-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ପଖନମୁଣ୍ଡା ବିଦ୍ୟାଳୟ ପାଇବ ପ୍ରକୃତି ମିତ୍ର ପୁରସ୍କାର

29-May-2023



କଣ୍ଟାବାଞ୍ଜୀ( ପ୍ରେରଣା ଖବର )
ତୁରେକେଲା ବ୍ଳକ ଅନ୍ତର୍ଗତ ମାନ୍ଦଲା କ୍ଳଷ୍ଟରର ପଖନମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଚଳିତ ବର୍ଷ ଓଡ଼ିଶା ସରକାରଙ୍କ ଠାରୁ ପ୍ରକୃତି ମିତ୍ର ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛି।ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡିଶା ସରକାରଙ୍କ ପତ୍ର ଅନୁସାରେ ଜୁନମାସ ୫ତାରିଖ ବିଶ୍ବ ପରିବଶ ଦିବସ ଅବସରରେ ଲୋକସେବା କନଭେନସନ ହଲ ଭୁବନେଶ୍ୱର ଠାରେ ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା ଉତ୍ସବରେ ପ୍ରମାଣପତ୍ର ଓ ଚେକ ପ୍ରଦାନ କରାଯିବ।ପ୍ରକାଶ ଥାଉକି ବିଦ୍ୟଳୟର ପ୍ରଧାନ ଶିକ୍ଷକ ପ୍ରକୃତିବନ୍ଧୁ ବିରଞ୍ଚି ନାରାୟଣ ଦାଶ ବିଦ୍ୟଳୟରେ ବର୍ଷ ତମାମ ବିଭିନ୍ନ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ କରିବା ସହିତ ଛାତ୍ରଛାତ୍ରୀ ଓ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଭ୍ୟାମାନଙ୍କୁ ନେଇ ବୃକ୍ଷ ରୋପଣ, ବନାଗ୍ନିରୋକିବା,ରକ୍ତ ଦାନ,ନିଶାଦ୍ରବ୍ୟସେବନ ନ କରିବା, ପ୍ଳାଷ୍ଟିକ ବ୍ୟବହାର ନକରିବା, ବାଲ୍ୟବିବାହ ନକରିବା, ଜୈବିକ ସାର ପ୍ରୟୋଗ କରିବା ଉପରେ ଅନେକ କାମ କରିଛନ୍ତି।ଏହା ପୂର୍ବରୁ ଶ୍ରୀ ଦାଶ ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଥିବା ସମୟରେ ମଧ୍ୟ ତାଙ୍କର ଏତାଦୃଶ କାର୍ଯ୍ୟକୁ ଦେଖି ୨୦୧୯ମସିହାରେ ସରକାରଙ୍କ ଠାରୁ ମାଝୀପଡା ବିଦ୍ୟାଳୟକୁ ପ୍ରକୃତିମିତ୍ର ପ୍ରଦାନ କରାଯାଇଥିଲା।ଚଳିତ ବର୍ଷ ପଖନମୁଣ୍ଡା ବିଦ୍ୟାଳୟ ମନୋନୀତ ହୋଇଥିବାରୁ ବିଦ୍ୟଳୟର ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ପରିଚାଳନା କମିଟିର ସଭ୍ୟ ସଭ୍ୟା,ଅଭିଭାବକ ତଥା ଗ୍ରାମବାସୀ ଓଡିଶା ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like