-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଏସ୍ ପି ଙ୍କୁ ଭେଟିଲା ବଲାଙ୍ଗିର ନାଗରିକ କମିଟି 

27-May-2023



ବଲାଙ୍ଗିର (ପ୍ରେରଣା ଖବର ): ବଲାଙ୍ଗିରରେ ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ପୋଲିସ ଆରକ୍ଷୀ ଅଧିକ୍ଷକ  ଋଷିକେଶ ଖିଲାରୀଙ୍କୁ ବଲାଙ୍ଗିର ନାଗରିକ କମିଟି ସାକ୍ଷାତ କରି ତାଙ୍କୁ ଫୁଲତୋଡା ଦେଇ ସ୍ଵାଗତ କରିଛନ୍ତି l ବଲାଙ୍ଗିର ସହରରେ ସଚେତନ ନାଗରିକ ଓ ବୁଦ୍ଧିଜୀବୀଙ୍କ ସହଯୋଗରେ ବଲାଙ୍ଗିରଙ୍କୁ ଏକ ଅପରାଧମୁକ୍ତ ଜିଲ୍ଲା  ଗଠନ ଦିଗରେ ଚେଷ୍ଟା କରାଯିବାକୁ ବଲାଙ୍ଗିର ଏସ୍ ପି ଶ୍ରୀ ଖିଲାରି ପ୍ରତିଶ୍ରୁତି ଦେଇଛନ୍ତି l ବଲାଙ୍ଗିର ନାଗରିକ କମିଟୀ ପକ୍ଷରୁ ଏକ ପ୍ରତିନିଧି ଦଳ ଆଜି ବଲାଙ୍ଗିର ଏସ୍ ପି ରୁଷିକେଶ ଖିଲାରୀ ଙ୍କୁ ସାକ୍ଷାତ କରି ବଲାଙ୍ଗିର ସହରର ଆଇନ ଶୃଙ୍ଖଳା ପରିସ୍ଥିତି ତଥା ଅପରାଧୀଙ୍କୁ ଦମନ କରିବା ଦିଗରେ ପୋଲିସର ଭୂମିକା ସମ୍ପର୍କରେ ଆଲୋଚନା କରିଥିଲେ l ବଲାଙ୍ଗିର ନାଗରିକ କମିଟିର ସଭାପତି ଇଂ ବେଳାର ସିଂ ଭୋଇ,ସାଧାରଣ ସମ୍ପାଦକ ମନୋରଞ୍ଜନ ସାହୁ ,  ବରିଷ୍ଠ ସଭ୍ଯ ପୀତବାସ ପଣ୍ଡା , ସି ଏ ଶ୍ରୀକାନ୍ତ ଶର୍ମl ଓ ସାମ୍ବାଦିକ ରଘୁ ନନ୍ଦନ ସିଂହ ଆଲୋଚନାରେ ଅଂଶଗ୍ରହଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like