-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଆଭାର ପରିବାର ପ୍ରତିଷ୍ଠା ଦିବସରେ ରକ୍ତଦାନ ଶିବିର I

27-May-2023



ସମ୍ବଲପୁର,( ସଂଜୀବ ପାଣିଗ୍ରାହୀ )
ଆଭାର ପରିବାରର ପ୍ରତିଷ୍ଠା ଦିବସ ଓ ଏହାର ପ୍ରତିଷ୍ଠାତା ତଥା ଓଡିଶା ଅଲମ୍ପିକ ଆସୋସିଏସନ ଏବଂ ଓଡିଶା ଆଥେଲାଟିକ୍ ଆସୋସିଏସନର ଉପସଭାପତି ତଥା ସମ୍ବଲପୁର ଜିଲ୍ଲା କ୍ରୀଡା ସଂଘ ଉପସଭାତି ଦୁଲାଲ ଚନ୍ଦ୍ର ପ୍ରଧାନଙ୍କ ଜନ୍ମ ଦିନରେ ଶନିବାର ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି I ବୁଢାରାଜା ସ୍ଥିତ ଜଗନ୍ନାଥ ମନ୍ଦିର ପାର୍କ ଠାରେ ଓଡିଶା ସରକାରଙ୍କ ବୁର୍ଲା ଭିମସାର ରକ୍ତ ଭଣ୍ଡାରର ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନ ଦ୍ୱାରା ଏହି ରକ୍ତ ସଂଗ୍ରହ କରାଯାଇଥିଲା । ଏହାକୁ ଡା. ବରୁଣ ମେହେର ,ଦେବାଶିଷ ମିଶ୍ର, କାଉନସିଲର ମଣ୍ଟୁ ପ୍ରଧାନ,ଜନକ ବେହେରା,ପାଏନୁ ଭୋଇ,ସଞ୍ଜିବ ବେରା ପରିଚାଳନା କରିଥିଲେ । ଏଥରେ ଦୁଲାଲ ଚନ୍ଦ୍ର ପ୍ରଧାନ, ପ୍ରେୟାଂଶୁ ଶେଖର ପତି,ସୁବାସ ଚନ୍ଦ୍ର ବାରିକ,କିଶୋର ଓରାମ୍,,ବିକାଶ ଚନ୍ଦ୍ର ଦେବତା,,ତୁଷାର କାନ୍ତ ବେହେରା, ଧବଲି ମାଝି,ଅବିନାଶ ବେହେରା, ସମୀର ବିଭାର, ସାଲେଗ୍ରାମ ପ୍ରଧାନ,ଦିଲିପ କୁମାର ମହାନ୍ତି,ମନୋଜ ଭୋଇ,ରଞ୍ଜନ ମହାକୁଡ,ଅନିଲ ପାଣିଗ୍ରାହୀ,ସୁବ୍ରତ ମିଶ୍ର,ଯୁଧିଷ୍ଟିର ନାରାୟଣ,ମିକୁନ ବାରିକ,ଅମର ପଟେଲ,ଜିତେନ୍ଧ୍ର ସିଂ,ସଦ୍ଦାମ ହୁସେନ,ସୁଶାନ୍ତ ସାହୁ ନବୀନ ପଟ୍ଟନାୟକ, ପ୍ରମୁଖ ରକ୍ତଦାନ କରିଥିଲେ I ଏହାକୁ ଜଗନ୍ନାଥ କଲୋନି ସଭାପତି ସୁଶାନ୍ତ ପୁରୋହୀତ,  ସାଧାରଣ ସଂପାଦକ ସୁଶାନ୍ତ ନାଥ, ସହ ସଂପାଦକ ଅବିନାଶ ନନ୍ଦ,କୋଷାଧ୍ୟକ୍ଷ ସୁବ୍ରତ ମି୍ଶ୍ର ଙ୍କ ସହିତ ଡା.ରାଜାରାମ ଷଡଙ୍ଗୀ ,ସ୍ମୃତି ରଞ୍ଜନ ମହାପାତ୍ର ,ବ୍ରଜେନ୍ଦ୍ର ପଣ୍ଡା,ଅଜିତ ହୋତା,ପ୍ରିୟବ୍ରତ ବାବୁ,ବିଶ୍ୱଜିତ ପଣ୍ଡା,ପ୍ରଶନ୍ନ ବିଶ୍ୱାଲ,କିରଣ କୁମାର ଭୋଇ,ଜିତୁ ପ୍ରଧାନ,ଅନିଲ ପାଣିଗ୍ରାହୀ ,ସାନ୍ତାନୁ ନନ୍ଦ,ଦୀପକ ପ୍ରଧାନ ପ୍ରମୂଖ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିବା ସହ ଏଥିରେ ସହଯୋଗ କରିଥିଲେ।ପ୍ରବଳ ରୌଦ୍ର ତାପ ସତ୍ତ୍ୱେ ରକ୍ତଦାତାଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like