-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ପ୍ରଧାନ ଶିକ୍ଷକ ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ସଭା

01-Jun-2023



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ) ଲୋଇସିଂହା ନିର୍ବାଚନ ମଣ୍ଡଳୀ ଆଗଲପୁର ବ୍ଲକ ଭରସୂଜା ପଞ୍ଚାୟତ ଅନ୍ତର୍ଗତ ବାଦିପାଲି ସରକାରୀ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ସାହୁ ଚାକିରି ରୁ ଅବସର ଗ୍ରହଣ କରିଛନ୍ତି l ଏହି ଅବସର ରେ ବାଦିପାଲି ଗ୍ରାମଦାଣ୍ଡ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ହୋଇଥିଲା l ଏହି ସଭାରେ ସଞ୍ଜୀବ କୁମାର ସାହୁ ସଭା ପରିଚାଳନା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଗ୍ରାମ ଗୌତିଆ ବାସୁଦେବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ l ସମ୍ମାନିତ ଅତିଥି ଭାବେ ସ୍କୁଲ ର ସହକାରୀ ଶିକ୍ଷକ ପ୍ରଭାକର ସାହୁ , ଦେବ ପ୍ରକାଶ ସାନ୍ଦ, ପ୍ରମେୟ ଆଗଲପୁର ପ୍ରତିନିଧି ପ୍ରହଲ୍ଲାଦ କୁମ୍ଭାର, କାମୟାବ୍ ଟିଭି ଆଗଲପୁର ପ୍ରତିନିଧି ସମ୍ପଦ ତାଣ୍ଡି ମଂଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ l ଅତିଥି ମାନେ ଶ୍ରୀ ସାହୁ ଙ୍କ ଚାକିରି ଜୀବନ ଉପରେ ଆଲୋକ ପାତ କରିବା ସହ ଗ୍ରାମବାସୀ ଶିକ୍ଷକ ସନାତନ ସାହୁ ଙ୍କ ଅଭିଭାଷଣ ରେ ଭାବ ବିହୁଳ ହୋଇ ଆଖିରୁ ଲୁହ ଝରି ପଡିଥିଲା l ଗ୍ରାମବାସୀ ଗ୍ରାମର ପ୍ରତ୍ୟକ ଘର କୁ ଘର ବୁଲାଇ ସ୍ବାଗତ ସମ୍ବର୍ଦ୍ଧନା କରି ବସ୍ତ୍ର, ଉପ ଢଉକନ, ଘଣ୍ଟ, ଶଙ୍ଖ ,ବାଜା ବଜାଇ ୨ କିମି ପଦଯାତ୍ରା କରି ନିଜ ବାସଭବନ ଶ୍ରୀକ୍ଷେତ୍ରନଗର କୁ ନିଆଯାଇଥିଲା l ଏହି ଶିକ୍ଷକ ଙ୍କୁ ନେବାବେଳେ ଗ୍ରାମର ତ୍ରିଲୋଚନ ସାହୁ , ଶ୍ରୀପତି ସାହୁ , ରମେଶ ସାହୁ , ଡୁଲମଣି ସାହୁ , ସୁଦାମ ସାହୁ , ଦିବାକର ସାହୁ , ତୀର୍ଥ ସାହୁ , ଯଦୁମଣି ସାହୁ ଓ ଆଶା, ଅଙ୍ଗନବାଡି , ଛାତ୍ରଛାତ୍ରୀ , ମହିଳା ଓ ଅଭିଭାବକ ମାନେ ଶିକ୍ଷକ ଙ୍କ ସହିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like