-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଶିଶୁ ଓ ମହିଳା ବିକାଶ ସୋସାଇଟି ଅଂଶୁଘାତ ପ୍ରତି ସଚେତନତା

22-May-2023



ବଲାଙ୍ଗିର(ପ୍ରେରଣା ଖବର): ସଚେତନତାରେ ସୁରକ୍ଷା ଆମର ବାର୍ତ୍ତାକୁ ପାଥେୟ କରି ଶିଶୁ ଓ ମହିଳା ବିକାଶ ସୋସାଇଟି (ସିଡବ୍ଲୁଡିଏସ୍‌)ର ଅଧ୍ୟକ୍ଷ ତଥା ଓଡ଼ିଶା ରାଜ୍ୟ ରେଡ଼କ୍ରସ ସୋସାଇଟିର ପୂର୍ବତନ ଅବୈତନିକ   ସଚିବ ମେଜର ଡା. କଳ୍ପନା ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ ଉପଖଣ୍ଡର ଟିଟିଲାଗଡ଼ ବ୍ଲକ ଓ ସଇଁନ୍ତଳା ବ୍ଲକରେ ଅଂଶୁଘାତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି  । କାର୍ଯ୍ୟକ୍ରମକୁ ଶିଶୁ ଓ ମହିଳା ବିକାଶ ସୋସାଇଟି ସଭ୍ୟ ତଥା

ଶିକ୍ଷକ ରାମ ନାରାୟଣ ଦାଶ ସଂଯୋଜନା କରିଥିଲା ବେଳେ ଦୁର୍ଯ୍ୟୋଧନ ପାଶୟତ ପରିଚାଳନା କରିଥିଲେ । ମୁଖ୍ୟତଃ ଜଳଛତ୍ର, ରାସ୍ତା ପାଶ୍ୱରେ ଥିବା  ଆଖୁରସ ବିକାଲି, ଅସ୍ଥାୟୀ ଫଳ ଦୋକାନୀ ପାଖରେ ରହି  ଶିଶୁ ଓ ମହିଳା ବିକାଶ ସୋସାଇଟି ସଭ୍ୟମାନେ ଅଂଶୁଘାତ ପ୍ରତି ସଚେତନତା କରାଇଥିଲେ । ଲୋକମାନଙ୍କୁ ଟାଣ ଖରାରେ ପଦାକୁ ବାହାରନ୍ତୁ ନାହିଁ, ଖରାରେ କଠିଣ ପରିଶ୍ରମ କରନ୍ତୁ ନାହିଁ, ଜରୁରୀ କାମରେ ବାହାରକୁ ଯିବା ବେଳେ କଳା ଚସମା, ଚପଲ, ମୁଣ୍ଡରେ ଓଦା ଗାମୁଛା ଓ ଛତା ବ୍ୟବହାର କରନ୍ତୁ, ପାଣି ବୋତଲ ସାଙ୍ଗରେ ଧରି ନିଅନ୍ତୁ, ମାଦକ ଦ୍ରବ୍ୟ ସେବନ କରନ୍ତୁ ନାହିଁ, ଜଳ ଶୁଷ୍କତାରୁ ରକ୍ଷା ପାଇବା ପାଇଁ ଅଧିକ ପାଣି, ଓଆରଏସ୍ ଦ୍ରବଣ ତଥା ତରଭୁଜ, କାକୁଡି ଆଦି ଖାଅନ୍ତୁ, ଅଂଶୁଘାତ ଆକ୍ରାନ୍ତ ବ୍ୟକ୍ତିଙ୍କୁ ଶୀଘ୍ର ଡାକ୍ତରଖାନା ନେଇ ଚିକିତ୍ସା କରନ୍ତୁ, ଗୃହ ପାଳିତ ପଶୁମାନଙ୍କୁ ଛାଇରେ ରଖନ୍ତୁ ଓ ପ୍ରଚୁର ପରିମାଣରେ ପାଣି ପିଇବାକୁ ଦିଅନ୍ତୁ, ପାଣି ପାଗ ବିଭାଗ ଦ୍ୱାରା ଗ୍ରୀଷ୍ମ ପ୍ରବାହ ସମ୍ବନ୍ଧୀୟ ଦିଆଯାଉଥିବା ସତର୍କ ସୂଚନା ପ୍ରତି ଧ୍ୟାନ ଦିଅନ୍ତୁ ବୋଲି ଲୋକଙ୍କୁ ସୂଚନା ପ୍ରଦାନ କରିବା ସହ ଫ୍ଲାସ କାର୍ଡ ଓ ପୋଷ୍ଟର ବଣ୍ଟନ କରିଥିଲେ ।  କାର୍ଯ୍ୟକ୍ରମ

ସମୟରେ  ବିଭିନ୍ନ ସ୍ଥାନରେ ସ୍ଥାନୀୟ ସରପଞ୍ଚମାନ ତଥା  ସ୍ୱେଚ୍ଛାସେବୀବୃନ୍ଦ ଯୋଗଦେଇ ଥିଲେ।  ରାଜ୍ୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ରବି ଚନ୍ଦ୍ର ପାଶୟତ , ଶିଶୁ ଓ ମହିଳା ବିକାଶ ସୋସାଇଟି ସଭ୍ୟ ଚନ୍ଦ୍ର ଶେଖର ସେଠ, ପ୍ରଭାକର ଛନ୍ଦ, ଦୀପକ ସେନ ଧରୁଆ, କପିଳ ଭୋଇ, ସୁନୀଲ ରଣା, ତୁଫାନ ରଣା, ସମାଜସେବୀ ଶ୍ରବଣ ବାରିକ, ସଂଗୀତା ପାଶୟତ, ରେବତୀ ପାଶୟତ, ପ୍ରକୃତି,ଓମ, ସୌମ୍ୟ, ଦୀନବନ୍ଧୁ ବାଗ ପ୍ରମୁଖ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like