-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଗଞ୍ଜାମ ଜିଲ୍ଲା ପଦୋନ୍ନତି ଆଶାୟୀ ପ୍ରାଥମିକ ଶିକ୍ଷକ ସଂଘର ବୈଠକ ଓ ଦାବିପତ୍ର ପ୍ରଦାନ

31-May-2023



ବ୍ରହ୍ମପୁର (ଝିଲ୍ଲି କୁମାରୀ ସାହୁ): ଗଞ୍ଜାମ ଜିଲ୍ଲା ପଦୋନ୍ନତି ଆଶାୟୀ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଜରୁରୀ ବୈଠକ ଗେଟ୍ ବଜାର ସ୍ଥିତ ଏନଜିଓ ହଲ୍ ଠାରେ ଅନୁଷ୍ଠିତ ହୋଇଥିଲା । ୨୦୧୯ କ୍ଯାଡର୍ ରୁଲ୍ ଅନୁଯାୟୀ ପ୍ରାଥମିକ ଶିକ୍ଷକ ମାନଙ୍କ ପଦୋନ୍ନତି ପ୍ରକ୍ରିୟାରେ ଘଟିଥିବା ବିଭିନ୍ନ ତ୍ରୁଟି ପୂର୍ଣ୍ଣ ପରିଚାଳନା ସମ୍ବନ୍ଧରେ ଆଲୋଚନା କରାଯାଇ ଉଚ୍ଚଶିକ୍ଷା କତୃପକ୍ଷଙ୍କୁ ଦୃଷ୍ଟି ଆକର୍ଷଣ କରାଯିବାକୁ ନିଷ୍ପତ୍ତି କରାଯାଇ ଥିଲା। ଗଞ୍ଜାମ ଜିଲ୍ଲାପାଳଙ୍କ ସମେତ ବିଭାଗୀୟ ମନ୍ତ୍ରୀ, ସଚିବ, ପ୍ରମୁଖ ସଚିବ ଓ ଫାଇବ୍ ଟି ସଚିବଙ୍କୁ ଏନେଇ ଆଜି ଲିଖିତ ଦାବିପତ୍ର ପ୍ରଦାନ କରାଯାଇଛି।

ଦାବିଗୁଡିକ ହେଲା --

 ୧.ଗଞ୍ଜାମ ଜିଲ୍ଲା ଶିକ୍ଷାଧିକାରୀଙ୍କ  ଯେଉଁ ଫାଇନାଲ୍ ଗ୍ରେଡ ଲିଷ୍ଟ କରାଯାଇଥିଲା ସେଥିରେ ଅନେକ ଭୁଲ ତଥ୍ୟ ଥିବାସମ୍ପର୍କରେ ବିଭିନ୍ନ ଶିକ୍ଷକ ସଂଘ ପକ୍ଷରୁ ଅଭିଯୋଗ କରାଯାଇ ଥିଲା । ଅତ୍ୟନ୍ତ ଦୁଃଖଦ ଘଟଣା ଯାହା ଆଜିଯାଏଁ ସଂଶୋଧନ କରାଯାଇ ପାରି ନାହିଁ  । 
୨. ୧୧/୦୨/୨୦୧୧ପରେ ଉଚ୍ଚଶିକ୍ଷାହାସଲ କରିଥିବା  ଶିକ୍ଷକ /ଶିକ୍ଷୟିତ୍ରୀ ମାନଙ୍କୁ କାର୍ଯ।ଳୟପକ୍ଷରୁ ସେହି ସମ୍ପର୍କିତ ତଥ୍ୟ ମଗାଯାଇଛି, ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି  । ଯାହାକି ପଦୋନ୍ନତୀ ରୁ ବଂଚିତ କରିବା ପାଇଁ ଜିଲ୍ଲା ଶିକ୍ଷା ଧିକାରୀଙ୍କ କାର୍ଯ୍ୟ।ଳୟ  ମସୁଧା ଚଳାଇଛି ଯାହାକୁ ସଂଘ ପକ୍ଷରୁ ଦୃଢ଼ ପ୍ରତିବାଦ କରାଯାଇଛି  ।

୩ .ଓଟିଇଟି ପରୀକ୍ଷା । କେବଳ ନିଯୁକ୍ତି ପାଇଁ ଉପଯୁକ୍ତ ଏହି ପରୀକ୍ଷା ପଦୋନ୍ନତି ପାଇଁ ସମ୍ପୃକ୍ତ ନୁହଁ  ।
୪  .ପ୍ରାଥମିକ ଶିକ୍ଷା।ନିର୍ଦ୍ଦେଶକଙ୍କ ଚିଠି ୧୦୬୮ଅନୁଯାଇ ତା୧୧-୦୨-୨୦୧୧ପରେ ଉଚ୍ଚଶିକ୍ଷାକରି ଗ୍ରାଜୁଏଟ ଶିକ୍ଷକ ପାଇଁ ଅପ୍ସନ ଦେଇଥିବେ ସେମାନଙ୍କ ଓ.ଟି.ଇ.ଟି -୨  ପାସ ଦିନଠାରୁ ଚାକିରୀରେ ବରିଷ୍ଠତା ଗ୍ରହଣ କରାଯିବ, ଯାହାକି ୨୦୧୯ କ୍ୟାଡ଼ର ରୁଲର ସମ୍ପୂର୍ଣ୍ଣ ପରିପନ୍ଥୀ  ।
୫.ବିଭିନ୍ନ ଶିକ୍ଷକ ସଂଗଠନ ପ୍ରତିବାଦ ପରେ ଶିକ୍ଷା ନିର୍ଦ୍ଦେଶକଙ୍କ ଶୁଦ୍ଧିପତ୍ର ପ୍ରକାଶ ଯାହା୨୦୧୯ କ୍ୟାଡ଼ର ଆଧାରିତ ଅଟେ  ।
୬. ଶିକ୍ଷକ/ଶିକ୍ଷୟିତ୍ରୀ ମାନଙ୍କୁ ପଦୋନ୍ନତି ଦିଆନଗଲେ କେଉଁ କ୍ୟାଡ଼ର ତାଲିକାରେ ସେମାନଙ୍କୁ ସ୍ଥାନିତ କରାଯିବ ତାହାର ସ୍ପଷ୍ଟୀକରଣ ଦେବେ  ।ବୋଲି ଗଞ୍ଜାମ ଜିଲ୍ଲାର ସମସ୍ତ ପ୍ରାଥମିକ ଶିକ୍ଷକ /ଶିକ୍ଷୟିତ୍ରୀ ଦାବିଜଣାଇଥିଲେ  ।ଏହି କାର୍ଯ୍ୟକ୍ରମ ରେ ଶ୍ରୀ ରାଜେଶ କୁମାର ତାରିଣୀ, ଅବନୀକାନ୍ତ ବେହେରାଙ୍କ ସମେତ ୭୦ଜଣ  ଶିକ୍ଷକ/ ଶିକ୍ଷୟିତ୍ରୀ ସାମିଲ ହୋଇଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like