-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଭାରତୀୟ ଜନତା ପାର୍ଟି ର ଗଞ୍ଜାମ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

24-May-2023



ବ୍ରହ୍ମପୁର (ଝିଲ୍ଲି କୁମାରୀ ସାହୁ ): ବ୍ରହ୍ମପୁର ଗିରି ରୋଡ ସ୍ଥିତ ପାଢୀ ସେଲିବ୍ରେସନ୍ ଠାରେ   ଭାରତୀୟ ଜନତା ପାର୍ଟି ଗଞ୍ଜାମ "ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ" ଜିଲ୍ଲା ସଭାପତି ବିଭୂତି ଭୂଷଣ ଜେନାଙ୍କ ସଭାପତିତ୍ବରେ  ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବିଜେପି ରାଜ୍ୟ ପ୍ରବକ୍ତା ବିରଞ୍ଚି ନାରାୟଣ ତ୍ରିପାଠୀ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି ଏହି ଜିଲ୍ଲା କାର୍ଯ୍ୟକାରିଣୀ ବୈଠକର ଶୁଭାରମ୍ଭ କରିଥିଲେ । ଜିଲ୍ଲା ସଭାପତି ବିଭୂତି ଭୂଷଣ ଜେନା ପ୍ରାରମ୍ଭିକ ଭାଷଣରେ ଭାରତ ବର୍ଷର ଲୋକ ପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଗରିବ,ଶୋଷିତ ଓ ବଞ୍ଚିତଙ୍କ କଲ୍ୟାଣ ନିମନ୍ତେ ସମର୍ପିତ । ଯାହା ଫଳରେ ଦେଶର ଗୌରବ ବିଶ୍ଵ ସ୍ତରରେ ଲଗାତାର ବୃଦ୍ଧି ପାଇବାରେ ଲାଗିଛି । ଏପରିକି ଦେଶ ପୁରାତନ ସାଂସ୍କୃତିକ ପରମ୍ପରା ଆଧାରରେ ପ୍ରତିଷ୍ଠିତ ହେବାରେ ଲାଗିଛି ଯାହା ଦେଶବାସୀ ଦେଖୁଛନ୍ତି l  ରାଜ୍ୟ ପ୍ରବକ୍ତା ବିରଞ୍ଚି ନାରାୟଣ ତ୍ରିପାଠୀ ତାଙ୍କ ଅଭିଭାଷଣରେ ୩୦ ମଇ ୨୦୨୩ ରେ ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବରେ କେନ୍ଦ୍ରରେ ବିଜେପି ସରକାର ୯ ବର୍ଷ କାର୍ଯ୍ୟକାଳ ପୂରଣ କରିବାକୁ ଯାଉଛି । ଏହି ଅବସରରେ ୩୦ ମଇରୁ ୩୦ ଜୁନ୍ ଏକମାସ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ଗଞ୍ଜାମ ଜିଲ୍ଲାର ସମସ୍ତ ମଣ୍ଡଳ,ଶକ୍ତିକେନ୍ଦ୍ର ଏବଂ ବୁଥ୍ ସ୍ତରରେ ଆୟୋଜନ କରାଯିବ ଏହା ସହ ବିଶେଷ ଜନସଂପର୍କ ଅଭିଯାନ ଜାରି ରହିବ । ଏହି ଅଭିଯାନ ଅନ୍ତର୍ଗତ ଗଞ୍ଜାମ ଜିଲ୍ଲାରେ ବ୍ୟାପକ ଜନସଂପର୍କ,ଲାଭାର୍ଥୀ ସଂପର୍କ,ସମାଜର ବିଭିନ୍ନ ବର୍ଗର ଲୋକଙ୍କ ସହ ସଂପର୍କ, ବରିଷ୍ଠ କାର୍ଯ୍ୟକର୍ତ୍ତା ସଂପର୍କ ଯେପରି ବିଧାନସଭା,ମଣ୍ଡଳ ଏବଂ ବୁଥସ୍ତରୀୟ କାର୍ଯ୍ୟକ୍ରମର ଆୟୋଜନ ହେବ, ଯାହା ମାଧ୍ୟମରେ ମୋଦି ସରକାରଙ୍କ ଲୋକ କଲ୍ୟାଣ ପଦକ୍ଷେପ ଓ ଉପଲବ୍ଧିକୁ ଲୋକଙ୍କ ନିକଟରେ ପହଞ୍ଚାଇବା ଏବଂ ଦୁର୍ନୀତି ଓ ଭ୍ରଷ୍ଟାଚାରରେ ଲିପ୍ତ ଥିବା ରାଜ୍ୟରେ ଶାସନାଧୀନ ବିଜେଡ଼ି ସରକାରର ବିଫଳତା ବିଷୟରେ ଲୋକଙ୍କୁ ଜଣେଇବାକୁ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ରାଜ୍ୟ ପ୍ରବକ୍ତା ଶ୍ରୀ ତ୍ରିପାଠୀ ଆହ୍ବାନ କରିଥିଲେ । ଏହା ସହ ବୁଥ୍ ସ୍ତରରେ ଦଳ କିଭଳି ସୁଦୃଢ଼ ହେଇପାରିବ ତାହା ଉପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ବିସ୍ତୃତ ଆଲୋଚନା କରିବା ସହ ଗୁରୁମନ୍ତ୍ର ଦେଇଥିଲେ । ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର ସମସ୍ତ ଦଳୀୟ କାର୍ଯ୍ୟକର୍ତ୍ତା ମିଳିମିଶି ସଂଗଠନକୁ ତୃଣମୂଳ ସ୍ତରରେ ସୁଦୃଢ଼ କରିବାକୁ ପରାମର୍ଶ ଦେଇଥିଲେ । ଆଜିର ଏହି ଜିଲ୍ଲା କାର୍ଯ୍ୟକାରିଣୀ ବୈଠକରେ ବ୍ରହ୍ମପୁର ବିଧାନସଭା ନେତା ତଥା ପୂର୍ବତନ ଗଞ୍ଜାମ ଜିଲ୍ଲା ସଭାପତି କାହ୍ନୁ ଚରଣ ପତି,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ବ୍ରହ୍ମପୁର ଲୋକସଭା କ୍ଷେତ୍ର ସଂଯୋଜକ ସରୋଜ ସାବତ,ଚିକିଟି ବିଧାନସଭା ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋରଞ୍ଜନ ଦ୍ୟାନସାମନ୍ତରା,ଦିଗପହଣ୍ଡି ବିଧାନସଭା ନେତା ମହନ୍ତ ଚିନ୍ମୟାନନ୍ଦ ଦାସ,ବରିଷ୍ଠ ନେତା ସୁରେଶ ପାଢ଼ୀ,କାମନା ପାଢ଼ୀ,ଜିଲ୍ଲା ଉପସଭାପତି ଡ଼ା.ସୁବାଷ ସାହୁ,ମନୋଜ ପଟ୍ଟନାୟକ,‌ବିନୋଦ ଚନ୍ଦ୍ର ମିଶ୍ର,ରାମ କୁମାର ପାତ୍ର,ସୁନିଲ କୁମାର ସାହୁ, ଓ୍ୱାଇ.ମହୋନ ରାଓ,ପରେଶ ଚନ୍ଦ୍ର ରଥ, ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଭାତ କିରଣ ଷଡ଼ଙ୍ଗୀ,ଏନ୍.ରାଜେନ୍ଦ୍ର କୁମାର,ଜିଲ୍ଲା ସମ୍ପାଦକ ତଥା କର୍ପୋରେଟର ପ୍ରଦୀପ ଶତପଥି,ବାଳକୃଷ୍ଣ ସାମନ୍ତରା,ସୁଶିଳା ମଲ୍ଲିକ,ଲକ୍ଷ୍ମୀ ନାରାୟଣ ପଣ୍ଡା,ଭୀମସେନ ବେହେରା,ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଶିବ

