-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ରାଜନୀତି

ଭାଜପା ର କାର୍ଯ୍ୟ କାରିଣୀ ବୈଠକ, କେନ୍ଦ୍ର ସରକାରଙ୍କ ଉପଲବ୍ଧି ବୁଥ ସ୍ତର ରେ ପହଞ୍ଚାଅ

27-May-2023



ମୁରିବାହାଲ(ସୁଦାମା ଚରଣ ବଘାର): ବଲାଙ୍ଗୀର ଜ଼ିଲ୍ଲା ମୁରିବାହାଲ ବ୍ଲକ ଭାଜପା ର ତିନଟି ମଣ୍ଡଳକୁ ନେଇ ଶୁକ୍ରବାର ମୁରିବାହାଲ କଲ୍ୟାଣ ମଣ୍ଡପ ଠାରେ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି ମୁରିବାହାଲ ଗଁରେଇ ଓ ହଳଦୀ ମଣ୍ଡଳର କାର୍ଯ୍ୟକର୍ତାକୁ ନେଇ ଅନୁଷ୍ଠିତ ବୈଠକରେ ମୁରିବାହାଲ ମଣ୍ଡଳ ସଭାପତି ସୁରେଶ ଭୋଇ ସଭାପତିତ୍ୱ କରିଥିଲେ ବୈଠକରେ ଜ଼ିଲ୍ଲା ଭାଜପା ସଭାପତି ଶିବାଜୀ ମହାନ୍ତି ଯୋଗ ଦେଇ କେନ୍ଦ୍ରରେ ପ୍ରଧାନ ମନ୍ତ୍ରୀ ନେରେନ୍ଦ୍ର ମୋଦିଙ୍କ ନଅ ବର୍ଷ କାର୍ଯ୍ୟକାଳରେ ହୋଇଥିବା ଜନହିତକର କାର୍ଯ୍ୟ କିପରି ବୁଥସ୍ତରରେ ପହଂଚି ପାରିବ ସେ କ୍ଷେତ୍ରରେ କାମ କରିବାକୁ ଆୱାନ କରିଥିଲେ ରାଜ୍ୟ କୃଷକ ମୋର୍ଚା ସାଧାରଣ ସମ୍ପାଦକ  ଲକ୍ଷ୍ମଣ ବାଗ ଜ଼ିଲ୍ଲା ସାଧାରଣ ସମ୍ପାଦକ ଶ୍ରୀବତ୍ସ ବେହେରା ଜ଼ିଲ୍ଲା କାର୍ଯ୍ୟକାରିଣୀ ସଭ୍ୟ ସୁରେଶ ନେଉରା ହଳଦୀ ମଣ୍ଡଳ ସଭାପତି ଈଶ୍ୱର ପୁଟେଲ ଗଁରେଇ ମଣ୍ଡଳ ସଭାପତି ମହାଦେବ ଟାହାନି ଉପସ୍ଥିତ ଥିଲେ ବ୍ଲକର ୧୪୩ ବୁଥରେ ଆଗାମୀ ଦୁଇ ଦିନ ମଧ୍ୟରେ ବୁଥ କମିଟି ଗଠନ କରିବା ପାଇଁ ନେତୃବୃନ୍ଦ ମତବ୍ୟକ୍ତ କରିଥିଲେ ଏହି କାର୍ଯ୍ୟକ୍ରମକୁ ସାଧାରଣ ସଂପାଦକ ନାରାୟଣ ସାହୁ ପରିଚାଳନା କରିଥିବା ବେଳେ ସୁବାଷ ପୋଢ଼, ପଦ୍ମନାଭ ସାହୁ, କ୍ଷୀର ସିନ୍ଧୁ କୁମ୍ଭାର, ସୁରେନ୍ଦ୍ର ଛୁରା, ଦୁଷ୍ମନ୍ତ ସାହୁ, ଫକୀର ଲୁହା, ପଦେ ତାଣ୍ଡି, ଭଦେବ ସାହୁ, ହରେକୃଷ୍ଣ ସାହୁ, ରାମୁ କୁମ୍ଭାର, ପ୍ରଦୀପ ବଛା, ଧବେଳେଶର ଲୁହା, ତୁଜୁରାମ ବାଗ, ମଦନ ଖରସେଲ ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ହୋଇ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like