ର ପାଣିଗ୍ରାହୀ, ନିରଞ୍ଜନ ଘିବେଲା, ଗଜ ଘିବେଲାଙ୍କ ସହିତ ଶତାଧିକ ଚାଷୀ ଉପସ୍ଥିତ ରହି ତାଲିମ ଗ୍ରହଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026

You Might Also Like