-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||     

HOME   ଜିଲ୍ଲା

ବୁଦୁଲା କୃଷି ସେବା ସମବାୟ ସମିତିରେ ଧାନମଣ୍ଡିର ଶୁଭ ଉଦଘାଟନ

29-May-2023



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ) ଆଜି ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ବୁଦୁଲା କୃଷି ସେବା ସମବାୟ ସମିତିରେ ଆଗଲପୁର ତହସିଲଦାର ସୁଶ୍ରୀ ସରୋଜା ବେହେରାଙ୍କ ଦ୍ଵାରା ଧାନମଣ୍ଡିର ଶୁଭ ଉଦ୍ଘାଟନ ହୋଇଯାଇଛି l ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ କୃଷି ସେବା ସମବାୟ ସମିତି ର ସଭାପତି ଚିନ୍ତାମଣି ଭୋଇ, ସମ୍ପାଦକ ଶ୍ରୀ ଅଶ୍ଵିନୀ କୁମାର ଗଡତିଆ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଆଗକୁ ନେଇଥିଲେ l ନିର୍ଦେଶିକା ଶ୍ରୀମତୀ ପୁଷ୍ପଲତା ଭୋଇ, ଦଫେ ବିଶ୍ଵାଳ ନିର୍ଦ୍ଦେଶକ, ପାନୁ ସାହୁ,ଦେବେନ୍ଦ୍ର ଦାସ, ସଦାନନ୍ଦ ମହିଶାଲ, ଅଶ୍ୱସ୍ଥମା ପଧାନ, ଘସିଆ କୁମ୍ଭାର ଓ ସମିତିର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ l ବୁଦୁଲା ସେବା ସମବାୟ ସମିତି ର ସହ ସହ ଚାଷୀ ଯୋଗ ଦେଇଥିଲେ l

ଚଳିତ ରବି ଋତୁ ସକାଶେ ସର୍ବ ମୋଟ ୨୮୬ଜଣ ଚାଷୀ ନାମ ପଞ୍ଜୀକୃତ କରି ଥିଲେ l ସେଥିରୁ ବର୍ତମାନ ୨୩୧ ଜଣଙ୍କର ଟୋକନ ଜେନେରେଟ୍ ହୋଇଥିବା ବେଳେ ଆଉ ୫୫ ଜଣଙ୍କର ଟୋକନ ଆସିନାହିଁ l ସମସ୍ତ ଚାଷୀମାନେ କିପରି ନିଜ ନିଜର ଧାନକୁ ମଣ୍ଡିକୁ ଆଣି ସହଜରେ ବିକ୍ରି କରି ପାରିବେ ,ସେ ବିଷୟରେ ସଭାପତି ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026

You Might Also Like