-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ପୋଲିସକୁ ମିଳିଛି ବଡ଼ ସଫଳତା,ଡାବୁଗାଁ ଥାନାରେ  ପ୍ରେସମିଟ ମାଧ୍ୟମରେ ସୂଚନାଦେଲେ ଏସପି

01-Jun-2023



ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଅଧୀନରେ ଥିବା ଜବାଗୁଡା ଗ୍ରାମ ର ଚନ୍ଦ୍ର ମିର୍ଗାନ (୨୩)ନିଜ ଘରେ ରାତିରେ ନିଜର HF ଡିଲକ୍ସ ଗାଡି ନଂ ଓ ଡି ୨୪ ଏଚ୍ ୫୫୭୪ ରଖିଥିବା ସମୟରେ କିଛି ଦୁର୍ବୁତ୍ତ ଚୋରି କରି ନେଇଯାଇଥିଲେ ।ସକାଳେ ଘରେ ଗାଡି ନ ଥିବା ଦେଖି ଚନ୍ଦ୍ର ମିର୍ଗାନ ସ୍ଥାନୀୟ ଡାବୁଗାଁ ଥାନା ରେ ଏକ ଲିଖିତ ଅଭିଯୋଗ କରିଥିଲେ! ଅଭିଯୋଗକୁ ଭିତ୍ତି କରି ଡାବୁଗାଁ ଥାନା ସବ ଇନିସପେକ୍ଟର ଚନ୍ଦନ ସାହୁ ନିଜର ପୋଲିସ ଟିମ ସାହାଯ୍ୟରେ ଚୋରି ହୋଇଥିବା ଗାଡି ଓ ଚୋର କୁ ଧରିବା ପାଇଁ ଚେଷ୍ଟା କରିଥିଲେ ଏବଂ ୩୧.୦୫.୨୦୨୩  ତାରିଖରେ ସଫଳ ମଧ୍ୟ ହୋଇଥିଲେ! ସେ ଚାରିଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଥିଲେ !ସେମାନେ ହେଲେ ରାମଚନ୍ଦ୍ର ଜାନି ଗ୍ରାମ ଜୟନ୍ତୀନଗର (ଡାବୁଗାଁ ), ଡ଼ୁମର ହରିଜନ ଗ୍ରାମ ବଡ଼ଭିମାଗୁଡା (ଧୋଡ୍ରା), ସୁଧୀର ହରିଜନ ଗ୍ରାମ ବଡ଼ ଭିମାଗୁଡା (ଧୋଡ୍ରା), ଚନ୍ଦନ ହରିଜନ ଗ୍ରାମ ଜାମଦୋରା ରାଇଘର ବ୍ଲକ!ସେମାନଙ୍କ ପାଖରୁ ୧୭ ଟି ମୋଟରସାଇକେଲ ଜବତ କରିଛି ଡାବୁଗାଁ ପୋଲିସ । ଏହି ଚୋରି ରେ ଯଦି ଅନ୍ୟ

କେହି ସମ୍ପୃକ୍ତ ଥିବେ ତେବେ ସେମାନଙ୍କୁ ମଧ୍ୟ ଗିରଫ କରାଯିବ ଏବଂ ଜବତ ହୋଇଥିବା ଗାଡିର କାଗଜପତ୍ର ଯାଞ୍ଚ କଲାପରେ ମାଲିକ ମାନଙ୍କୁ ହସ୍ତାନ୍ତର କରାଯିବ ବୋଲି ଏସ ପି ଏସ ସୁଶ୍ରୀ  ପ୍ରେସ ମିଟ୍ ମାଧ୍ୟମରେ ରେ ପ୍ରକାଶ କରିଛନ୍ତି! ଏହି ଚରି ରକେଟ୍ ଧରିବା ପାଇଁ ଡାବୁଗାଁ ସବ୍ ଇନ୍ସପେକ୍ଟର ଚନ୍ଦନ ସାହୁ,ଏ ଏସ ଆଇ ଶିଶିର କାନ୍ତ ଗୋଷ,ଏ ଏସ ଆଇ ବିଜୟ କୁମାର ସାହୁ, ଓ ଥାନା କର୍ମଚାରୀମାନେ ସହଯୋଗ କରିଥିଲେ। ଏହି  ବାଇକ୍ ଚରି କରିଥିବା ଅଭିଯୁକ୍ତ ଚାରି ଜଣଙ୍କୁ କେସ ନଂ ୧୧୦/୨୩ରେ ମାମଲା ରୁଜୁ କରି ଆଇ ପି ସି ଧାରା ୩୭୯ ରେ କୋର୍ଟ ଚାଲାଣ କରିଛି ଡାବୁଗାଁ ପୋଲିସ |(ରିପୋର୍ଟ : ମିହିର ଶଙ୍କର ପାତ୍ର,ନବରଙ୍ଗପୁର)


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like