-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ସର୍ବଭାରତୀୟ ସ୍ବଲାଖ ବିଞ୍ଜାଲ ସମାଜ ପକ୍ଷରୁ ମାଁ ବିନ୍ଦ୍ୟବାସିନୀ ମନ୍ଦିର ହରିଶଙ୍କର ଠାରେ ଶିବ ବିବାହ ମହୋତ୍ସବ 

24-May-2023



ଖପ୍ରାଖୋଲ (ପୂର୍ଣ ଶଶୀ ଶେଖର ରାଓ ): ବଲାଙ୍ଗିର ଜିଲ୍ଲାର ପ୍ରସିଦ୍ଧ ତୀର୍ଥ ପୀଠ ହରିଶଙ୍କର ଠାରେ ସର୍ବଭାରତୀୟ ସ୍ବଲାଖ ବିଞ୍ଜାଲ ସମାଜ ପକ୍ଷରୁ ମାଁ ବିନ୍ଧ୍ୟବାସିନୀ ମନ୍ଦିର ପ୍ରାଙ୍ଗଣରେ ଶୀତଳଷଷ୍ଠୀ ମହୋତ୍ସବ ତିନିଦିନ ଧରି ଅନୁଷ୍ଠିତ ହୋଇଯାଇଛି  

ଏହି  ଉପଲକ୍ଷେ ଆଜି ଶିବ ପାର୍ବତୀଙ୍କ ବିବାହ କାର୍ଯ୍ୟ ସମାପନ ହୋଇଯାଇଛି। ଜୈଷ୍ଠ  ମାସର ଶୁକ୍ଳପକ୍ଷ ଚର୍ତୁଥି ତିଥି ୨୩ /୦୬/୨୩ ବୁଧବାର ଦିନ ସକାଳ ସମୟରେ ମାଁ ବିନ୍ଦ୍ୟବାସିନୀ ମନ୍ଦିର ରୁ ବିଞ୍ଜାଲ ସମାଜ ର ହଜାର ହଜାର ପୁରୁଷ ଓ ମହିଳା ଏକତ୍ରିତ ହୋଇ ହରିଶଙ୍କର ରେ ବହୁଥିବା ପାପ ନାଶିନୀ ଝରଣା ରୁ ପୂର୍ଣ୍ଣ 

କଳସରେ ପାଣି ଆଣି ପୂଜାର୍ଚ୍ଚନା ବିବାହ ମଣ୍ଡପ   କଳସସ୍ଥାପନ କରିଯାଇଥିଲା । ଆଜି ପରମ୍ପରା ଅନୁସାରେ  ପୂଜା ବିଧି ସହ ଗୁଆ ଚୁପା ଓ ନଡିଆ ଧରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।   ସନ୍ଧ୍ୟା ସମୟ  ରେ ଦଳ ସମାଜ ତଥା ପିତା ପକ୍ଷରୁସ ନାନ୍ଦୁପଲା ଗ୍ରାମରୁ ଏକ ବିରାଟ ଶୋଭାଯାତ୍ରା ବରଯାତ୍ରି  ବାହାରି ମୁଖ୍ୟ ଶିବ ମନ୍ଦିର ରୁ ମାଁ ବିନ୍ଦ୍ୟବାସିନୀ ମନ୍ଦିର କୁ ବର ଆଗମନ କରିଥିଲେ। ବୈଦିକ  ନୀତି ଅନୁସାରେ ଶିବ ଓ

ପାର୍ବତୀଙ୍କ  ବିବାହ କାର୍ଯ୍ୟ କରାଯାଇଛି। ବରଯାତ୍ରୀ ଆସିଥିବା ଶ୍ରଦ୍ଧାଳୁମାନେ ମାଁ ଙ୍କ ଘରେ ପ୍ରସାଦ ସେବନ କରି ଉଲ୍ଳାସିତ ହୋଇଛନ୍ତି। ଏଥିରେ ମାଁ ପାର୍ବତୀଙ୍କ ପିତା ହିସାବରେ ମୀନକେତନ ବରିହା ଓ ମାତା ହିସାବରେ ବିନୋଦିନୀ ବରିହା ଦାୟିତ୍ଵ ତୁଲାଇ ଥିବା ବେଳେ ବର ପିତା ହିସାବରେ ତ୍ରୀନାଥ ପୁଝାରୀ ଓ ମାତା ହିସାବରେ ସତ୍ୟବତୀ ପୁଝାରୀ  ଦାୟିତ୍ଵ ତୁଲାଇଛନ୍ତି। ଆସନ୍ତାକାଲି କନ୍ୟା ବିଦାୟ ଥିବା ବେଳେ ବରଯାତ୍ରୀ ରେ ଆସିଥିବା ଭକ୍ତ ଙ୍କ ରାତିରେ ଦଣ୍ଡ ନୃତ୍ୟ ର କାର୍ଯ୍ୟକ୍ରମ କରାଯାଉଥିବା ଖପ୍ରାଖୋଲ ବ୍ଳକ ବିଞ୍ଝାଲ ସମାଜ ର ସଭାପତି ଚନ୍ଦ୍ର ଶେଖର ବରିହା ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମକୁ ଉଭୟ ବିଞ୍ଜାଲ ସମାଜ ଓ ଦଳ ସମାଜର ସମ୍ପୂର୍ଣ୍ଣ ସହଯୋଗ କରୁଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like