-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ମନ୍ତ୍ରୀଙ୍କ ଦ୍ବାରା ବିଭିନ୍ନ ନୂତନ ପ୍ରକଳ୍ପ ଉଦଘାଟିତ 

31-May-2023



ତୁଷୁରା,(ପଞ୍ଚାନନ ନାଏକ)- ତୁଷୁରା ଏନଏସିର ବିଭିନ୍ନ ନୂତନ ପ୍ରକଳ୍ପକୁ ବୁଧବାର ରାଜ୍ୟ ଜଳସମ୍ପଦ, ବାଣିଜ୍ଯ ଓ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ ଉଦଘାଟନ କରିବା ସହ ଏଫଆରଏ ଓ ବସୁନ୍ଧରା ଯୋଜନାରେ ୨୬ଜଣଙ୍କୁ ଜମି ପଟ୍ଟା ବଣ୍ଟନ କରିଥିଲେ। ସହରର ନୂତନ ନିର୍ମାଣ ବିଜୁ ପଟ୍ଟନାୟକ ସ୍ମାର୍ଟ ପାର୍କ, ଆହାର କେନ୍ଦ୍ର, ବିଜୁବାବୁଙ୍କ ପ୍ରତିମୂର୍ତ୍ତି, ଓପନ ଜମି ଉନ୍ନୟନ, ଅମୃତଧାରା ଆଦି ପ୍ରକଳ୍ପ ଉଦଘାଟନ କରିଥିଲେ। ବିଜୁପଟ୍ଟନାୟକ ସ୍ମାର୍ଟ ପାର୍କ ଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଉକ୍ତ ସଭାରେ ମନ୍ତ୍ରୀ ଶ୍ରୀମତୀ ସାହୁ ମୁଖ୍ଯ ଅତିଥି ଭାବେ ଯୋଗଦେଇ ନବୀନ ସରକାର ତୁଷୁରାର ଉନ୍ନତିକରଣ ପାଇଁ ବିଭିନ୍ନ ପ୍ରକଳ୍ପ କରିଚାଲିଛନ୍ତି ବୋଳି ମତ ପ୍ରକାଶ କରିଥିଲେ।  ଜିଲ୍ଲାପାଳ ଚଞ୍ଚଳ ରାଣା ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଥିବା ବେଳେ ପଡିଡୁଡା ସୁଦର୍ଶନ ସାଏ, ଆଇପିଏସ ଏ ମିନା, ଏନଏସି ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ବାଳ,  ଉପାଧ୍ୟକ୍ଷା ମାମୀ ଦାଶ, ତହସିଲଦାର ରବିନ୍ଦ୍ର କୁମାର ପଟେଲ , ଗୁଡ଼ଭେଲାବ୍ଳକ ବିଡିଓ ଗୁରେଶ୍ବର ଭୋଇ ମଞ୍ଚାସୀନ ଥିଲେ। ୨୬ଜଣଙ୍କୁ ଜମିପଟ୍ଟା ପ୍ରଦାନ କରାଯାଇଥିଲା। ଏନଏସିର ଏକାଉଣ୍ଟ  ସୁଦୀପ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଲକ୍ଷ୍ମଣ ମୁର୍ମୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଏନଏସିର ସମସ୍ତ କାଉନସେଲର, ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like