-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||     

HOME   ଜିଲ୍ଲା

ମୁରିବାହଲ : ଥାନା ଘେରିଲେ ବିଭିନ୍ନ ଦଳିତ ସଂଗଠନ

27-May-2023



ମୁରିବାହଲ (ସୁଦାମ ଚରଣ ବଘାର): ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ର ଦଳିତ ମାନେ ନିର୍ଯାତିତ ହେଉଛନ୍ତି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ଭିମ ଆର୍ମି, ଲକ୍ଷେଘଗିଆ ଗଣ୍ଡା ସମାଜ ଓ ଏଲଡିଏ ପରି ଦଳିତ ସଂଗଠନ ଗୁଡ଼ିକ ପକ୍ଷରୁ ମୁରିବାହାଲ  ଥାନା ଘେରାଉ କରାଯାଇଥିଲା। ଅନୁଷ୍ଠିତ ପ୍ରତି ବାଦ ସଭାରେ ଭୀମ ଆର୍ମି ମୁରିବାହାଲ ବ୍ଲକ ସଭାପତି ସୁରେନ୍ଦ୍ର ଛୁରା ସଭାପତିତ୍ୱ କରିଥିଲେ। ଏଲଡିଏ ପ୍ରତିଷ୍ଠାତା ଲବ ସୁନା, ମୁକେଶ ସୁନା, ବିରଭଦ୍ର ଛୁରା, ଚନ୍ଦ୍ରଧ୍ବଜ ଛୁରା, ହଳଦୀ ସମିତି ସଭ୍ଯ ଟୁନା ମଣି ମହାନନ୍ଦ ମୁରିବାହାଲ ପୁଲିସ ର କାର୍ଯ କଲାପ ଉପରେ ଅସନ୍ତୋଷ ପ୍ରକାଶ କରିଥିଲେ। ତେନ୍ତୁଳିଖୁଣ୍ଟି ର ଦଳିତ ମହିଳା ଭାନୁମତୀ ବାଗଙ୍କୁ ଗତ ୧୨ ତାରିଖରେ ଉକ୍ତ ଗ୍ରାମର ତିନି ଜଣ ଯୁବକ ଆକ୍ରମଣ କରି ଥିଲେ ମଧ୍ଯ ସେମାନଙ୍କୁ ଗିରଫ କରାଯାଇ ନାହିଁ, ସେହିପରି ରାଧାକୃଷ୍ଣ ମନ୍ଦିର  ନିକଟ ମୁରଲୀ ବାଗଙ୍କ ଘରୁ ଡକାୟତି ଘଟଣା, ସାଲେପଡା ର ସ୍ନେହଲତା ଦୀପକୁ ମାଡ ମାରିଥିବା ଅଭିୟୁକ୍ତ ଙ୍କ ବିରୁଦ୍ଦରେ ପୁଲିସ କାର୍ଯ୍ୟନୁଷ୍ଠାନ 

କରାନଯିବା ଘଟଣାକୁ  ସଭାରେ ନିନ୍ଦା କରାଯାଇଥିଲା। ପରେ ଏସପିଙ୍କ ଉଦ୍ଦେଶ୍ଯରେ ଏକ ଦାବୀ ପତ୍ର ଥାନା ଅଧୀକାରୀ କମଳ ଲୋଚନ ବେହେରାଙ୍କୁ ପ୍ରଦାନ କରାଯାଇଥିଲା। ତେନ୍ତୁଳିଖୁଣ୍ଟି ଘଟଣାରେ ମାମଳା ରୁଜୁ କରାଯାଇଛି ଏବଂ ଖୁବ ଶୀଘ୍ର କାର୍ଯ୍ୟ ନୁଷ୍ଠାନ ନିଆଯିବ ବୋଲି ଥାନାଧିକାରୀ ପ୍ରତିଶ୍ରୁତି ଦେଇଥିଲେ ସଭାରେ ରାଧାକାନ୍ତ ବାଗ, ଜଶୋବନ୍ତ ମହାନନ୍ଦ, ବଚନ ହରପାଲ ସହ ବହୁ ସଂଖ୍ଯା ରେ ଲୋକେ ସାମିଲ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026

You Might Also Like