-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଅପରାଧ

ଲୁହା ରଡରେ ପିଟି ସ୍ତ୍ରୀକୁ ମାରିବା ଘଟଣାରେ ସ୍ବାମୀ ଓ ସହଯୋଗୀଙ୍କୁ ଜେଲ           

22-May-2023



ବିନିକା(ହିମାଂଶୁ ଶେଖର ପୁଟେଲ): ଜୀବନକାଳ ସାକ୍ଷୀ ରଖି ବାହା ହୋଇଥିବା ନିଜର ଧର୍ମପତ୍ନୀକୁ ଲୁହା ରଡରେ ପିଟି ମାରି ଦେବା ଘଟଣାରେ ଅଭିଯୁକ୍ତ ସ୍ବାମୀ ଓ ତାର ସହଯୋଗୀକୁ ପୋଲିସ ଗିରଫ କରି ଆଜି କୋର୍ଟଚାଲାଣ କରାଯାଇଥିବା ସାମ୍ବାଦିକ ସମ୍ମିଳନୀରେ ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ସୂଚନା ଦେଇଛନ୍ତି । ବିନିକା ଥାନାରେ ସୋମବାର ଆୟୋଯିତ ସାମ୍ବାଦିକ ସମ୍ମିଳନୀରେ ଏସପି ଶ୍ରୀ ପଣ୍ଡା ଘଟଣାର ସମ୍ପୁର୍ଣ୍ଣ ବିବରଣୀ ଉପରେ ଉପସ୍ଥିତ ସମ୍ବାଦଦାତା ମାନଙ୍କୁ ସୂଚନା ପ୍ରଦାନ କରିଥିଲେ । ଏହି ଅବସରରେ ସୋନପୁର ଏସଡିପିଓ ପୁଷ୍ପାଞ୍ଜଳି ମିଙ୍ଗ, ବିନିକା ଥାନା ଅଧିକାରୀ ପବିତ୍ର ସାହୁ ଉପସ୍ଥିତ ଥିଲେ । ପ୍ରକାଶ ଥାଉକି, ବିନିକା ଥାନା ଅଧୀନସ୍ଥ ଅଡାକସା ଗ୍ରାମର ଦୁଃଖୀଶ୍ୟାମ ଭୁଏ(୩୧) ଦୀର୍ଘ ୪ବର୍ଷ ତଳେ ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା କିରକିଚିପାଲି ଗ୍ରାମର ସନ୍ତୋଷିନୀ ମଲ୍ଲିକ(୨୪) ଓରଫ କିଶୋରୀଙ୍କୁ ବିବାହ କରିଥିଲେ ।ତାଙ୍କ ବୈବାହିକ ଜୀବନ ବେଶ ହସଖୁସିରେ ବିତୁଥିଲା । ପରିବାର ପରିପୋଷଣ ପାଇଁ ଦୁଃଖୀଶ୍ୟାମ ଛୋଟିଆ ଢାବା ଖୋଲି କୁକୁଡ଼ା ମାଂସ ବିକ୍ରୀ କରୁଥିଲା । ଗତ ୧୭ତାରିଖ ବିଳମ୍ବିତ ରାତିରେ କୌଣସି କାରଣରୁ ତା ନିଜ ଧର୍ମପତ୍ନୀ କିଶୋରୀକୁ ଲୁହା ରଡରେ ପିଟି ପିଟି ମାରି ଦେଇଥିଲା ।ଦୋକାନରେ ଶ୍ରମିକ ଭାବେ କାମ କରୁଥିବା ପ୍ରଫୁଲ୍ଲ ମେଲ୍ଲି ହତ୍ୟାକାଣ୍ଡ ଘଟଣାରେ ସହଯୋଗ କରିଥିଲା ।କିଶୋରୀ ମରିଯିବା ପରେ ପ୍ରଥମେ ମାଟି ଗାତ ଖୋଳି ତୋପିଦେବା ଓ ପରେ ପରିବାର ଲୋକଙ୍କୁ ନଜଣାଇ ନିଆଁରେ ପୋଡ଼ି ଦେଇଥିଲା ।ଘଟଣା ଜଣାପଡ଼ିବା ପରେ ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା ।ଗ୍ରାମବାସୀ ଏକତ୍ରିତ ହୋଇ ଗତ ୨୦ତାରିଖରେ ବିନିକା ଥାନାକୁ ଆସି ଘଟଣାର ତଦନ୍ତ ଓ ଦୋଷୀ ସ୍ବାମୀ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବିପତ୍ର ପ୍ରଦାନ କରିଥିଲେ । ପୋଲିସ ଝିଅ ପରିବାର ଘରକୁ ଯାଇ  ଝିଅର ବାପା ମାଙ୍କୁ ପଚାରି ବୁଝିଥିଲା ।ଝିଅର ଭାଇ ହିମାଂଶୁ ମଲ୍ଲିକ ଭଉଣୀକୁ ମାରି ଦେଇଥିବା ନେଇ ବିନିକା ଥାନାରେ ଲିଖିତ ଅଭିଯୋଗ କରିବା ପରେ ଥାନା କେଶ ନଂ ୧୧୪/୨୦୨୩,୪୯୮-ଏ/୩୦୨/୨୦୧ ଆଇପିସି ଧାରାରେ ମକଦ୍ଦମା ରୁଜୁ କରି ତଦନ୍ତ ଆରମ୍ଭ ହେଲା ଅଭିଯୁକ୍ତ ସ୍ୱାମୀକୁ ଥାନାରେ ଅଟକ ରଖି ପଚରାଉଚରା କରାଗଲା।ସାଇଣ୍ଟିଫିକ ଟିମ ଓ ପୋଲିସ ଅଭିଯୁକ୍ତ ସ୍ଵାମୀଙ୍କ ବାପାଙ୍କୁ ଧରି ଘଟଣାସ୍ଥଳରେ ପହଞ୍ଚି ଛାନଭିନ କରିଥିଲା ପରେ ହତ୍ୟାରେ ସଂଶ୍ଳିଷ୍ଟ ଅନ୍ୟ ସହଯୋଗୀ ଦୋକାନର ଶ୍ରମିକ ପ୍ରଫୁଲ୍ଲ ମେଲ୍ଲିକୁ ମଧ୍ୟ ପୋଲିସ ଗିରଫ କରି ଥାନାକୁ ଆଣିଲା ।ଆଜି ଉଭୟ ଅଭିଯୁକ୍ତଙ୍କୁ ବିନିକା କୋଟକୁ ଚାଲାଣ କରାଯାଇଥିଲା ସେଠାରେ ବେଲ ନାମଞ୍ଜୁର ହେବାରୁ ଅଭିଯୁକ୍ତ ସ୍ବାମୀ ଓ ସହଯୋଗୀଙ୍କୁ ସୋନପୁର ଜେଲ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ ତରଫରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like