-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଅଷ୍ଟ ପ୍ରହରୀ ନାମ ଯଜ୍ଞ ଉଦଯାପିତ, ଯୋଗଦେଲେ ବିଧାୟକ

22-May-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ଡୁମୁରି ଗ୍ରାମରେ ପୂର୍ବତନ ବିଧାୟକ ସ୍ବର୍ଗତ ବୈଷ୍ଣବ ପଧାନଙ୍କ ୨୦ ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ରବିବାର ଅନୁଷ୍ଠିତ ହୋଇଥିବା ଅଷ୍ଟ ପ୍ରହରୀ ନାମ ଯଜ୍ଞ ସୋମବାର ଉଦଯାପିତ ହୋଇଯାଇଛି। ସ୍ବର୍ଗତ ବିଧାୟକ ବଡ ପୁଅ ବିବେକାନନ୍ଦ ପଧାନଙ୍କ ତତ୍ବାବଧାନରେ ଅନୁଷ୍ଠିତ ନାମ ଯଜ୍ଞ ରେ ଖଣ୍ଡହତା ପଞ୍ଚାୟତ ସମିତି ସଭ୍ୟ ତଥା ସମାଜସେବୀ ବିନୋବାନନ୍ଦ ପଧାନ ଓ ଧର୍ମପତ୍ନୀ ସ୍ଥାନୀୟ ସରପଞ୍ଚ ସୁନୀତା ପଧାନ କର୍ତ୍ତା ଦାଇତ୍ୱ ତୁଲାଇଥିଲେ। ନାମ ମଣ୍ଡପରେ ପଣ୍ଡିତ ସଦାନନ୍ଦ ପଣ୍ଡା ଓ ଯଜ୍ଞ ମଣ୍ଡପ ଠାରେ ସାଧୁ ଚରଣ ପଣ୍ଡା ସହ ପପୁ ପଣ୍ଡା  ପୂଜା କାର୍ଯ୍ୟ ତୁଲାଇଥିଲେ।‌ ଉକ୍ତ ନାମ ଯଜ୍ଞ ରେ ୩୦ ରୁ ଅଧିକ ମହିଳା ଓ ପୁରୁଷ ସଂକୀର୍ତ୍ତନ ଦଳ  ଯୋଗଦେଇ ଥିଲେ। ଏହି ଅବସରରେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା, ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ପୂର୍ବତନ ଅଧ୍ୟକ୍ଷ ତଥା 'ଓଡ଼ିଶା ମୋ ପରିବାର'ଜିଲ୍ଲା ସଂଯୋଜକ ରଞ୍ଜିତ କୁମାର ରଥ, ଉପାଧ୍ୟକ୍ଷ ନାରାୟଣ ଲୁହା, ହିଲୁଙ୍ଗ ସମିତି ସଭ୍ୟ ଶୈଳରଞ୍ଜନ ବାଦି, ଚମ୍ପାମାଳ ସମିତି ସଭ୍ୟ ଲକ୍ଷ୍ମୀ ନାରାୟଣ ପୁରୋହିତ, ଜଟେସିଂହା ସମିତି ସଭ୍ୟ ରଶ୍ମିତା ପାଣ୍ଡେ, ସଂଗ୍ରାମପୁର ସମିତି ସଭ୍ୟ ସ୍ବପ୍ନା କର୍ମୀ, ଖଣ୍ଡହତା ସରପଞ୍ଚ ଜୟଶ୍ରୀ  ଦେହୁରୀ,ପିତାମହୁଲ ସରପଞ୍ଚ ଆକସ୍ମିତା ବଢିଆ ଓ ବଡ଼ଖମାର ମଠର ବାବାଜୀ ସଦାନନ୍ଦ ଦାସ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଥିଲେ। ସକାଳୁ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ପୂର୍ଣ୍ଣାହୁତି  ସହ ନଗର ପରିକ୍ରମା କରାଯାଇଥିଲା।‌ ଏଥିରେ ଗ୍ରାମବାସୀ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like