-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଜୁନ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  

31-May-2023



ବଲାଙ୍ଗିର(ଦେବାଶିଷ ବହିଦାର): ଜୁନ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ଧାର୍ଯ୍ୟ କରାଯାଇଛି  । ତଦନୁସାରେ ଜୁନ   ମାସ  ୦୫ ତାରିଖ ସକାଳ ଘ ୮ .୩୦ ମି ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟ।ଳୟ ସମ୍ମିଳନୀ କକ୍ଷ ଠାରେ , ୧୨ ସକାଳ ଘ ୮ .୩୦ ମି   ତାରିଖରେ ଆଗଲପୁର   ବ୍ଲକ କାର୍ଯ୍ୟ।ଳୟ ଠାରେ ୧୯ ତାରିଖ ସକାଳ ଘ ୧୦॰ ୩୦ ମି ରେ ଦେଓଗାଁ   ବ୍ଲକ କାର୍ଯ୍ୟ।ଳୟ ଠାରେ ଓ ୨୬   ତାରିଖ ସକାଳ ଘ ୧୦. ୩୦ ମି ରେ ବେଲପଡା  ବ୍ଲକ କାର୍ଯ୍ୟ।ଳୟ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ଅନୁଷ୍ଠିତ ହେବ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବେ  । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ରେ ବିଭିନ୍ନ ବିଭାଗ ର ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଞ୍ଚଳର ଜନସାଧାରଣଙ୍କ ଅଭିଯୋଗ ଶୁଣାଣୀ କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ   ରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଉଛି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like