-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ପାରିବାରିକ କଳହକୁ କେନ୍ଦ୍ର କରି ସ୍ୱାମୀ ସହିତ ଝଗଡା କରିବା ପରେ ସ୍ୱାମୀ କିଣି ଦେଇଥିବା ଜମି ବିକ୍ରି କରିବାକୁ ସ୍ତ୍ରୀ ର ଉଦ୍ୟମ

31-May-2023



ବଲାଙ୍ଗିର (ପ୍ରେରଣା ଖବର ବ୍ୟୁରୋ ): ପାରିବାରିକ କଳହକୁ କେନ୍ଦ୍ର କରି ସ୍ୱାମୀ ସହିତ ଝଗଡା କରିବା ପରେ ଏବେ ସ୍ୱାମୀ କିଣି ଦେଇଥିବା ଜମି ବିକ୍ରି କରିବାକୁ ଉଦ୍ୟମ କରୁଛି ସ୍ତ୍ରୀ । ଏଭଳି ଏକ ଘଟଣା ଘଟିଛି ବଲାଙ୍ଗିର ସହର ରାଧାରାଣୀ ପଡାରେ । ଏନେଇ ସ୍ୱାମୀ ସନ୍ତୋଷ କୁମାର ସାହୁ ଟାଉନ ଥାନାର ଦ୍ୱାରସ୍ଥ ହୋଇ ଲିଖିତ ଅଭିଯୋଗ କରିଛନ୍ତି ।
ସୂଚନା ଅନୁସାରେ ୨୦୦୪ ମସିହାରେ ବଲାଙ୍ଗିର ଜିଲ୍ଲା ତୁଷୁରା ଥାନା ଅର୍ନ୍ତଗତ ମଧୁପୁର ଗ୍ରାମର ସବିତା ସାହୁ ଙ୍କୁ  ସନ୍ତୋଷ ସାମାଜିକ ରିତୀନିତୀ ଅନୁସାରେ ବାହା ହୋଇଥିଲେ । ତାଙ୍କର ୨ ଝିଅ ଓ ଜଣେ ପୁଅ ଅଛନ୍ତି । ବିବାହ ପରେ ସବୁକିଛି ଠିକ ଚାଲୁଥିଲା । ଦୁହିଁଙ୍କ ମଧ୍ୟରେ ଉତ୍ତମ ସର୍ମ୍ପକ ଥିଲା । ତେଣୁକରି ଗତ ୨୦୨୧ ମସିହାରେ ସନ୍ତୋଷ ପୁଇଁତଲା ଅଞ୍ଚଳରେ ୨୫୦୦ ବର୍ଗଫୁଟ ର ଏକ ଜମି କିଣିଥିଲେ । ଏହାକୁ ସେ ତାଙ୍କର ସ୍ତ୍ରୀ ଙ୍କ ନାମରେ ରେଷ୍ଟ୍ରି କରିଥିଲେ । ପରିବାରିକ କଳହ କୁ କେନ୍ଦ୍ର କରି ଦୀର୍ଘ ୯ ମାସ ହେଲା ସବିତା ତାଙ୍କର ଛୁଆପିଲା ଙ୍କୁ ଧରି ମା ଘର କୁ ଚାଲିଯାଇଥିଲେ । ସବିତା ଙ୍କ ଭାଇ ଶରଣ ସାହୁ ଗତ ୨୦୧୪ ମସିହାରେ ସନ୍ତୋଷ ଙ୍କ ଠାରୁ ଢାବା  ଖୋଲିବାକୁ ୮୦ ହଜାର ଟଙ୍କା ନେଇ ଫେରାଉନଥିବାରୁ ସ୍ୱାମୀ ସ୍ତ୍ରୀ ମଧ୍ୟରେ ଝଗଡା ହୋଇଥିବା ସେ କହିଥିଲେ । କିନ୍ତୁ ତାଙ୍କର ନାମରେ ଜମି ର କାଗଜପତ୍ର ରହିଥିବାର ଫାଇଦା ଉଠାଇ ସେ ଏବେ ଉକ୍ତ ଜମି କୁ ବିକିବାକୁ ଯୋଜନା କରୁଛନ୍ତି । ଏ ସର୍ମ୍ପକରେ ଜାଣିବା ପରେ ସନ୍ତୋଷ ତାଙ୍କୁ ମନା କରିଥିଲେ । କିନ୍ତୁ ସବିତା ତାଙ୍କର କଥା  ଶୁଣିବାକୁ ନାରାଜ । ତେଣୁକରି ସେ ଟାଉନ ଥାନାର ଦ୍ୱାରସ୍ଥ ହୋଇ ସ୍ତ୍ରୀ ବିରୋଧରେ ଏକ ଲିଖିତ ଅଭିଯୋଗ କରିଛନ୍ତି । ସନ୍ତୋଷ ବହୁ କଷ୍ଟରେ ଟଙ୍କା ରୋଜଗାର କରି ଜମି କିଣିଥିଲେ । କିନ୍ତୁ ତାଙ୍କର ସ୍ତ୍ରୀ ଉକ୍ତ ଜମିକୁ ବିକ୍ରୀ କରି ଟଙ୍କା ହଡପ କରିବାକୁ ଯୋଜନା କରୁଛନ୍ତି । ତେଣୁ କରି ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like