-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ନାଟ୍ଯକଳା ପରିଷଦର ନୂତନ କାର୍ଯ୍ୟକର୍ତ୍ତା ମନୋନୀତ

28-May-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ )
 ସ୍ଥାନୀୟ ସାମ୍ବାଦିକ ଭବନଠାରେ ସମ୍ବଲପୁରର ପୁରାତନ ନାଟ୍ୟାନୁଷ୍ଠାନ ସମ୍ବଲପୁର ନାଟ୍ଯକଳା ପରିଷଦର ସାଧାରଣ ପରିଷଦ ବୈଠକରେ ଆସନ୍ତା ଦୁଇବର୍ଷ ସକାଶେ ନୂତନ କାର୍ଯ୍ୟକର୍ତ୍ତା ମନୋନୟନ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ବରିଷ୍ଠ ସଦସ୍ୟ ମନୋରଞ୍ଜନ ପାଢୀ ନିର୍ବାଚନ ଅଧିକାରୀ ଦାୟିତ୍ତ୍ୱ ତୁଲାଇଥିବା ବେଳେ ଆକାଂକ୍ଷା ପ୍ରସାଦ ମିଶ୍ର ତାଙ୍କୁ ସହ ଅଧିକାରି ଭାବରେ ସହଯୋଗ କରିଥିଲେ  । ନିର୍ବାଚନରେ ସଭାପତି ଭାବରେ ଡ. ଶିବନାରାୟଣ ଶତପଥି,ଉପ-ସଭାପତି ଭାବରେ ଡ. ସୁରୁବାବୁ ମେହେର, ସମ୍ପାଦକ ଭାବରେ ଡ. ସିଦ୍ଧାର୍ଥ ପଣ୍ଡା, ସହସମ୍ପାଦକ ଭାବରେ ବୀରୁପାକ୍ଷ ପ୍ରଧାନ, ଏବଂ କୋଷାଧ୍ୟକ୍ଷ ଭାବରେ ପୂର୍ଣଚନ୍ଦ୍ର ଦାଶ ମନୋନୀତ ହୋଇଥିବା ବେଳେ ଅଶୋକ କୁମାର ମିଶ୍ର,ଅପର୍ଣ୍ଣା ପାଢୀ,ମାହେଶ୍ୱରୀ ପ୍ରସାଦ ପାଣିଗ୍ରାହୀ,ସଂଯୁକ୍ତା ପଣ୍ଡା, ଗୋରେଖଲାଲ ଦାସ, ପ୍ରଶାନ୍ତ ମହାରଣା ଏବଂ ସୂର୍ଯ୍ୟ ପାଣିଗ୍ରାହୀ କାର୍ଯ୍ୟକାରିଣୀ ସଦସ୍ୟ ଭାବରେ ମନୋନୀତ ହୋଇଛନ୍ତି। ଆଗାମୀ ଦିନରେ ଅନୁଷ୍ଠାନ ପକ୍ଷରୁ କିପରି ଅଧିକ ନାଟକ ମଞ୍ଚନ ହୋଇ ପାରିବ ତଥା  ଅନୁଷ୍ଠାନର ଏକ ସ୍ଥାୟୀ ଗୃହ ନିର୍ମାଣକୁ ଅଧିକ ଗୁରୁତ୍ତ୍ବ ଦେଇ କାର୍ଯ୍ୟ କରିବାକୁ ନୂତନ କାର୍ଯ୍ୟକର୍ତ୍ତାମାନେ ପ୍ରକାଶ କରିଛନ୍ତି ।ଶେଷରେ ସହସମ୍ପାଦକ ବୀରୁପାକ୍ଷ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like