-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଅତିବଡୀ ପୁରସ୍କାରପ୍ରାପ୍ତ କବି ଶ୍ରୀନିବାସ ଉଦଗାତାଙ୍କୁ ଲେଖକ ପରିଷଦର ସମ୍ବର୍ଦ୍ଧନା:  ସାହିତ୍ୟର ଶତ୍ରୁ ଆଳସ୍ୟ: ଡ . ଉଦଗାତା

27-May-2023



ବଲାଙ୍ଗୀର(ପ୍ରେରଣା ଖବର ): ଗତକାଲି ସନ୍ଧ୍ୟାରେ ସ୍ଥାନୀୟ ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ସଂପ୍ରତି ଓଡିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ସମ୍ମାନ ଜଗନ୍ନାଥ ଦାସ ଅତିବଡୀ ପୁରସ୍କାର ପାଇଥିବା କବି,ଲେଖକ ଅନୁବାଦକ ବିଦ୍ୟାବାଚସ୍ପତି ପଦ୍ମଶ୍ରୀ ଡ ଶ୍ରୀନିବାସ ଉଦ୍ ଗାତାଙ୍କୁ ବଲାଙ୍ଗୀର ଜିଲ୍ଲା ଲେଖକ ପରିଷଦ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି ।  ସନ୍ଧ୍ୟାରେ ଅନୁଷ୍ଠିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ତାଙ୍କୁ ପ୍ରଦତ୍ତ

ସମ୍ବର୍ଦ୍ଧନାର ଉତ୍ତରରେ ଏହି ଆୟୋଜନର ଆତ୍ମୀୟ ମହକରେ ସେ ଉଲ୍ଲସିତ ବୋଲି ଭାବ ଗଦ୍ ଗଦ ହୋଇ ଉଠିବା ସହିତ ସାହିତ୍ୟ ସୃଷ୍ଟି ନିମନ୍ତେ ଲେଖକମାନଙ୍କୁ ଉଦବୋଧନ ଦେଇଥିଲେ । ସେ କହିଥିଲେ ଯେ ଶହେ ଭାଗ ପଢିଲେ ଯାଇ ପାଞ୍ଚଭାଗ ଲେଖିବା ଉଚିତ୍। ସାହିତ୍ୟର ଶତ୍ରୁ ଅସାହିତ୍ୟ ନୁହେଁ, ଆଳସ୍ୟ । ପରିଷଦର ସଭାପତି ମଳୟ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନାସଭାରେ ଓଡିଶା ସାହିତ୍ୟ ଏକାଡେମୀର ସଦସ୍ୟା ଡା ଜ୍ୟୋତିର୍ମୟୀ ସାହୁ ଓ ବଲାଙ୍ଗୀର ନାଗରିକ କମିଟିର ସଭାପତି ଇଂ ବେଲାଳସିଂ

ଭୋଇ ସମ୍ମାନିତ ବକ୍ତା ଓ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଡ ଉଦ୍ ଗାତାଙ୍କ ସୁଦୀର୍ଘ ସାରସ୍ବତ ସର୍ଜନା ସମ୍ପର୍କରେ ଆଲୋକପାତ କରିଥିଲେ । ସଭା ଆରମ୍ଭରେ ଶିଶୁସାହିତ୍ଯିକ ହୃଷିକେଶ ପୁରୋହିତ ପ୍ରାରମ୍ଭିକ ସୂଚନା ଦେଇଥିବାବେଳେ କବି ସନ୍ଦୀପ କୁମାର କୁଅଁର ଅତିଥି ପରିଚୟ ପ୍ରଦାନ ଓ ସହ- ସମ୍ପାଦକ ରଘୁନନ୍ଦନ ସିଂ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ସମ୍ପାଦକ କପିଳେଶ୍ବର ଖମାରୀ ସମ୍ପାଦକୀୟ ପାଠ କରିଥିଲେ । ଡ. ଉଦ୍ ଗାତାଙ୍କୁ ଉପାୟନ ଓ ମୋମେଣ୍ଟୋ ସହ ପୁଷ୍ପମାଲ୍ୟ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥିରେ କବୟତ୍ରୀ ସବିତା ମହରା , ବ୍ୟଙ୍ଗକବୀ ଅନୁପ୍ରିୟା ମିଶ୍ର, କବୟତ୍ରୀ ତପସ୍ୱିନୀ ପଶାୟତ,ପ୍ରଫୁଲ୍ଲ ମହାପାତ୍ର , ପ୍ରମୁଖ ସହଯୋଗ କରିଥିଲେ । 

ଦର୍ଶକମଣ୍ଡଳୀ ମଧ୍ୟରେ ସର୍ବଶ୍ରୀ ଧନଞ୍ଜୟ ମିଶ୍ର , ଡା ଅଶୋକ କୁମାର ସେଠୀ,  କବୟତ୍ରୀ ନଳିନୀପ୍ରଭା ଶତପଥୀ , କବୟତ୍ରୀ ନିରୁପମା ଉଦ୍ ଗାତା ନାଗରିକ କମିଟିର ସମ୍ପାଦକ ମନୋରଞ୍ଜନ ସାହୁ, ବରିଷ୍ଠ ନାଗରିକ କମିଟି ର ପ୍ରଭାକର ମିଶ୍ର ପ୍ରମୁଖ ଡ ଉଦ୍ ଗାତାଙ୍କର ଗୁଣଗାନ କରିଥିଲେ । ଶେଷରେ ପରିଷଦର କୋଷାଧ୍ୟକ୍ଷ ଅଜିତ କୁମାର ମହାନ୍ତି ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like