-+91-9937148622 |

prerana_bgr@rediffmail.com |

  Monday 9th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||     

HOME   ଜିଲ୍ଲା

ପ୍ରଧାନ ଶିକ୍ଷକ ଭକ୍ତ ରଞ୍ଜନ ଭୋଇଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ

31-May-2023



ଗୁଡଭେଲା/ତୁଷୁରା(ପଞ୍ଚାନନ ନାଏକ): ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ଦେଉଳ ଗୁଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ତଥା ଗୁଡଭେଲା ବ୍ଲକ୍ ର ପୂର୍ବତନ ସ୍କୁଲ ନିରୀକ୍ଷକ ଶ୍ରୀ ଭକ୍ତ ରଞ୍ଜନ ଭୋଇଙ୍କୁ ବିଦ୍ୟାଳୟ ଓ ଶିକ୍ଷକ ମାନଙ୍କ ତରଫରୁ ବୁଧବାର ପୂର୍ବାହ୍ନରେ ବିଦ୍ୟାଳୟ ପରିସରରେ ଭବ୍ଯ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପୁରୁଷୋତ୍ତମ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବ୍କକ୍ ପ୍ରାଥମିକ ଶିକ୍ଷକ ସଂଘ ସଂପାଦକ ଶ୍ରୀ ସନ୍ତୋଷ କୁମାର ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ତୁଷୁରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବିଶିଷ୍ଟ ଶିକ୍ଷାବିତ ଆଶୁକବି  ହେମନ୍ତ  ଦାଶ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଶ୍ରୀ ଭୋଇଙ୍କ ଉଦେଶ୍ୟ ରେ ଏକ କାବ୍ଯାଞ୍ଜଳି ଅର୍ପଣ କରିଥିଲେ। ସମ୍ମାନୀତ ଅତିଥି ଭାବେ ବିଦ୍ୟାଳୟ ର ପୂର୍ବତନ ପ୍ରଧାନ ଶିକ୍ଷକ ଶ୍ରୀ ବିନୋଦ ବିହାରୀ ଥନାପତି, ଏ.ବି.ଇ.ଓ ଶ୍ରୀ ବିପିନ ବାଗ, ଶ୍ରୀ  ବିଶ୍ଵମ୍ଭର ପୁଟେଲ, ସି.ଆର୍.ସି.ସି. ଶ୍ରୀ ପ୍ରହଲ୍ଲାଦ ଦଣ୍ଡସେନା, ବିଦ୍ୟାଳୟ ପରିଚାଳନା ସମିତି ସଭାପତି ଶ୍ରୀ ଯୁଗେଶ୍ଵର ରଣା ଯୋଗ ଦେଇଥିଲେ। ଏ.ବି.ଇ.ଓ ଶ୍ରୀ ବାଗ ବିଦାୟୀ ପ୍ରଧାନ ଶିକ୍ଷକ ଶ୍ରୀ ଭୋଇଙ୍କୁ ପ୍ରୋଭିଜିନାଲ ପେନସନ୍ ପେପର ହସ୍ତାନ୍ତର କରିଥିଲେ। ସଭାକାର୍ଯ୍ୟ ସହକାରୀ ଶିକ୍ଷକ ଶ୍ରୀ ସତ୍ଯ ପ୍ରକାଶ ସାହୁ ସଂଚାଳନ କରିଥିଲେ। ଏ ଅବସରରେ ପ୍ରଧାନ ଶିକ୍ଷକ ଶ୍ରୀ ଅଶୋକ ବେହେରା, ସୂର୍ଯ୍ୟମଣି ମେହେର, ନୀଳମଣି ଭୋଇ, କଳାକୃଷ୍ଣ କୁମୁରା , ମୋହନ ଭୋଇ, ଦିବ୍ଯ ରଞ୍ଜନ ମାଝୀ, ଦୁତିଆ ସେଠ, ଚମରୁ ଥପା, ହରେକୃଷ୍ଣ ପୋଢ, ରାଜ କିଶୋର ଝାଙ୍କର ଓ ଶିକ୍ଷୟିତ୍ରୀ ଶ୍ରଦ୍ଧାଞ୍ଜଳି ସ୍ଵାଇଁ,   ଶିକ୍ଷକ ରାଜେଶ ଭୋଇ, ଦେବାନନ୍ଦ ବୁଦ୍ଧିଆ, କାଳୁ ଚରଣ ସେଠୀ, ପ୍ରଭାତ କିଶୋର ରାଏ, ଶଶି ଭୋଇ,  ହେମ ସାଗର ଷଡ଼ଙ୍ଗୀ, ପ୍ରମୋଦ ପୁରୋହିତ, ରୁଦ୍ର କୁମୁରା, କ୍ଷୀରେଶ୍ଵର ଦଳବେହେରା, ପରକ୍ଷୀତ ପ୍ରଧାନ, ସରୋଜ ରଣା ତଥା ଶତାଧିକ ଗ୍ରାମବାସୀ ଓ ଛାତ୍ରଛାତ୍ରୀ ଶ୍ରୀ ଭୋଇଙ୍କୁ ଉଚ୍ଛ୍ଵସିତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ବିଦାୟୀ ପ୍ରଧାନ ଶିକ୍ଷକ ଶ୍ରୀ ଭୋଇଙ୍କୁ ଗ୍ରାମ ପରିକ୍ରମା କରିବା ସହ ତାଙ୍କ ପୈତୃକ ଗ୍ରାମ ମଧୁପୁର ପର୍ଯ୍ୟନ୍ତ ପାରମ୍ପରିକ ବାଜା ସହ ପାଛୋଟି ନେଇଥିଲେ । ଏଥିରୁ ଶ୍ରୀ ଭୋଇଙ୍କ ପ୍ରତି ଥିବା ଭକ୍ତି ଓ ସମ୍ମାନ ସ୍ପଷ୍ଟ ଅନୁମେୟ । ବିଦାୟ ସମୟରେ ସହକର୍ମୀ, ଛାତ୍ରଛାତ୍ରୀ, ଗ୍ରାମବାସୀ ଓ ବିଦାୟୀ ପ୍ରଧାନ ଶିକ୍ଷକ ଶ୍ରୀ ଭୋଇ ଭାବ ବିହ୍ଵଳ ହୋଇ ପଡିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   08-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   08-Nov-2026
  ଜିଲ୍ଲା  
ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   08-Nov-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026

You Might Also Like