ଶଙ୍କର ନାୟକ,ଜିଲ୍ଲା ମହିଳାମୋର୍ଚ୍ଚା ସଭାନେତ୍ରୀ ରତ୍ନଗର୍ଭା ସରସ୍ଵତୀ ଦେବୀ,ଜିଲ୍ଲା ଅନୁସୂଚିତ ଜନଜାତି ମୋର୍ଚ୍ଚା ସଭାପତି ଧନୁ ସବର,ଜିଲ୍ଲା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ସାମୁଏଲ୍ ବେହେରା,ରାଜ୍ୟ ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା ବବିତା ପାତ୍ର,ରାଜ୍ୟ ଯୁବମୋର୍ଚ୍ଚା ସମ୍ପାଦକ ସିଦ୍ଧାନ୍ତ ଗଙ୍ଗଦେବ,‌ ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ ରାଜେଶ କୁମାର ସାହୁ,‌ରାଜ୍ୟ ଅନୁସୂଚିତ ଜାତି ମୋର୍ଚ୍ଚା ସମ୍ପାଦକ କୃଷ୍ଣ ଚନ୍ଦ୍ର ନାୟକ,ମୀନା ଦ୍ୟାନସାମନ୍ତରା,ବ୍ରହ୍ମପୁର ମହାନଗର ପ୍ରଭାରୀ ରାମ ପ୍ରସାଦ ସାମଲ,ବ୍ରହ୍ମପୁର ମହାନଗର କର୍ପୋରେଟର ଡ଼ି.କରୁଣାକର, କର୍ପୋରେଟର ସବିତା ସାହୁ,କର୍ପୋରେଟର ରଞ୍ଜିତା ବେହେରା,କର୍ପୋରେଟର ବନିତା ସାହୁ,କର୍ପୋରେଟର ନୀଳକଣ୍ଠ ସାହୁ, କର୍ପୋରେଟର ସବିତା ନାୟକ,ଜିଲ୍ଲା ଲିଗାଲ୍ ସେଲ୍ ସଂଯୋଜକ ପ୍ରଦୀପ କୁମାର ପାଢ଼ୀ,ଜିଲ୍ଲା ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ତୁତୁନ୍ ପାତ୍ର,ଜିଲ୍ଲା ମହିଳାମୋର୍ଚ୍ଚା ସାଧାରଣ ସମ୍ପାଦିକା ଅନୁଜା ନନ୍ଦ ବିଶ୍ୱାଳ, ବର୍ଷା ବିଦ୍ୟୁସ୍ମିତା ପାଳ,ଭାବଗ୍ରାହୀ ପାଳ, କେ.ଟୁଙ୍ଗୁରୁ ପାତ୍ର,କୃଷ୍ଣ ଚନ୍ଦ୍ର ଚୌଧୁରୀ, ସରୋଜ ପାତ୍ର,ସନତ ନାୟକ, ପ୍ରବୀର ପାତ୍ର,ବସନ୍ତ ବେହେରା,ରଜତ ପଣ୍ଡିତ, ପ୍ରଦୀପ ପଟ୍ଟନାୟକ,ପଞ୍ଚୁ ବେହେରା ଡ଼ା.ଅମୁଲ୍ୟ ଚୌଧୁରୀ,ଶରତ କୁମାର ସାହୁ,ଶ୍ରୀକାନ୍ତ ପାଢ଼ୀ,ରାଜୀବ ମିଶ୍ର,କୀର୍ତ୍ତନ ଦାସ,ପ୍ରଦୀପ ମିଶ୍ର ପ୍ରମୁଖଙ୍କ ସମେତ ଜିଲ୍ଲାର ସମସ୍ତ ମଣ୍ଡଳ ସଭାପତି,ଜିଲ୍ଲା ପଦାଧିକାରୀ ଏବଂ ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଉପସ୍ଥିତ ଥିଲେ । ଶେଷରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଚରଣ ପତି ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like