-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର : ଜ଼ିଲ୍ଲାସ୍ତରୀୟ ମିଳିତ ଅମଲା ସଂଘ ପକ୍ଷରୁ ବିକ୍ଷୋପ ପ୍ରଦର୍ଶନ ଓ କାର୍ଯ୍ୟ ବନ୍ଦ ଆନ୍ଦୋଳନ

01-Jun-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ସକାଳ ୮ ଟା ରୁ ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଂଚ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି l ଅମଲା ମଂଚର  ଅଧ୍ୟକ୍ଷ୍ୟ ଚିତ୍ତରଞ୍ଜନ ତରସିଆଙ୍କ ନେତୃତ୍ବରେ  ଜ଼ିଲ୍ଲା ହେଡ଼ କ୍ଵାଟର ର ୩୨ ଟି ବିଭାଗର ୨୦୦ରୁ ଉର୍ଧ୍ଵ ଅମଲା ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି ଏବଂ ଅମଲା ମାନେ ଆଜିଠାରୁ  ଜ଼ିଲ୍ଲା ସାରା  ରାଜ୍ୟ ସାରା କାର୍ଯ୍ୟବନ୍ଦ ଆନ୍ଦୋଳନ କରିବା ସହିତ ସାମୁହିକ ଛୁଟି ନେଇଛନ୍ତି। ତେବେ ଅମଲା ମାନଙ୍କ ଯୋଗ୍ୟତା ତୁଳନାରେ ରାଜ୍ୟ ସରକାର ମାସିକ ଦରମା ପ୍ରଦାନ କରୁ ନଥିବା ଅଭିଯୋଗ କରିଛନ୍ତି । ଗତ ୨୦୧୭ ମସିହାରେ ରାଜ୍ୟ ସରକାର କନିଷ୍ଠ ସହାୟକ ମାନଙ୍କ ପ୍ରବେଶିକା ଯୋଗ୍ୟତା ନିର୍ଦ୍ଧାରଣ କରିଛନ୍ତି  । ଅନ୍ୟୁନ୍ୟ ସ୍ନାତକ ସହିତ କଂପ୍ୟୁଟର ଶିକ୍ଷାକୁ ଯୋଗ୍ୟତା ଭାବେ ଗ୍ରହଣ କରାଯାଇଛି  । ତେବେ ଯୋଗ୍ୟତା ତୁଳନାରେ କନିଷ୍ଠ ସହାୟକମାନଙ୍କୁ ଦରମା ପ୍ରଦାନ କରାଯାଉ ନ ଥିବା ଅଭିଯୋଗ ହୋଇଛି  । ପୂର୍ବରୁ ବିଭିନ୍ନ ସମୟରେ ଅମଲା ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କ ଆଗରେ ଦାବି ଉପସ୍ଥାପନ କରାଯାଇ ଥିଲେ ହେଁ ରାଜ୍ୟ ସରକାର ନୀରବ ରହିଥିବା ଅଭିଯୋଗ ହୋଇଛି  । ତେବେ କନିଷ୍ଠ ସହାୟକମାନଙ୍କୁ ୯୩୦୦ ରୁ ୩୪, ୮୦୦ ଦରମା ହାର ପ୍ରଦାନ କରିବା ସହିତ ୪୨୦୦ ଗ୍ରେଡ ପେ -ପ୍ରଦାନ କରିବା ପାଇଁ ଆନ୍ଦୋଳନ ମାଧ୍ୟମରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା  । ଅମଲା ସଂଘର ପୂର୍ବ ନିଷ୍ପତ୍ତି କ୍ରମେ ଆଜି ଅମଲାମାନେ ମେ ୨୨ତାରିଖରୁ  କଳାବ୍ୟାଜ ପରିଧାନ କରି ମେ ଶେଷ ପର୍ଯ୍ୟନ୍ତ ନିଜ ନିଜ କାର୍ଯ୍ୟାଳୟରେ ନିଜ ଦାୟିତ୍ୱ ନିର୍ବାହ କରି ଜନସାଧାରଣଙ୍କୁ ସେବା ଯୋଗାଇ ଆସୁ ଥିଲେ  । ଦାବି ପୂରଣ ନ ହେଲେ ଜୁନ ୧ ତାରିଖ ରୁ ଅମଲାମାନେ ସମୁହ ଛୁଟିରେ ଯିବା ପାଇଁ ଚେତାବନୀ ଦେଇଥିଲେ  । ରାଜ୍ୟ ମିଳିତ ଅମଲା ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଦାବି ପୂରଣ ପାଇଁ ଏକ ଚରମ ପତ୍ର ବି ପ୍ରଦାନ କରାଯାଇଥିଲା  । ଏବଂ ଜୁନ ୧ ସୁଦ୍ଧା ଦାବି ପୂରଣ କରିବାକୁ ଅନୁରୋଧ କରାଯାଇଥିଲା  । ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ମିଳିତ ଅମଲା ସଂଘ ସହିତ କୌଣସି ଆଲୋଚନା କରାଯାଇ ନ ଥିବା ବେଳେ ରାଜ୍ୟ

ସରକାର ଏଯାଏଁ ଅମଲା ସଂଘର ଦାବି ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନାହାନ୍ତି   ।ତେବେ ଆଜିଠାରୁ ଅମଲାମାନେ ସାମୂହିକ ଛୁଟି ନେବା ସହିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତେବେ ଦାବି ପୂରଣ ନ ହେବା ଯାଏଁ ଅମଲାମାନେ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବା ସହିତ ନିଜ ନିଜ କାର୍ଯ୍ୟରେ ଯୋଗ ଦେବେ ନାହିଁ ବୋଲି ଧମକ ଦେଇଛନ୍ତି। ଅମଲା ମାନଙ୍କ ସାମୁହିକ ଛୁଟି ପାଇଁ ଆଜି ପ୍ରାୟ ୩୮ ଟି ବିଭାଗ ର ସମସ୍ତ ସରକାରୀ କାର୍ଯ୍ୟାଳୟରେ କୌଣସି ସରକାରୀ କାର୍ଯ୍ୟ ହୋଇ ପାରୁନାହିଁ। ଜନସାଧାରଣ ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ଆସି ନିରାଶ ହୋଇ ଘରକୁ ଫେରୁଥିବା ଦେଖିବାକୁ ମିଳିଛି। ସେପଟେ ଅମଲା ମାନେ ଦାବି ପୂରଣ ନ ହେଲେ ସାମୁହିକ ଛୁଟି ଜାରି ରଖିବେ ବୋଲି ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like