-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||     

HOME   ଜିଲ୍ଲା

ଉଦଘାଟନ ହେଲା ହୀରାକୁଦ ଇକୋରିଟ୍ରିଟ- ପଶ୍ଚିମ ଓଡିଶା ର ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବାରେ ବଡ ଭୂମିକା ରହିବ - ମୁଖ୍ୟମନ୍ତ୍ରୀ

09-Dec-2020



ସମ୍ବଲପୁର,(ଦେବାଶିଷ ବେହେରା ): ଆଜି ଉଦଘାଟିତ ହୋଇଛି ହୀରାକୁଦ  ଇକୋ ରିଟ୍ରେଟ ୨୦୨୦ ।  ହୀରାକୁଦ କୁ ରାଜ୍ୟ ତଥା ରାଜ୍ୟ ବାହାର ପର୍ଯ୍ୟଟକ ମାନଙ୍କୁ ଆକୄଷ୍ଠ କରିବା ପାଇଁ ପ୍ରଥମଥର ପାଇଁ ଏହା ଆୟୋଜିତ ହେଉଛି । ଏହି ଇକୋ ରିଟ୍ରେଟ ଟି  ହୀରାକୁଦ ରେ ଆସନ୍ତା ପେବୄୟାରି ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଆଜି  ଦିନ ୧୧,୩୦ ସମୟରେ ରାଜ୍ୟ ପର୍ଯ୍ୟଟନ ନିଗମର ଅଧ୍ୟକ୍ଷା ଶ୍ରୀମୟି ମିଶ୍ର ସ୍ଥାନୀୟ ଜନପ୍ରତିନିଧି ମାନଙ୍କ ଉପସ୍ଥିତ ରେ ଫିତା କାଟି ଉଦଘାଟନ କରିଥିଲେ । ଏହି କାଯ୍ୟକ୍ରମ ରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର,ରେଡାଖୋଲ ବିଧାୟକ ରୋହିତ ପୁଜାରୀ ,କୁଚିଣ୍ଡା ବିଧାୟକ କିଶୋର ନାଏକ, ରେଙ୍ଗାଲୀ ବିଧାୟକ ନାଉରି ନାଏକ , ଆରଡିସି ନିରଞ୍ଜନ ସାହୁ, ପୂର୍ବତନ ବିଧାୟିକା ଡ଼.ରାସେଶ୍ୱରୀ ପାଣିଗ୍ରାହୀ,ଜିଲ୍ଲା ପରିଷଦ ଅଧ୍ୟକ୍ଷ ରାଧେଶ୍ୟାମ ବାରିକ, ରାଜ୍ୟ ପର୍ଯ୍ୟଟନ ବିଭାଗ ଅଧିକାରୀ, ସମ୍ବଲପୁର ମହାନଗରନିଗମ କମିଶନର ପ୍ରଧାନ, ପି.ଡ଼ି.ଡି.ଆର ଡିଏ ସୁକାନ୍ତ ତ୍ରିପାଠୀ ପ୍ରମୁଖ ଅନେକ ଜ଼ିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ l
ପ୍ରାରମ୍ଭିକ କାଯ୍ୟକ୍ରମ ରେ ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ,କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପଧାନ ପ୍ରମୁଖ ଭର୍ଚୁଆଲ ବାର୍ତ୍ତା ଦେଇ ହୀରାକୁଦ ଇକୋ ରିଟ୍ରେଟ ର ସଫଳତା କାମନ କରିବା ସହ ହୀରାକୁଦ ଇକୋ ରିଟ୍ରେଟ ପଶ୍ଚିମ ଓଡ଼ିଶାରେ ପର୍ଯ୍ୟଟକ ମାନଙ୍କୁ ଆକୄଷ୍ଠ କରିବାରେ ବଡ ଭୁମିକା ରହିବ ବୋଲି କହିଥିଲେ ।
      ହୀରାକୁଦ ଇକୋ ରିଟ୍ରେଟ ରେ ପର୍ଯ୍ୟଟକ ମାନଙ୍କ ରହିବା ପାଇଁ  ୨୦ ପ୍ରିମିୟମ ଓ ୫ ଟି ରୟାଲ କଟେଜ  ର ବ୍ୟବସ୍ଥା ରହିଛି ।ଅନ୍ୟପଟେ  ପର୍ଯ୍ୟଟନ ମାନଙ୍କ ପାଇଁ ଜଳଭଣ୍ତାର ରେ ଜଳକ୍ରିଡା ପାଇ ବିଭିନ୍ନ ବୋଟର ବ୍ୟବସ୍ଥା ମଧ୍ୟ କରାଯାଇଛି । ଏହା ସମେତ ପର୍ଯ୍ୟଟନ ମାନେ ଡେବ୍ରିଗଡ ଅଭୟାରଣ୍ୟ, ହୀରାକୁଦ ରୋଫ ୱେ ,ହୁମା ବକ୍ରମନ୍ଦିର, ଘଣ୍ଟେଶ୍ୱରୀ ମନ୍ଦିର କୁ ବୁଲି ଦେଖିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିବା ଜଣାପଡିଛି  ।  ଆଜିଠାରୁ  ଆରମ୍ଭ ହୋଇ ଫେବୃଆରୀ ୨୮ ପର୍ଯ୍ୟନ୍ତ ହୀରାକୁଦ ଇକୋ ରିଟ୍ରେଟ ଚାଲିବ ବୋଲି ସୁଚନା ମିଲିଛି । ଏଠାକୁ ଆସୁଥିବା  ପର୍ଯ୍ୟଟକ ମାନଙ୍କ ସୁରକ୍ଷା ପାଇଁ ଜିଲ୍ଲା ପୋଲିସ ପକ୍ଷରୁ ବିଶେଷ ସୁରକ୍ଷା ବନ୍ଦୋବସ୍ତ ଗ୍ରହଣ କରାଯାଇଥିବା  ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026

You Might Also Like