-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ରୋଜଗାର ହେଲେ ପରିବାର ପୋଶିବା ଆଶାରେ ମୁମ୍ବାଇ ଯାଇଥିଲେ, ଶବ ହୋଇ ଫେରିଲେ

01-Jun-2023



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ ): ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ପଞ୍ଚାୟତ ମୁଖ୍ୟାଳୟର ସନ୍ତୋଷ ବଛାଙ୍କ ପୁଅ (୨୩) ବାବୁଲାଲ ବଛା ନିଜ ପରିବାର ପ୍ରତିପୋଷଣ ପାଇଁ ତିନିମାସ ତଳେ କାମ କରିବାକୁ ସୁଦୁର ମୁମ୍ବାଇ ଯାଇଥିଲେ। ମୁମ୍ବାଇ ର ଭୋଲ ବାଡା ପାରେଲ ମାର୍ଗ ନିକଟସ୍ଥ ଏକ ବିଲ୍ଡିଂ କାମରେ ନିୟୋଜିତ ହୋଇଥିଲେ। ସବୁ ଠିକଠାକ ଚାଲିଥିଲା କିନ୍ତୁ କିଛିଦିନ ତଳେ

ତାଙ୍କୁ ସାମାନ୍ଯ ଜ୍ବର ହୋଇଥିଲା। ସେ ସ୍ଥାନିୟ ଡାକ୍ତରଙ୍କ ଠାରେ ଚିକିତ୍ସିତ ହୋଇଥିଲେ ପରେ ଟିକିଏ ସୁସ୍ଥ ଲାଗିବାରୁ ପୁଣି କାମ କରିବା ପାଇଁ ଯାଇଥିଲେ। ହେଲେ ସେଠାରେ ହିଁ ହଠାତ ଅସୁସ୍ଥ ହୋଇ ପଡିବାରୁ ତାଙ୍କ ସହ କାମ କରୁଥିବା ଲୋକେ ତାଙ୍କୁ ସ୍ଥାନିୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଚିକିତ୍ସାଧିନ ଅବସ୍ଥାରେ ୨୬ ତାରିଖ ଶୁକ୍ରବାର ତାଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ପରେ ତାଙ୍କ ଘର ଲୋକଙ୍କୁ ଫୋନରେ ଏ ବିଷୟରେ ସୁଚିତ କରାଯାଇଥିଲା। ହେଲେ ବାବୁଲାଲ ର ବାପା ମଧ୍ଯ ହାଇଦ୍ରାବାଦ କୁ କାମ କରିବାପାଇଁ ଯାଇଥିବା ଯୋଗୁଁ ଘରେ କେବଳ ବାବୁଲାଲ ର ମାଁ ,  ସ୍ତ୍ରୀ ଓ ତିନିବର୍ଷର ଏକ ଶିଶୁକନ୍ୟା ଥିବା ଓ ଅର୍ଥ ଅଭାବ ବାଧକ ହେଉଥିବାରୁ କାମ କରୁଥିବା ଠିକାଦାର ଙ୍କୁ ଫୋନରେ ଶବ ପଠାଇ ଦେବା ପାଇଁ ନେହୁରା ହୋଇଥିଲେ। ସେଠାରେ ଓଡିଆ ତଥା ସିନ୍ଧେକେଲା ଅଞ୍ଚଳର ଶ୍ରମିକମାନଙ୍କ କଥା ରଖି କାମ କରାଉଥିବା ମାଲିକ ଶବ ବ୍ୟବଚ୍ଛେଦ କରାଯିବା ପରେ ମୁମ୍ବାଇ

ରୁ ଟିଟିଲାଗଡ ଟ୍ରେନ ଯୋଗେ ଶବ ପଠାଇଥିଲେ। ଟିଟିଲାଗଡ ରୁ ଆମ୍ବୁଲାନ୍ସ ସାହାଯ୍ଯରେ ଶବ ଆଣି ସୋମବାର ରାତିରେ ଶବ ଦାହ କରା ଯାଇଥିଲା। ଏହି ସମୟରେ ତାଙ୍କ ବନ୍ଧୁ ପରିଜନ ଓ ପରିବାରବର୍ଗ ଉପସ୍ଥିତ ଥିଲେ। ପ୍ରକାଶ ଥାଉକି ବାବୁଲାଲ ହିଁ ପରିବାର ପ୍ରତିପୋଷଣ ର ମୁଖ୍ଯ ଥିବାବେଳେ ଏବେ ଏହି ଗରିବ ପରିବାର ଉପରେ ଚଡକ ପଡିଥିବା ସଦୃଶ ହୋଇଛି। ତେଣୁ ଜିଲ୍ଲା ପ୍ରଶାସନ ଏ ପରିବାର ପ୍ରତି ସାହାଯ୍ଯ ପ୍ରଦାନ କରିବାକୁ ସ୍ଥାନିୟ ଲୋକେ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like