-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜରେ ଏନ୍‌ଏମ୍‌ସି ଟିମ୍‌

30-May-2023



ବଲାଙ୍ଗୀର(ପ୍ରେରଣା ଖବର ): ଗତ ୨୯ ତାରିଖ ସୋମବାର ଦିନ ନ୍ୟାସନାଲ୍ ମେଡିକାଲ କମିଶନ(ଏନ୍‌ଏମ୍‌ସି) ର ଏକ ପାଂଚ ଜଣିଆ ଟିମ୍ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ପରିଦର୍ଶନରେ ଆସିଥିଲେ । ଆସାମର ପ୍ରଫେସର ବବିଜିତ୍ ଗୋସ୍ୱାମୀଙ୍କ ନେତୃତ୍ୱରେ ବିଭିନ୍ନ ରାଜ୍ୟରୁ ଆସିଥିବା ଟିମ୍ ସକାଲ ୯ଟା ରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ ମେଡିକାଲ କଲେଜ ଓ ହସ୍ପିଟାଲର ସମସ୍ତ ବିଭାଗ ପରିଦର୍ଶନ କରିଥିଲେ । ଏଥିସହ ମେଡିକାଲ କଲେଜର ସମସ୍ତ ଅଧ୍ୟାପକଙ୍କ ଉପସ୍ଥାନ ତଦାରଖ କରିଥିଲେ । ଏହି କଲେଜରେ ଥିବା ୧ଠଠ ଏମ୍‌ବିବିଏସ୍ ସିଟ୍ ର ଫାଇନାଲ୍ ରେକୋଗ୍ନିସନ୍ ପାଇଁ ଏହି ପରିଦର୍ଶକ ଟିମ୍ ବିଭିନ୍ନ ଦିଗକୁ ତର୍ଜମା କରିଥିଲେ । ଦିନ ତମାମ୍ ଚାଲିଥିବା ଏହି ପ୍ରକ୍ରିୟାରେ କଲେଜର ଅଧ୍ୟକ୍ଷ ପ୍ରଫେସର ସବିତା ମହାପାତ୍ର, ହସ୍ପିଟାଲ ଅଧୀକ୍ଷକ ପ୍ରଫେସର ମାନସୀ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଏନ୍‌ଏମ୍ ସି ଟିମ୍ କୁ ସମସ୍ତ ତଥ୍ୟ ଯୋଗାଇ ଦେଇଥିଲେ । ଏଥିରେ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ସମସ୍ତ ଅଫିସିଆଲ୍ ଷ୍ଟାଫ୍ ସଂପୂର୍ଣ୍ଣ ସହଯୋଗ କରିଥିଲେ । ତେବେ ଏହି ପରିଦର୍ଶନ ପରେ ଏନ୍‌ଏମ୍‌ସି ଟିମ୍ କଣ ନିଷ୍କର୍ଷ ବାହାର କରୁଛି ଓ ତାର ରିପୋର୍ଟ କଣ ରହୁଛି, ତାହାକୁ ସମସ୍ତଙ୍କ ଅପେକ୍ଷା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like