-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||     

HOME   ଜିଲ୍ଲା

ନିଶା ନିବାରଣ ଦିବସ ପାଳିତ

01-Jun-2023



ଇଲାଙ୍ଗିର/  ନିଶା ନିବାରଣ ଦିବସ ପାଳନ ଉପଲକ୍ଷେ ସଦାଇପାଲି ରାମଜୀ ଯୁବକ ସଂଘ ତରଫରୁ ଖାଡିଆପଡା ଠାରେ ଏକ ସଚେତନତା ସଭାର ଅୟୋଜନ କରାଯାଇଥିଲା । ଏଥିରେ ସଂଘର ସମ୍ପାଦକ ଇଂ. ନାରାୟଣ ପ୍ରସାଦ ମିଶ୍ର ଙ୍କ ଆହ୍ୱାନକ୍ରମେ ପଡାର ବାଟୁ ଖାଡିଆ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ଖାଡିଆପଡାର ୮୦ ପ୍ରତିଶତ ଲୋକ ରାଜମିସ୍ତ୍ରୀ କାମ କରି ଗୁଜୁରାଣ ମେଟାନ୍ତି । କିନ୍ତୁ ସପ୍ତାହର ପାଉଣା ଶନିବାର ଦିନ ପାଇ ସେମାନେ ନିଶାଖାଇ ଘରକୁ ଫେରୁଥିଲେ । ସଂଘର ସହଯୋଗରେ ସେହି ପଡାରେ ରହୁଥିବା ଶିକ୍ଷକ ନିରାକାର ସାଏ ଙ୍କ ନେତୃତ୍ୱରେ ଏକ ସଂକିର୍ତ୍ତନ ମଣ୍ଡଳୀ ଗଠନ କରି ଲୋକଙ୍କୁ ନିଶାଖାଇବାରୁ ନିବୃତ କରାଯାଉଥିଲା । ଦୀର୍ଘ ଦିନ ହେଲା ସେହି ପଡାକୁ ନିଶାମୁକ୍ତ କରିବା ପ୍ରଚେଷ୍ଟା ଚାଲିଛି । ତେଣୁ ନିଶାନିବାରଣ ଦିବସ ଉପଲକ୍ଷେ ସମସ୍ତଙ୍କୁ ନିଶାର କୁ ପ୍ରଭାବ ଏବଂ ପରିବାର କିପରି ଧ୍ୱଂସ ହୁଏ ସେହି  ବିଷୟରେ ସଂଘର ସଂଯୋଜକ ଅଶୋକ କୁମାର ମେହେର ଉପସ୍ଥିତ ଗ୍ରାମବାସୀଙ୍କୁ ବୁଝାଇଥିଲେ । ଏହି କାର୍ଯ୍ୟକ୍ରମରେ ବହୁସଂଖ୍ୟକ ଗ୍ରାମବାସୀ ଯୋଗଦାନ କରିଥିବା ବେଳେ ସଂଘର ସଭାପତି ଡ. ପ୍ରମୋଦ କୁମାର ମିଶ୍ର, ସଦସ୍ୟ ବିରନ୍‌ଚି ନାଏକ, ରମେଶ ଚନ୍ଦ୍ର ନାଏକ ଆଦି ଉପସ୍ଥିତଥିଲେ । ପ୍ରକାଶ ଥାଉକି ନିଶାନିବାରଣର କୁ ପ୍ରଭାବ ଉପରେ ବର୍ଷସାରା ବିଭିନ୍ନ ଜାଗାରେ ସଚେତନତା କାର୍ଯ୍ୟକ୍ରମ କରିବା ନିଷ୍ପତ୍ତି ସଂପାଦକ ଇଂ.ନାରାୟଣ ପ୍ରସାଦ ମିଶ୍ରଙ୍କ ନେତୃତ୍ୱରେ କରିବା ପାଇଁ ନିଷ୍ପତ୍ତି  କରାଯାଇଥିବା ଜଣାଯାଇଛି । ଶେଷରେ ଖେଳ ସଂଯୋଜକ ସୁନିଲ ଚନ୍ଦ୍ର ବିଶ୍ୱାଳ ଧନ୍ୟବାଦ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026

You Might Also Like