-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||     

HOME   ଦେଶ ବିଦେଶ

ସିନେ ଦୁନିଆରୁ ପୁଣି ଆସିଲା ଦୁଃଖ ଖବର; ହୋଟେଲ୍‌ରୁ ମିଲିଲା ଲୋକପ୍ରିୟ ଟେଲି ଅଭିନେତ୍ରୀଙ୍କ ମୃତଦେହ

09-Dec-2020



(ପ୍ରେରଣା ଖବର) ଚେନ୍ନାଇ: ସିନେମା ଦୁନିଆରୁ ପୁଣି ଏକ ଦୁଃଖ ଖବର ଆସିଛି। ଲୋକପ୍ରିୟ ତାମିଲ୍ ଟେଲି ଅଭିନେତ୍ରୀ  ଚିତ୍ରାଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। ଆଜି ସକାଳେ ଚିତ୍ରା ରହୁଥିବା ହୋଟେଲ୍‌ରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ୍ୟୁ ନୋଇ ଏପର୍ଯ୍ୟନ୍ତ କୌଣସି ପ୍ରମାଣ ମିଳିନଥିବା ବେଳେ ଚିତ୍ରା ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ପୋଲିସ ସନ୍ଦେହ କରୁଛି। ଏହି ଘଟଣାରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଆର୍ଥିକ ସମସ୍ୟା ଯୋଗୁ ଅଭିନେତ୍ରୀ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ପୋଲିସ ସନ୍ଦେହ ପ୍ରକାଶ କରିଛି। ସୂଚନା ଅନୁସାରେ ନିକଟରେ ଚିତ୍ରାଙ୍କର ବାହାଘର ହୋଇଥିଲା। ସେ ତାଙ୍କ ସ୍ୱାମୀଙ୍କ ସହିତ ଚେନ୍ନାଇର ଏକ ହୋଟେଲ୍‌ରେ ରହୁଥିଲେ। ମିଳିଥିବା ରିପୋର୍ଟ ଅନୁସାରେ, ଚିତ୍ରା ଗତକାଲି ବିଳମ୍ବିତ ରାତିରେ ଶୁଟିଂରୁ ଫେରିବା ପରେ ପ୍ରଥମେ ହୋଟେଲ୍ ଚେକ୍‌ କରିଥିଲେ। ଜଣେ ବରିଷ୍ଠ ପୋଲିସ ଅଫିସରଙ୍କ ସୂଚନା ଅନୁସାରେ, ଚିତ୍ରା ନିକଟରେ ତାଙ୍କ ବିବାହ ପଞ୍ଜିକୃତ କରାଇଥିଲେ। ତାଙ୍କର ଆର୍ଥିକ ସମସ୍ୟା ଥାଇପାରେ ବୋଲି ବରିଷ୍ଠ ପୋଲିସ ଅଫିସର ସୂଚନା ଦେଇଛନ୍ତି। ତେବେ ମୃତଦେହ ପାଖରୁ କିମ୍ବା ଚିତ୍ରା ରହୁଥିବା ହୋଟେଲ୍‌ରୁ କୌଣସି ସୁଇସାଇଡ୍‌ ନୋଟ୍‌ ଜବତ ହୋଇ ନାହିଁ ବୋଲି ପୋଲିସ ସୂଚନା ଦେଇଛି। ସୂଚନା ଥାଉକି ଚିତ୍ରା ବିଜୟ ଟିଭିରେ ପ୍ରାସାରିତ ‘ପାଣ୍ଡିଆନ୍ ଷ୍ଟୋରିସ୍‌’ ଧାରାବାହିକରେ ଅଭିନୟ କରୁଥିଲେ। ଯାହାର ଶୁଟିଂ ଚାଲୁ ରହିଛି। ଏହା ପୂର୍ବରୁ ବର୍ଷ ୨୦୨୦ରେ ଏକଧିକ ଅଭିନେତା ଅଭିନେତ୍ରୀଙ୍କ ଅକାଳ ବିୟୋଗ ହୋଇଛି। କେତେକ ଆତ୍ମହତ୍ୟା କରିଥିବା ବେଳେ ଆଉ କେତେଙ୍କ ହତ୍ୟା ନା ଆତ୍ମହତ୍ୟା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ। ଜୁନ ୧୪ରେ ସୁଶାନ୍ତ ସିଂହ ମୃତଦେହ ମିଳିବା ପରେ ଜଣକଙ୍କ ପରେ ଜଣେ ଷ୍ଟାରଙ୍କ ମୃତଦେହ ଏମିତି ସନ୍ଦେହଜନକ ଭାବେ ମିଳୁଛି। ଜୁଲାଇ ୧୮ ତାରିଖରେ କର୍ଣ୍ଣାଟକର ଟିଭି ଆକ୍ଟର୍‌ ଓ ଫିଟ୍‌ନେସ୍‌ ଟ୍ରେନର୍‌ ସୁଶୀଲ ଗୌଡ଼ା ତାଙ୍କ ଜନ୍ମସ୍ଥାନ ମାଣ୍ଡ୍ୟାରେ ଆତ୍ମହତ୍ୟା କରିଥିଲେ। ସେହିପରି ଅଗଷ୍ଟ ୭ରେ ଭୋଜପୁରୀ ଅଭିନେତ୍ରୀ ଅନୁପମା ପାଠକ, ଅଗଷ୍ଟ ୬ରେ ସମୀର ଶର୍ମା, ସେପ୍ଟେମ୍ବର ୨୯ରେ ୨୬ ବର୍ଷୀୟ ଟିଭି କଳାକାର ଅକ୍ଷତ ଉତ୍କର୍ଷଙ୍କ ମୃତଦେହ ସନ୍ଦେହଜନକ ଭାବେ ମିଳିଥିଲା। ଗତ ନଭେମ୍ବର ବଲିଉଡ୍‌ର ଭେଟେରାନ ଆକ୍ଟର ଆସିଫ୍ ବାଶ୍ରାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର  କରାଯାଇଥିଲା। ସେହିପରି ଭାରତୀୟ ସିନେ ଇଣ୍ଡିଷ୍ଟ୍ରିରୁ ଅନେକ କିମ୍ବଦନ୍ତି କଳାକାର ମଧ୍ୟ ୨୦୨୦ରେ ବିଦାୟ ନେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026

You Might Also Like