-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||      କେବେ ସଜଡ଼ାଯିବ ବରୀ ମାଉଣ୍ଡ ହାଇମାଷ୍ଟ ଲାଇଟ   (04-Mar-2026)       ||      ତୃତୀୟ ସୁକତେଲ ମହୋତ୍ସବ ଉଦଯାପିତ♦️ "ଲୁପ୍ତ ପ୍ରାୟ ଲୋକ ଗୀତ ଓ ନୃତ୍ୟର ପୁନରୁଥାନର ଅନନ୍ୟ ମଞ୍ଚ"   (03-Mar-2026)       ||      ଗୋଛାପଡା ଥାନା ଅଞ୍ଚଳରେ ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କ : ସମ୍ପୃକ୍ତ ଶିକ୍ଷକ ଥାନାରେ ଅଟକ    (03-Mar-2026)       ||     

HOME   ଜିଲ୍ଲା

ପ୍ରଧାନ ଶିକ୍ଷକ ଭକ୍ତ ରଞ୍ଜନ ଭୋଇ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ

31-May-2023



ଗୁଡଭେଲା/ତୁଷୁରା(ପଞ୍ଚାନନ ନାଏକ)- ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ଦେଉଳ ଗୁଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ତଥା ଗୁଡଭେଲା ବ୍ଲକ୍ ର ପୂର୍ବତନ ସ୍କୁଲ ନିରୀକ୍ଷକ ଶ୍ରୀ ଭକ୍ତ ରଞ୍ଜନ ଭୋଇଙ୍କୁ ବିଦ୍ୟାଳୟ ଓ ଶିକ୍ଷକ ମାନଙ୍କ ତରଫରୁ ବୁଧବାର ପୂର୍ବାହ୍ନରେ ବିଦ୍ୟାଳୟ ପରିସରରେ ଭବ୍ଯ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ପୁରୁଷୋତ୍ତମ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବ୍କକ୍ ପ୍ରାଥମିକ ଶିକ୍ଷକ ସଂଘ ସଂପାଦକ ଶ୍ରୀ ସନ୍ତୋଷ କୁମାର ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ତୁଷୁରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବିଶିଷ୍ଟ ଶିକ୍ଷାବିତ ଆଶୁକବି  ହେମନ୍ତ  ଦାଶ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଶ୍ରୀ ଭୋଇଙ୍କ ଉଦେଶ୍ୟ ରେ ଏକ କାବ୍ଯାଞ୍ଜଳି ଅର୍ପଣ କରିଥିଲେ। ସମ୍ମାନୀତ ଅତିଥି ଭାବେ ବିଦ୍ୟାଳୟ ର ପୂର୍ବତନ ପ୍ରଧାନ ଶିକ୍ଷକ ଶ୍ରୀ ବିନୋଦ ବିହାରୀ ଥନାପତି, ଏ.ବି.ଇ.ଓ ଶ୍ରୀ ବିପିନ ବାଗ, ଶ୍ରୀ  ବିଶ୍ଵମ୍ଭର ପୁଟେଲ, ସି.ଆର୍.ସି.ସି. ଶ୍ରୀ ପ୍ରହଲ୍ଲାଦ ଦଣ୍ଡସେନା, ବିଦ୍ୟାଳୟ ପରିଚାଳନା ସମିତି ସଭାପତି ଶ୍ରୀ ଯୁଗେଶ୍ଵର ରଣା ଯୋଗ ଦେଇଥିଲେ। ଏ.ବି.ଇ.ଓ ଶ୍ରୀ ବାଗ ବିଦାୟୀ ପ୍ରଧାନ ଶିକ୍ଷକ ଶ୍ରୀ ଭୋଇଙ୍କୁ ପ୍ରୋଭିଜିନାଲ ପେନସନ୍ ପେପର ହସ୍ତାନ୍ତର କରିଥିଲେ। ସଭାକାର୍ଯ୍ୟ ସହକାରୀ ଶିକ୍ଷକ ସତ୍ଯ ପ୍ରକାଶ ସାହୁ ସଂଚାଳନ କରିଥିଲେ। ଏ ଅବସରରେ ପ୍ରଧାନ ଶିକ୍ଷକ  ଅଶୋକ ବେହେରା, ସୂର୍ଯ୍ୟମଣି ମେହେର, ନୀଳମଣି ଭୋଇ, କଳାକୃଷ୍ଣ କୁମୁରା , ମୋହନ ଭୋଇ, ଦିବ୍ଯ ରଞ୍ଜନ ମାଝୀ, ଦୁତିଆ ସେଠ, ଚମରୁ ଥପା, ହରେକୃଷ୍ଣ ପୋଢ, ରାଜ କିଶୋର ଝାଙ୍କର ଓ ଶିକ୍ଷୟିତ୍ରୀ ଶ୍ରଦ୍ଧାଞ୍ଜଳି ସ୍ଵାଇଁ,   ଶିକ୍ଷକ ରାଜେଶ ଭୋଇ, ଦେବାନନ୍ଦ ବୁଦ୍ଧିଆ, କାଳୁ ଚରଣ ସେଠୀ, ପ୍ରଭାତ କିଶୋର ରାଏ, ଶଶି ଭୋଇ,  ହେମ ସାଗର ଷଡ଼ଙ୍ଗୀ, ପ୍ରମୋଦ ପୁରୋହିତ, ରୁଦ୍ର କୁମୁରା, କ୍ଷୀରେଶ୍ଵର ଦଳବେହେରା, ପରକ୍ଷୀତ ପ୍ରଧାନ, ସରୋଜ ରଣା ତଥା ଶତାଧିକ ଗ୍ରାମବାସୀ ଓ ଛାତ୍ରଛାତ୍ରୀ ଶ୍ରୀ ଭୋଇଙ୍କୁ ଉଚ୍ଛ୍ଵସିତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ବିଦାୟୀ ପ୍ରଧାନ ଶିକ୍ଷକ ଶ୍ରୀ ଭୋଇଙ୍କୁ ଗ୍ରାମ ପରିକ୍ରମା କରିବା ସହ ତାଙ୍କ ପୈତୃକ ଗ୍ରାମ ମଧୁପୁର ପର୍ଯ୍ୟନ୍ତ ପାରମ୍ପରିକ ବାଜା ସହ ପାଛୋଟି ନେଇଥିଲେ । ଏଥିରୁ ଶ୍ରୀ ଭୋଇଙ୍କ ପ୍ରତି ଥିବା ଭକ୍ତି ଓ ସମ୍ମାନ ସ୍ପଷ୍ଟ ଅନୁମେୟ । ବିଦାୟ ସମୟରେ ସହକର୍ମୀ, ଛାତ୍ରଛାତ୍ରୀ, ଗ୍ରାମବାସୀ ଓ ବିଦାୟୀ ପ୍ରଧାନ ଶିକ୍ଷକ ଶ୍ରୀ ଭୋଇ ଭାବ ବିହ୍ଵଳ ହୋଇ ପଡିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026
  ଜିଲ୍ଲା  
ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ   04-Mar-2026
  ଜିଲ୍ଲା  
ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   04-Mar-2026
  ଜିଲ୍ଲା  
ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   04-Mar-2026

You Might Also Like