-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାରେ ଫର୍ଟିଫାଏଡ ଚାଉଳ ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ  

26-May-2023



ବଲାଙ୍ଗିର(ଦେବାଶିଷ ବହିଦାର ): ବଲାଙ୍ଗିର ଜିଲ୍ଲାରେ ଫର୍ଟିଫାଏଡ ଚାଉଳ ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଆଜି ପୂର୍ବାହ୍ନରେ ଏକ ସଚେତନତା ରଥର ଶୁଭାରମ୍ଭ କରାଯାଇଛି । ଜିଲ୍ଲାପାଳଙ୍କ କାର୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଏହି ସଚେତନତା ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ସଚେତନତା ରଥରେ ନିୟୋଜିତ କର୍ମଚାରୀ ମାନେ ବିଭିନ୍ନ ବ୍ଲକ ଅଞ୍ଚଳକୁ ଯାଇ ଫର୍ଟିଫାଏଡ ଚାଉଳ ସମ୍ପର୍କରେ ଖାଉଟି ମାନକୁ ସଚେତନ କରିବେ । ଚାଉଳକୁ କିପରି ଫର୍ଟିଫାଏଡ କରାଯାଏ ,ଫର୍ଟିଫାଏଡ ଚାଉଳ ଖାଇବାର ଉପାଦେୟତା ,

ଫର୍ଟିଫାଏଡ ଚାଉଳ କିପରି ରନ୍ଧନ କରାଯାଏ , ଫର୍ଟିଫାଏଡ ଚାଉଳ କେଉଁଠି ମିଳେ , ଫର୍ଟିଫାଏଡ ଚାଉଳ ସମ୍ବନ୍ଧ ରେ କିଛି ଭ୍ରାନ୍ତି ଏବଂ ତଥ୍ୟ ଇତ୍ୟାଦି ସମ୍ପର୍କରେ ସେମାନେ ସଚେତନ କରିବେ । ଆଜିର ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ରେ ବଲାଙ୍ଗିର ଉପ ଜିଲ୍ଲାପାଳ କୁମାର ନାଗଭୂଷଣ ,ମୁଖ୍ୟ ଜିଲ୍ଲା ଯୋଗାଣ ଅଧିକାରୀ ମୀର ରାଜା ଅଲ୍ଲୀ ,ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପ ନିର୍ଦ୍ଦେଶକ ଜୟଦେବ ପାଣିଗ୍ରାହୀ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନବକୃଷ୍ଣ ସାହୁଙ୍କ ସମେତ ଜିଲ୍ଲା ଯୋଗାଣ ବିଭାଗର ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026

You Might Also Like