-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବୁଢିମା ମନ୍ଦିର ପ୍ରତିଷ୍ଠା ପାଇଁ ଢେରାପଡା ଚଳଚଞ୍ଚଳ ଯଜ୍ଞମଣ୍ଡପ ରେ ଆବାହନ ହେଲେ ସର୍ବ ଦେବାଦେବୀ

22-May-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ପଣ୍ଡିତଙ୍କ ମନ୍ତ୍ର ଧ୍ୱନିରେ ଭାବଗମ୍ଭୀର ହୋଇଉଠିଛି ଢେରାପଡା ସ୍ଥିତ ସମଗ୍ର ପରିବେଶ।ଗତକାଲି କଳସାଧିବାସ ପରେ ମଣ୍ଡଳପୂଜନ କ୍ରମରେ ଗୌରୀ ତିଳକ ମଣ୍ଡଳ,ବାସ୍ତୁ ମଣ୍ଡଳ,କ୍ଷେତ୍ରପାଳ ମଣ୍ଡଳ, ନବଗ୍ରହ ମଣ୍ଡଳ, ବିଷ୍ଣୁ ସର୍ବତୋଭଦ୍ର ମଣ୍ଡଳ, ଦୁର୍ଗା ସର୍ବତୋ ଭଦ୍ର ମଣ୍ଡଳ,ଏକଲିଙ୍ଗ ଭଦ୍ର ମଣ୍ଡଳ ଓ ଯୋଗିନୀ ମଣ୍ଡଳ ରେ ବିଭିନ୍ନ ପୂଜାହେବାସହ ଆଜି ସକାଳୁ ସୂର୍ଯ୍ୟ ପୂଜା, ଗ୍ରହପୂଜା , ଗୋ ପୂଜା,ଗୁରୁ ପୂଜନ,ସର୍ବ ଦେବାଦେବୀ ପୂଜନ, ଅଗ୍ନି ସ୍ଥାପନମ୍ ପରେ ଆରତୀ ପୁଷ୍ପାଞ୍ଜଳି କରାଯାଇଛି। ଯଜ୍ଞ ମଣ୍ଡପରେ ମୁଖ୍ୟ ଆଚାର୍ଯ୍ୟ ଭାବରେ ରାଧେଶ୍ୟାମ ପୁରୋହିତ, ବ୍ରହ୍ମା ଶିବନାରାୟଣ ପୂଜାରୀ ଓ ଜାପକ ଭାବରେ ରାମାନୁଜ, ଗଣେଶ ଓ ଆନନ୍ଦ କର୍ମ ତୂଳାଉଥିବା ବେଳେ କର୍ତ୍ତାଭାବରେ ବି. ଗୌରୀ ଶଙ୍କର ଓ ତାଙ୍କ ଧର୍ମପତ୍ନୀ ସରସ୍ୱତୀ ଦେବୀ ନ୍ୟସ୍ତ ଅଛନ୍ତି ଗୋବିନ୍ଦ, ଦୟାନିଧି, ନାରାୟଣ ସିମାଞ୍ଚଳ ଓ ରାମକୁମାର ପାତ୍ର ପ୍ରମୁଖ ସମସ୍ତ କାମରେ ସହାୟତା କରିଛନ୍ତି। ବୁଢିମା ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଆସନ୍ତା ୨୫ତାରିଖ ପର୍ଯ୍ୟନ୍ତ ଚାଲିବାକୁଥିବା ବେଳେ ଉକ୍ତ ଦିନ ପୂର୍ଣ୍ଣାହୂତି ସହ ବୁଢିମା ଠାକୁରାଣୀଙ୍କ ମନ୍ଦିର ବିଜେ କାର୍ଯ୍ୟକ୍ରମ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like