-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ତିନି ଦିନ ଧରି ପାଳିତ ହେଲା ପାରଳା ମହାରାଜା ଯାନ୍ତ୍ରିକମହାବିଦ୍ୟାଳୟ ରେ ବାର୍ଷିକ ମହୋତ୍ସବ

25-May-2023



ବ୍ରହ୍ମପୁର(ଝିଲ୍ଲି କୁମାରୀ ସାହୁ ): ବ୍ରହ୍ମପୁର  ଶୀତଳାପଲ୍ଲୀ ଠାରେ ଥିବା ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟ ର ତିନିଦିନିଆ ବାର୍ଷିକ ମହୋତ୍ସବ ଆଡ଼ମ୍ବର ସହ ଉଜ୍ଜାପିତ ହୋଇଛି l  ପ୍ରଥମଦିନରେ ଅଥିତିମାନଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ବଳନ କରାଯାଇଥିଲାଓ ଦରବାର ମେଗାଜିନ ଉନ୍ମୋଚନ କରାଯାଇଥିଲା l ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ପ୍ରସିଦ୍ଧ ସମ୍ବଲପୁରୀ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆଙ୍କ ଗୀତର ତାଳେ ତାଳେ  ଝୁମିଥିଲେ  ସମସ୍ତ ଶିକ୍ଷାର୍ଥୀ ଦ୍ୱିତୀୟ ଦିନରେ ବଲିଉଡ୍ ଗାୟକ  ନକ୍ସ ଅଜିଜ୍ ଛାତ୍ରଛାତ୍ରୀଙ୍କୁ ଝୁମାଇ ଥିବା ବେଳେ ଶେଷ ଦିନରେ ମୂଖ୍ୟ ଆକର୍ଷଣର କେନ୍ଦ୍ରଥିଲା ଡିଜେ ଆଖିଲ ତାଲରେଜା।ଉଜ୍ଜାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବରେ ଓପିଟିସିଏଲ୍ ର ଇଡି ବିଶ୍ବରଂଜନ ମିଶ୍ର ଯୋଗ ଦେଇ ବିଭିନ୍ନ ପ୍ରତିଯୋଗିତା ରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରିଥିଲେ। ଶେଷ ଦିନରେ ମହାବିଦ୍ୟାଳୟ ର ବିଭିନ୍ନ କ୍ଳବ୍ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ସଂଗଠିତ ହୋଇଥିବା ବେଳେ ବିଭିନ୍ନ କ୍ଳବ୍ ର ସଦସ୍ୟ ମାନଙ୍କୁ  ସମ୍ମାନିତ କରାଯାଇଥିଲା।କାର୍ଯ୍ୟକ୍ରମ ଶୃଙ୍ଖଳା ର ସହ ତିନିଦିନ ଖୁବ୍ ସୁନ୍ଦର ଭାବରେ  ହୋଇଥିଲା  l  ମହାବିଦ୍ୟାଳୟର କଳାକାର ପରିବାର ପକ୍ଷରୁ ଛାତ୍ର ସଂସଦ ନିର୍ବାଚନକୁ ନେଇ ଏକ ଡ୍ରାମା ପରିବେଷଣ କରାଯାଇଥିଲା ଯାହା ଏକ ସମାଜ ଧର୍ମି ସଚେତନତା ବୋଲି ବହୁ ବୁଦ୍ଧିଜିବି ମତ ପ୍ରକାଶ କରିଛନ୍ତି। ସେହି ପରି ଏନ୍.ସି.ସି ପକ୍ଷରୁ ବିଭିନ୍ନ ପିରାମିଡ୍ ସହିତ ଦେଶ

ପ୍ରେମ ର ଭାବନା ସୃଷ୍ଟି କରାଯାଇଥିଲା ଓ ଓଡ଼ିଶା ର ବିଭିନ୍ନ କଲେଜରୁ ଆସିଥିବା ଛାତ୍ରଛାତ୍ରୀ ମାନେ ରୋବୋଟିକ୍ସ ପକ୍ଷରୁ ଆୟୋଜିତ ପ୍ରତିଯୋଗିତା ଖୁବ୍ ଆନନ୍ଦଦାୟକ ଥିଲା ବୋଲି ଖୁସି ବ୍ୟକ୍ତ କରିଛନ୍ତି।   ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ରଞ୍ଜନ କୁମାର ସ୍ୱାଇଁ  ସମସ୍ତ ବିଦ୍ୟାର୍ଥୀଙ୍କୁ ଉତ୍ସାହିତ କରିଥିଲେ । ପରିଶେଷ ରେ ମହାବିଦ୍ୟାଳୟର ବାର୍ଷିକ ମହୋତ୍ସବ ସଂଯୋଜକ ବରିଷ୍ଠ ଅଧ୍ୟାପକ ପୂର୍ଣ୍ଣ ଚନ୍ଦ୍ର ବିଶ୍ଵାଳ ସମସ୍ତଙ୍କୁ ଧନ୍ୟବଦ ଅର୍ପଣ କରି କାର୍ଯ୍ୟକ୍ରମ ସମାପନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like