-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଅପରାଧ

ରାଜ୍ୟ ରେ ବଢିଚାଲିଛି ସାଇବର ଠକେଇ,ପାର୍ସଲ ପ୍ରଲୋଭନ ଦେଖାଇ ଠକି ନେଲେ ପାଞ୍ଚ ଲକ୍ଷ

09-Dec-2020



ଭୁବନେଶ୍ୱର,(ଶୁଭାଶିଷ ନାୟକ) :ରାଜ୍ୟରେ ସକ୍ରିୟ ହୋଇପଡ଼ିଛନ୍ତି ସାଇବର ଲୁଟେରା । ନୂଆ ନୂଆ ତରିକାରେ ନିରୀହ ଲୋକଙ୍କ ଠାରୁ ଲୁଟିନେଉଛନ୍ତି ଟଙ୍କା । ଏଭଳି ଏକ ସାଇବର ଅପରାଧୀଙ୍କ ହାବୁଡ଼ରେ ପଡ଼ିଛନ୍ତି ଜଣେ ମହିଳା । ଲକ୍ଷ୍ମୀସାଗର ଅଞ୍ଚଳ‌େ‌ର ରହୁଥିବା ଆର୍ ସଙ୍ଗୀତାଙ୍କୁ ପାର୍ସଲ ପ୍ରଲୋଭନ ଦେଖାଇ ସାଇବର ଠକମାନେ ଲୁଟି ନେଇଛନ୍ତି ୫ ଲକ୍ଷ ଟଙ୍କା । ଏନେଇ ଗତକାଲି ମହିଳା ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି । 

ମିଳିଥିବା ସୂଚନା ଅନୁଯାୟୀ ସାଇବର ଠକ ଫେସ୍‌ବୁକ୍‌ ମାଧ୍ୟମରେ ଲଣ୍ଡନର ସିଲାସ୍‌ ଫେରଡ୍ରିକ୍‌ ନାମକ ଜଣେ ମହିଳାଙ୍କ ଫ୍ରେଣ୍ଡ ରିକ୍ୟୁଏଷ୍ଟ ଗ୍ରହଣ କରିଥିଲେ । ତାଙ୍କ ସହିତ କିଛି ଦିନ କଥାବାର୍ତ୍ତା କରିବା ପରେ ସେ ତାଙ୍କ ନିକଟକୁ ଏକ ଉପହାର ପାର୍ସଲ ପଠାଇଥିବା ନେଇ ଚାଟିଂରେ ସୂଚନା ଦେଇଥିଲେ । ଏହାର କିଛି ଦିନ ପରେ ପ୍ରିୟା ନାମକ ଜଣେ ମହିଳା ତାଙ୍କୁ ଟେଲିଫୋନ୍‌ କରିଥିଲା । ଦିଲ୍ଲୀ ବିମାନବନ୍ଦରରେ ତାଙ୍କ ଠିକଣାରେ ଏକ ପାର୍ସଲ ଆସିଛି ବୋଲି ସେ ସଙ୍ଗୀତାଙ୍କୁ ଜଣାଇଥିଲା । ତାଙ୍କୁ ଏହି କୋରିଅର୍‌ ବାବଦରେ ୧୫,୦୦୦ ଟଙ୍କା ଜମା କରିବାକୁ ହେବ ବୋଲି କହିଥିଲେ । ସଙ୍ଗୀତା ତା’ଠାରୁ ପାଇଥିବା ଆକାଉଣ୍ଟରେ ଏହି ଟଙ୍କା ଜମା କରିଦେଇଥିଲେ ।
ଉକ୍ତ ପାର୍ସଲକୁ ସ୍କାନ୍‌ କରିବା ପରେ ସେଥିରେ ତାଙ୍କ ପାଖକୁ କେହି ଜଣେ ବ୍ରିଟିଶ ବିଦେଶୀ ମୁଦ୍ରା ପଠାଇଛି ବୋଲି କହିଥିଲେ । ତେଣୁ ଏହି ବାବଦରେ ତାଙ୍କୁ ଜୋରିମାନା ଦେବାକୁ ହେବ । ଏଥିପାଇଁ ତାଙ୍କୁ ୫୫ ହଜାର ଟଙ୍କା ଜମା କରିବାକୁ ସେ କହିଥିଲେ । ସଙ୍ଗୀତା ଟଙ୍କା ଜମା କରିଥିଲେ । ଏସ୍‌ କେ ଏଣ୍ଟରପ୍ରାଇଜର୍ସ ନାମକ ଏକ ସଂସ୍ଥାର ଆକାଉଣ୍ଟରେ ସେ ଟଙ୍କା ଜମା କରିଥିଲେ । ପରଦିନ ପୁଣି ତାଙ୍କ ପାଖକୁ ଆଉଥରେ କଲ୍‌ ଆସିଥିଲା ଏସବୁ ବିଦେଶୀ ମୁଦ୍ରାକୁ ସେ ଭାରତୀୟ ମୁଦ୍ରାରେ ବଦଳାଇବାକୁ ତାଙ୍କୁ ୧.୫୦ ଲକ୍ଷ ଟଙ୍କା ଜମା କରିବାକୁ ହେବ ।


ଲୋଭରେ ପଡ଼ି ସଙ୍ଗୀତା ପୁଣି ଟଙ୍କା ଜମା କରିଥିଲେ । ପୁଣି ପରଦିନ ତାଙ୍କ ପାଖକୁ କଲ୍‌ ଆସିଥିଲା, ଉକ୍ତ ମହିଳା ଜଣକ କହିଥିଲା ଏତେ ପରିମାଣର ବିଦେଶୀ ମୁଦ୍ରା ବଦଳାଇବାକୁ ହେଲେ ଆର୍‌ବିଆଇର ଟିକସ ବାବଦରେ ତାଙ୍କୁ ୨,୮୦,୦୦୦ ଟଙ୍କା ଜମା କରିବାକୁ ହେବ । ଏତେ ପରିମାଣର ଅର୍ଥ ସଙ୍ଗୀତା ଆଉ ଜମା କରିପାରିବେ ନାହିଁ ବୋଲି ଅକ୍ଷମତା ପ୍ରକାଶ କରିଥିଲେ । ତେବେ ଏସମ୍ପର୍କରେ ତାଙ୍କର ଜଣେ ବନ୍ଧୁଙ୍କ ସହ କଥା ହେବାରୁ ଏହା ଏକ ପ୍ରକାର ସାଇବର ଠକେଇ ବୋଲି ଜାଣିବାକୁ ପାଇଥିଲେ । ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like