-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ପାଟଣାଗଡ଼ରେ କେନ୍ଦୁପତ୍ର କର୍ମଚାରୀଙ୍କ ସମାବେଶ, ମୁଖ୍ୟମନ୍ତ୍ରୀ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ, ବୋନସ କାହାରି ଦୟାନୁହେ, ଆମ ହକ.......

31-May-2023



ପାଟଣାଗଡ଼(ଦିଲୀପ ପଣ୍ଡା): ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘର ଆହ୍ବାନ କ୍ରମେ ଆଜି ପାଟଣାଗଡ ଡିଭିଜନ ପକ୍ଷରୁ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ରାଜ୍ୟ ସମ୍ପାଦକ ଶିବାନନ୍ଦ ପରିଛାଙ୍କ ନେତୃତ୍ବରେ  ଏକ ବିଶାଳ ଶୋଭାଯାତ୍ରା ମାରୱ।ଡି ଧର୍ମଶାଳା ଠାରୁ ବାହାରି ସହର ପରିକ୍ରମା କରି ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା । ଏହି ଅବସରରେ ସେଠାରେ ଏକ ସଭା  ଅନୁଷ୍ଠିତ ହେବାପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଉପଜିଲ୍ଲାପାଳ ଓ ସହକାରୀ ଜିଲ୍ଲାପାଳ ଅନୁପସ୍ଥିତ ଥିବାରୁ ତହସିଲଦାର ଲକ୍ଷ୍ମଣ ମାଝିଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଜାଇଥିଲା। କେନ୍ଦୁପତ୍ର ତୋଳାଳୀଙ୍କୁ ଥରେ ବୋନସ ଦେବାବନ୍ଦ ହେଲେ ଭବିଷ୍ୟତ ପାଇଁ ଏହି ବ୍ୟବସ୍ଥା ଆଉ ରହିବନାହି । ବୋନସ କେନ୍ଦୁପତ୍ର ଶ୍ରମିକଙ୍କ ହକ ଓ ଅଧିକାର ଅଟେ । କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀ ଦୟାର ପାତ୍ର ନହୋଇ ପୁର୍ବ ଅଧିକାରକୁ ସାବ୍ୟସ୍ତ କରିବେ । କେଏଲଡିବି ବୋର୍ଡର ମତାମତ ନନେଇ ଏକଚାଟିଆ ଭାବରେ ନିଆଯାଉଥିବା ବିଭିନ୍ନ ନିଷ୍ପତ୍ତି ଓ ଘୋଷଣା ଶ୍ରମିକଙ୍କ ହିତ ବିରୋଧରେ ଜାଉଥିରୁ ଏହାକୁ ବିରୋଧ କରିବା ସହ ତୁରନ୍ତ କେଏଲଡିବି ବୈଠକ ଆହ୍ବାନ ପାଇଁ ଦାବିକରୁଛୁ ବୋଲି ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ରାଜ୍ୟ ସମ୍ପାଦକ ଶିବାନନ୍ଦ ପରିଛା  ଅନୁଷ୍ଠିତ ସଭାରେ ମତବ୍ୟକ୍ତ କରିଥିଲେ । ସେହିପରି କେନ୍ଦୁପତ୍ର ଉପରେ ଲଗାଯାଉଥିବା ଜିଏସଟି ଉଚ୍ଛେଦ ସହ କେନ୍ଦୁପତ୍ର ସସ୍ଥାର ଘରୋଇ କରଣରୁ ସରକାର ନିବୃତ ରହିବା ପାଇଁ ଅନୁଷ୍ଠିତ ସମାବେଶରେ ଓଡିଶା କେନ୍ଦୁପତ୍ର ୱ।