-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ମାମୁଁ ଘରକୁ ବୁଲିବା ହେଲା କାଳ : ଡ୍ୟାମରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା

30-May-2023



ବାଲିଗୁଡ଼ା (ସୁଶୀଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ ନୂଆଗାଁ ବ୍ଲକ ସାରଙ୍ଗ ଗଡ ଥାନା ଅନ୍ତର୍ଗତ ବନାଙ୍ଗିଆ ଡ୍ୟାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘଟଣା ପ୍ରକାରେ ଗୁଟିଙ୍ଗିଆ ପଞ୍ଚାୟତ କଟିମାହା ଗ୍ରାମର ସୁଜିତ କୁମାର ଦିଗାଲଙ୍କ ଚଉଦ ବର୍ଷର ପୁଅ ସତ୍ୟଜିତ ଦିଗାଲ ବନାଙ୍ଗିଆ ସ୍ଥିତ ନିଜ ମାମୁଁ ଘରକୁ ବୁଲିବାକୁ ଆସିଥିଲେ । ମଙ୍ଗଳବାର ସକାଳେ ଗାଁ ପିଲାଙ୍କ ସହ ସାଥି ହୋଇ ନିକଟସ୍ଥ ଡ୍ୟାମକୁ ଗାଧୋଇବାକୁ ଯାଇ ଥିଲେ। ହେଲେ ସତ୍ୟଜିତ ଅସାବଧାନତା କାରଣରୁ ବୁଡ଼ି ଯାଇଥିଲା । ପରିବାର ଲୋକେ ଖବରପାଇ ଡ୍ୟାମରେ ନିକଟରେ ପହଁଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରିବାରେ ବିଫଳ ହୋଇଥିଲେ। ଏହି ଦୁର୍ଘଟଣା ଖବର ପାଇ ସାରଙ୍ଗଗଡ ଅଗ୍ନିଶମ ବିଭାଗ ଅଧିକାରୀ କାଶୀନାଥ ସେଠୀ, ଆତ୍ମିକ ପଦ୍ମଲୋଚନ ଗୋଡ଼, ଅଜୟ କୁମାର ସାହୁ, ସୁବାଷ ପ୍ରଧାନ, ଲକ୍ଷ୍ମଣ ମେହେର, ନାରାୟଣ ମହାନ୍ତି ପ୍ରମୁଖ ସଦଳବଳେ ଘଟଣାସ୍ଥଳରେ ପହଂଚି ଛାତ୍ରକୁ ଉଦ୍ଧାର କରିଥିଲେ । ସଙ୍ଗେ ସଙ୍ଗେ ସାରଙ୍ଗଗଡ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ। ହେଲେ ଡାକ୍ତର ପ୍ରିୟବ୍ରତ ପାଣିଗ୍ରାହୀ ସେଠାରେ ତାଙ୍କୁ ମୃତ୍ୟୁ ଘୋଷଣା କରିଥିବା ଜଣାପଡ଼ିଛି । ସତ୍ୟଜିତଙ୍କ ମୃତ୍ୟୁ ଘଟଣାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ସେପଟେ ପୁଅକୁ ହରାଇ ବାପ,ମା' ମ୍ରିୟମାଣ ହୋଇ ଥ‌ିବା ବେଳେ ପୋଲିସ ଏକ ଅପମୃତ୍ୟୁ ୨/୨୩ ମାମଲା ରୁଜୁ କରି ଘଟଣାର ତଦନ୍ତ ଦାୟିତ୍ଵ ଏସଆଇ ବାସୁଦେବ ସାହୁ ଗ୍ରହଣ କରି ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରେ ଶବ ବ୍ୟବଚ୍ଛେଦ କରି ପରିବାରକୁ ହସ୍ତାନ୍ତର କରିଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like