-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଆଜି ମନ୍ଦିର ବିଜେ କଲେ ମା ବୁଢୀ ମାଁ : ହଜାର ଭକ୍ତ ଶ୍ରଦ୍ଧାଳୁଙ୍କ ଭିଡ଼

25-May-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ଜ୍ୟେଷ୍ଠ ଶୁକ୍ଲ ଷଷ୍ଠୀ ତିଥି ରେ ସୋନପୁର ଢେରାପଡା ସ୍ଥିତ ମାଁ ବୁଢିମା ନୂତନ ମନ୍ଦିର କୁ ବିଜେକରିଛନ୍ତି। ଗତ ୨୧ତାରିଖ ଠାରୁ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ରେ ଆରମ୍ଭ ହୋଇଥିବା ଏହି ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ସହ ଆଜି ବୁଢିମାଙ୍କର ମନ୍ଦିର ବିଜେ

ହୋଇଛି। ଆଜି ସକାଳେ ଯଜ୍ଞ ମଣ୍ଡପ ରେ ଶାନ୍ତି ପାଠ, ମଙ୍ଗଳାଷ୍ଟକ,ସୂର୍ଯ୍ୟ ପୂଜା, ଆବାହିତ ସର୍ବ ଦେବାଦେବୀ ପୂଜା, ମହାସ୍ନାନ, ଛାୟାସ୍ନାନ ସହ ଷୋଡ଼ଶ ଉପଚାର ପୂଜା, ହବନ, ପୂର୍ଣ୍ଣ।ହୂତି,  ଆରତୀ ପୁଷ୍ପାଞ୍ଜଳି, ଯୂପପୋତନ,ବଳିଦାନ ପରେ ଘଣ୍ଟ ଘଣ୍ଟା ହୁଳହୁଳି ଓ ହରିବୋଲର ତାଳେ ତାଳେ ମାଁ ବୁଢିମା ସ୍ୱ ମନ୍ଦିରକୁ ବିଜେକରିଛନ୍ତି। ଯାହାକି ଏହି ମୁହୂର୍ତ୍ତ ରେ ମା ଙ୍କ ଦର୍ଶନ ଓ ଆଦିର୍ବାଦ ଭିକ୍ଷl ପାଇଁ  ଭକ୍ତ ଶ୍ରଦ୍ଧାଳୁଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ଦେଖିବାକୁ ମିଳିଥିଲା l ସୂଚନାଯୋଗ୍ୟ ଯେ ସଂପୂର୍ଣ୍ଣ ଦକ୍ଷିଣ ଭାରତୀୟ ଶୈଳୀରେ ନିର୍ମିତ ଏହି ଭବ୍ୟ ମନ୍ଦିର ନିର୍ମାଣରେ ପ୍ରାୟ ୬୦ ଲକ୍ଷଟଙ୍କା ବ୍ୟୟହୋଇଥିବା ବେଳେ ମନ୍ଦିର ମାଳିନୀ ସୁବର୍ଣ୍ଣପୁରକୁ ଆସୁଥିବା ପର୍ଯ୍ୟଟକମାନଙ୍କ ପାଇଁ ଏହା ବହୁପରିମାଣରେ ଆକୃଷ୍ଟ କରିବବୋଲି ଅନୁମାନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like