ଲଫେୟାର ବୋଡ ଉପଦେଷ୍ଟା ତଥ ସଂଘ ସମ୍ପାଦକ ସଞ୍ଜୀତ ମହାନ୍ତି ମଧ୍ୟ ମତବ୍ୟକ୍ତ କରିଥିଲେ । ରାଜ୍ୟ ସଭାପତି ଓ ସମ୍ପାଦକ ଙ୍କ ଉପସ୍ଥିତିରେ ବକ୍ତାମାନେ ବିଭିନ୍ନ ଦାବି ଉପସ୍ଥାପନା କରିଥିଲେ । କେନ୍ଦୁପତ୍ର ତୋଳାଳୀ ,ସିଜିନାଳ କର୍ମଚାରୀ ଏବଂ ବନ୍ଧେଇ ଶ୍ରମିକ ମାନେ ୨୦୧୪-୧୫ ମସିହାରେ ତଥା ପ୍ରୋତ୍ସାହନ ଏବଂ ସାମାଜିକ ନିରାପତ୍ତା ମୂଳକ ବିଭିନ୍ନ ସହାୟତା ୨୦୨୨ ମସିହା ପର୍ଯ୍ୟନ୍ତ ପାଇଛନ୍ତି । ତେବେ ୨୦୨୨ ବର୍ଷ କେନ୍ଦୁପତ୍ର ସଂସ୍ଥାର ଲାଭାଂଶ ବାବଦ ବୋନସ ଦିଆଜାଉନାହି । ଏଭଳି ସ୍ଥିତିରେ କେନ୍ଦୁପତ୍ର ତୋଳାଳୀ, ସିଜିନାଳ କର୍ମଚାରୀ ଓ ବନ୍ଧେଇ ଶ୍ରମିକ ମାନେ କ୍ଷତିଗ୍ରସ୍ତ ହେବାକୁ ଯାଉଛନ୍ତି । ଆର୍ଥିକ ସହାୟତା ନାମରେ ଦିଆଜାଉଥିବା ୧ ହଜାର ଟଙ୍କା ଏବଂ ୧୫ ସହ ଟଙ୍କା ସରକାର ନିଜରାଜ କୋସରୁ ଦେଲେ ସଂଘ ତାକୁ ସ୍ଵାଗତ କରିବ । କିନ୍ତୁ ବୋନସ ନଦେଲେ ଳକ୍ଷଳକ୍ଷ ତୋଳାଳୀ ଏବଂ ଅଧିକାଂଶ କର୍ମଚାରୀ ଖ୍ୟତିଗ୍ରସ୍ତ ହେବେବୋଲି ଏହି ଅବସରରେ ମତପ୍ରକାଶ ପାଇଥିଲା । କନ୍ୟା ବିବାହ ପାଇଁ ୫୦ ହଜାର ଟଙ୍କା ସାମାଜିକ ନିରାପତ୍ତା ସହାୟତା, ଦୀର୍ଘ ୫ ବର୍ଷ ହେଲା ସିଜିନାଳ କର୍ମଚାରୀ ଙ୍କ ମାସିକ ମଜୁରୀ ବୃଦ୍ଧି କରାଯାଉନାହିଁ । ଅତିଶିଘ୍ର ସର୍ବନିମ୍ନ ମଜୁରୀ ଘୋଷଣା ପାଇଁ ଦାବିକରାଜାଉ । ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଛାତ୍ର ବୃତ୍ତି ଓ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ବର୍ତ୍ତମାନ ଅଧାପନ୍ତରିଆ ରହିଥିବାରୁ ଏହାକୁ ଅତିଶିଘ୍ର କାର୍ଯ୍ୟକାରୀ କରିବାକୁ ଦାବିପତ୍ରରେ ଉଲ୍ଲେଖ ରହିଛି । ଏହି ସୋଭାଯାତ୍ରାରେ ପାଟଣାଗଡ଼ ଡିଭିଜନର ହଜାର ଜଜାର ତୋଳାଳୀ , ସିଜିନାଳ କର୍ମଚାରୀ ଙ୍କ ସହ ବନ୍ଧେଇ ଶ୍ରମିକଙ୍କ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like