-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||     

HOME   ମନୋରଞ୍ଜନ

"ଖଇରୀ" ନୂଆ ଓଡ଼ିଆ ଚଳଚ୍ଚିତ୍ରର ନାମକରଣ ଘୋଷଣା

24-May-2023



ଓଡ଼ିଆ ସିନେମା ଜଗତ ଏଇ କିଛି ବର୍ଷ ହେଲା ଆଉ ପଛକୁ ଫେରି ଚାହୁଁନାହିଁ l ଆଗକୁ ଆଗକୁ ମାଡି ଚାଲିବା ସିନେପ୍ରେମୀଙ୍କ ପାଇଁ ନିହାତି ଖୁସି କଥା l ନୂଆ ପିଢ଼ିର ଯୁବ ପ୍ରଯୋଜକ ତଥା ନିର୍ଦ୍ଦେଶକ ମାନେ ଗୋଟେ ପରେ ଗୋଟେ ନୂଆ ଚଳଚ୍ଚିତ୍ର ଓଡ଼ିଆ ସିନେ ଇଣ୍ଡଷ୍ଟ୍ରି କୁ ଦେଇଚାଲିଛନ୍ତି l କପି ସିନେମା କୁ ଓଡ଼ିଆ ଦର୍ଶକ ଗ୍ରହଣ କରିପାରୁନଥୁଲେ ତେଣୁ ଓଡ଼ିଆ ଚଳଚ୍ଚିତ୍ର ପ୍ରତି ଦର୍ଶକ ଙ୍କର ରୁଚି କମି କମି ଯାଉଥିଲା l ଏବେ କିନ୍ତୁ ସମସ୍ତେ ପ୍ରେକ୍ଷାଳୟ ମୁହାଁ ହେଲେଣି l କାରଣ ମୌଳିକ କାହାଣୀ କୁ ନେଇ ଚଳଚ୍ଚିତ୍ର ନିର୍ମାଣ କରିବାକୁ ନୂଆ ପିଢ଼ି ଅଣ୍ଟା ଭିଡିଛନ୍ତି l
ଖୁସିର କଥା ନବାଗତ ଲେଖକ ତଥା ନିର୍ଦ୍ଦେଶକ ଦିବ୍ୟଜ୍ୟୋତି ଉଦୟସିଂ ଏକ ଭିନ୍ନ ଧରଣର ସିନେମା ଦର୍ଶକ ଙ୍କୁ ଭେଟି ଦେବାକୁ ଯାଉଛନ୍ତି l ଭୁବନେଶ୍ୱର ସ୍ଥିତ ଏକ ତାରକା ହୋଟେଲ

ରେ ଚଳଚ୍ଚିତ୍ର "ଖଇରୀ" ର ନାମକରଣ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି l ଏହି ନାମକରଣ ଉତ୍ସବରେ ନିମକୀ ର ପ୍ରଯୋଜିକା ଶୁଭଶ୍ରୀ ମଙ୍ଗରାଜ, ନିର୍ଦ୍ଦେଶକ ଅଶ୍ୱିନ ତ୍ରିପାଠୀ, ନିର୍ଦ୍ଦେଶକ ଦିବ୍ୟଜ୍ୟୋତି ଉଦୟସିଂ ଏବଂ ପ୍ରଡ଼କସନ୍ ଡିଜାଇନର ପୃଥ୍ଵୀରାଜ ପଟ୍ଟନାୟକ ଉପସ୍ଥିତ ଥିଲେ l
ରିଙ୍କୁ ରିନୁ ଜେନା, ପ୍ରତୀକ ନନ୍ଦ ଏବଂ ଜ୍ୟୋତିର୍ମୟ ମହାପାତ୍ର ଙ୍କ ପ୍ରଯୋଜନା ଓ ରେନ୍ ଣ୍ଡ୍ରପ ପିକ୍ଚର୍ସ ସହିତ କିଭ୍ସ ଏଣ୍ଟରଟେନମେଣ୍ଟ ପ୍ରସ୍ତୁତ ଚଳଚ୍ଚିତ୍ର "ଖଇରୀ" ର ସ୍କ୍ରିପ୍ଟ ତଥା ନିର୍ଦ୍ଦେଶନା ଦାୟିତ୍ୱ ନବାଗତ ଦିବ୍ୟଜ୍ୟୋତି ଉଦୟସିଂ ନେଇଥିବା ବେଳେ ସଙ୍ଗୀତ ନିର୍ଦ୍ଦେଶନା ସୋମେଶ ଶତପଥି, ଡିଓପି ରୁଦ୍ରକାନ୍ତ ସିଂ ଓ ସମ୍ପାଦନା ଦାୟିତ୍ୱ ନେଇଛନ୍ତି ମାନସ କୁମାର ସାହୁ l

ଚଳଚ୍ଚିତ୍ର ଖଇରୀ ରେ ଚୁଲବୁଲି ନାୟିକା ତମନ୍ନା ରିଦ୍ଧି ଚରିତ୍ରରେ, ମିଷ୍ଟର ଲଳିତ ଚରିତ୍ର ରେ ୟୁ ଟୁବର ରାଜୁ ଦାସ, ସୁଧୀର ଚରିତ୍ର ରେ ଅନୁଗୁଳିଆ ବଣ୍ଟି , ଲିଟନ ଚରିତ୍ର ରେ ସନ୍ତୁ ନିଜେ, ଉପସ୍ଥାପକ ତଥା ଅଭିନେତା ସୁଜିତ ପାଇକରାୟ ରାମ୍ ଚରିତ୍ର ରେ ଏବଂ ଶିଶୁ କଳାକାର ଦିବ୍ୟାଂଶୁ ଅଭିନୟ କରୁଛନ୍ତି l ତେବେ ଏହି ଚଳଚ୍ଚିତ୍ର ରେ କାହାଣୀ ହେଉଛି ହିରୋ ବୋଲି ନିର୍ଦ୍ଦେଶକ ପ୍ରକାଶ କରିଛନ୍ତି l

(ଅମୃତ ନନ୍ଦ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm