-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ଜୁନିୟର ରେଡକ୍ରସ ତରଫରୁ ଜଳଛତ୍ର ଓ ଅଂଶୁଘାତ ସଚେତନତା

25-May-2023



ଡୁଙ୍ଗୁରିପାଲ(ଅରବିନ୍ଦ ମିଶ୍ର)- ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସର ଆହ୍ୱାନକ୍ରମେ ଡୁଙ୍ଗୁରିପାଲି ବ୍ଲକ ର ଜୁନିୟର ରେଡକ୍ରସ ୟୁନିଟ ତରଫରୁ ସ୍ଥାନୀୟ ଆରଏମସି ସାପ୍ତାହିକ ବଜାର ପରିସରରେ ଜଳଛତ୍ର ତଥା ଅଁଶୁଘାତ ସଚେତନତା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଜନସାଧାରଣଙ୍କୁ ଗ୍ରୀଷ୍ମରୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାନୀୟ ଜଳ, ଦହି ସରବତ, ଜଲଜିରା ପାଣି, ବେଲପଣା ବଂଟନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ୨୭ ଆପ୍ରିଲ ଗୁରୁବାର ଦିନରୁ ଆରମ୍ଭ ହୋଇଇଥିବା ଏହି ଜଳଛତ୍ର କାର୍ଯ୍ୟକ୍ରମ ୫ ଗୋଟି ଗୁରୁବାର ପରେ ଆଜି ଗୁରୁବାର ସାପ୍ତହିକ ବଜାର ଦିନରେ ଉଦଯାପିତ ହୋଇଯାଇଛି ।

ଅଂଚଳର କିଛି ସ୍ୱେଚ୍ଛାସେବୀ ଏବଂ ବଦାନ୍ୟ ଅନୁଷ୍ଠାନ ସ୍ୱେଚ୍ଛାରେ ଏହି କାର୍ଯ୍ୟକ୍ରମରେ      ସହଯୋଗ କରିଥିଲେ । କାର୍ଯ୍ୟକ୍ରମରେ ଜୁନିଅର ରେଡକ୍ରସ ଅଫିସିର ରବିଚନ୍ଦ୍ର ପଶାୟତ ଅଧ୍ୟକ୍ଷତା କରିଥିଲେ । ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗଣେଷ କିସାନ ମୁଖ୍ୟଅତିଥି ଭାବରେ ଯୋଗଦେଇ ଜୁନିୟର ରେଡକ୍ରସ ର ମାନବୀୟ ସେବାର ପ୍ରସଂଶା କରିଅଛନ୍ତି । ସମ୍ମାନୀତ ଅତିଥି ଭାବରେ ଡୁଙ୍ଗୁରିପାଲି ଥାନା ଅଧିକାରୀ ସତ୍ୟନାରାୟଣ ପଧାନ,  ଡୁଙ୍ଗୁରିପାଲି ଦିବ୍ୟ ଜୀବନ ସଂଘର ସଭାପତି ଲକ୍ଷ୍ମୀଧର ନାଏକ, ଡୁଙ୍ଗୁରିପାଲି ହାଇସ୍କୁଲର ପ୍ରଧାନଶିକ୍ଷକ ବୈଶାଖୁ ପଧାନ,

ଦିଗସିରା ହାଇସ୍କୁଲର ପ୍ରଧାନଶିକ୍ଷକ ଚତୁର୍ଭୁଜ ସାହୁ, କରଲାଜୁରୀ ହାଇସ୍କୁଲର ପ୍ରଧାନଶିକ୍ଷକ ମେଘନାଦ ବେହେରା,ଚେରୁପାଲି ହାଇସ୍କୁଲର ଡୋଲାମଣି ଭୁକ୍ତା ପ୍ରମୁଖ ଯୋଗଦେଇ ମତବ୍ୟକ୍ତ କରିଥିଲେ । ସାଧନକର୍ମି ତପସ୍ୱିନୀ ଦାଶ ସ୍ୱାଗତ ଅଭିଭାଷଣ ଦେଇଥିବା ବେଳେ ବିସିସି ନିମାଇ ଚରଣ ମଲ୍ଲୀକ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ଜୁନିୟର ରେଡକ୍ରସ ସାଧନକର୍ମି ଚନ୍ଦ୍ରମଣି ବାଘ, ହୃଷିକେଶ ଡାଙ୍ଗ, ପରାମର୍ଶଦାତା ଦୌଲତ ସା, ଧ୍ରୁବ ଚରଣ ବାରିକ, କୁମୁଦ କୁମାର ମଟାରୀ, ଦେବକୀ ବାଘ, ଅମ୍ଲାନ ପଣ୍ଡିଆ, ଶୋଭାଚନ୍ଦ୍ର ବାରିକ, ଆକୁନ୍ଦ ସାହୁ ପ୍ରମୁଖ ସହଯୋଗ କରିଥିଲେ । ସମଗ୍ର କାର୍ଯ୍ୟକ୍ରମକୁ ବ୍ଲକ ସଂଯୋଜକ ନିମାଇ ଚରଣ ମଲ୍ଲୀକ ପରିଚାଳନା କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like