-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଭବାନୀପାଟଣା ଠାରେ ମିଳେଟ୍ ଶକ୍ତି ଆଉଟଲେଟ ର ଉଦଘାଟନ

27-May-2023



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା): ବଦଳୁଛି ମିଲେଟ ରୁ ପ୍ରସ୍ତୁତ ଖାଦ୍ୟକୁ ପରସିବାର ଏବଂ ଅପଣେଇବାର ଢାଞ୍ଚା। 
୨୦୨୩ ମସିହାକୁ ଅନ୍ତର୍ଜାତୀୟ ମିଲେଟ ବର୍ଷ ଭାବରେ ଘୋଷଣା କରାଯାଇଛି। କିନ୍ତୁ ୫ ବର୍ଷ ପୂର୍ବରୁ ଓଡିଶା ସରକାର ଓଡିଶା ମିଲକେଟ ମିଶନ ଜ଼ରିଆରେ ଖାଦ୍ୟଶସ୍ୟ ବା ମିଲେଟ କୁ ପ୍ରୋତ୍ସାହନ ଦେବା ଏବଂ ଏହାର ବ୍ୟବହାର ବୃଦ୍ଧି ନିମନ୍ତେ ଅବିରତ କାର୍ଯ୍ୟ କରି ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଓଡିଶା 

ମିଲ୍ଲେଟ୍ସ ମିଶନ ସହାୟତାରେ ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ବିଭିନ୍ନ ସହାୟତା ଜ଼ରିଆରେ ସମୃଦ୍ଧ କରି ଆସୁଅଛି। ଏହି ଅବସରରେ ସମ୍ପ୍ରତି ଜିଲ୍ଲା ପରିଷଦ

ପରିସରରେ ଏକ ମିଲେଟ ଶକ୍ତି ଆଉଟ ଲେଟ ର ଶୁଭ ଉଦଘାଟନ  ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂହ ଦେଓ ଙ୍କ କରକମଳରେ ସମ୍ପନ୍ନ କରା ଯାଇଅଛି। ଏହି ମିଲେଟ ଶକ୍ତି ଆଉଟ୍ଟଲେଟ ର ପରିଚାଳନା କଲ୍ୟାଣି ସ୍ୱୟଂ ସହୟକ ଗୋଷ୍ଠୀ ଦ୍ୱାରା କରାଯିବାର ବ୍ୟବସ୍ଥା କରା ଯାଇ ଅଛି। ଏହି ଅବସର ରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ, ମୂଖ୍ୟ ଉନ୍ନୟନ ଅଧିକାରୀ ଓ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷ ସଚିନ୍ ପାୱାର, ଭବାନୀପାଟଣା ପୌରପାଳିକା ଅଧକ୍ଷା ଶ୍ରୀମତୀ ସଂଯୁକ୍ତା ବେହେରା  ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, କଳାହାଣ୍ଡି, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଜିଲ୍ଲା ପ୍ରକଳ୍ପ ପରିଚାଳକ, ଓଡିଶା ଜୀବିକା ମିଶନ, ଜିଲ୍ଲା ପ୍ରକଳ୍ପ ସଂଯୋଜକ, ମିଶନ ଶକ୍ତି, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଡେପୁଟି କାର୍ଯ୍ୟ ନିର୍ବାହୀ ଅଧିକାରୀ, ଅରମାସ ,ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ବିଭାଗୀୟ ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like