-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

କାଉଡୋଲା ଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିଃ ଉଦଘାଟିତ।

02-Jun-2023



କଳାହାଣ୍ଡି ,କୋକସରା (ତ୍ରିନଥ ବେଶ୍ରା ) କୋକସରା ବ୍ଲକ କାଉଡୋଲା ଠାରେ ଶୁକ୍ରବାର ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିଃ ର ଶୁଭ ଉଦ୍ଘାଟନ ହୋଇଯାଇଛି । ଏହି ଶୁଭ ଉଦ୍ଘାଟନୀ କାର୍ଯ୍ୟକ୍ରମ ରେ ମୂଖ୍ୟ ଅତିଥି ଭାବରେ ମାନ୍ୟବର ଧର୍ମଗତ ବିଧାୟକ ମୈ।ଷଧି ବାଗ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ  ଭବାନୀପାଟଣା କେନ୍ଦ୍ର ସମବାୟ  ବ୍ୟାଙ୍କ ଲିଃ ସଭାପତି ଗିରିଶ ଚନ୍ଦ୍ର ବେହେରା , କୋକସରା ତହସିଲଦାର ଦେବବ୍ରତ କରାଟି,କେନ୍ଦ୍ର ସମବାୟ ବ୍ୟାଙ୍କ କୋକସରା ଶାଖା ପରିଚାଳକ ଇନ୍ଦ୍ରମଣି ଧଙ୍ଗଡା ମାଝୀ , ଜିଲ୍ଲା ଆତ୍ମା ଅଧ୍ୟକ୍ଷ ସଚିଦାନନ୍ଦ ମହାକୁଡ଼ ପ୍ରମୁଖ ଯୋଗ ଦେଇଥିଲେ ।

ପ୍ରଥମେ ଅତିଥି ମାନଙ୍କୁ କାଉଡୋଲା ବସଷ୍ଟାଣ୍ଡ ଠାରୁ ଢୋଲ ନିଶାନ ଓ ବାଜା ମହୁରୀ ସାଙ୍ଗକୁ ଖୋଲ କିର୍ତ୍ତନ ଓ ହୁଳହୁଳି ର ତାଲେ ତାଲେ ସଭା କାର୍ଯ୍ୟ ସ୍ଥଳକୁ ପାଛୋଟି ଆଣିଥିଲେ  । ପରେ ସେଠାରେ ଅତିଥି ମାନଙ୍କ ଦ୍ଵାରା ପ୍ରଭୁ ଗଣାଧିପତି ଗଣେଶ ଙ୍କ ଫଟୋଚିତ୍ର ରେ ପୂଜାର୍ଚ୍ଚନା କରି କାର୍ଯ୍ୟାଳୟ ର ଶୁଭ ଉଦ୍ଘାଟନ କରିଥିଲେ । ଅତିଥି ମାନଙ୍କୁ ପରିଚୟ ପ୍ରଦାନ ପୁର୍ବକ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । କାଉଡୋଲା ପଞ୍ଚାୟତ ର ଚାଷୀ ମାନଙ୍କ  ଦିର୍ଘ ଦିନର ଆସା  ପୁରଣ ହୋଇଥିବାରୁ ଚାଷୀ ମାନେ ବହୁ ଆନନ୍ଦିତ ହୋଇଥିବା ଦେଖିବାକୁ ମିଳିଥିଲା ବିକାଶ କ୍ଷେତ୍ରରେ କୃଷକମାନେ ନିଶ୍ଚିତ ଭାବରେ ଆଗକୁ ବଢ଼ିବାରେ ସକ୍ଷମ
ହେବେ ଯେହେତୁ  ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦାବେଳେ  କୃଷକ ମାନଙ୍କ ସାଥିରେ ଅଛନ୍ତି ବୋଲି ମୁଖ୍ୟ ଅତିଥି ଧର୍ମଗତ ବିଧାୟକ ମୈ।ଷଧିବାଗ ମତ ବ୍ୟକ୍ତ କରିଥିଲେ । ଏଥିରେ ଚାଷୀ ତଥା କୃଷକ ମାନଙ୍କର ଉନ୍ନତି କେମିତି ହେବ ସେମାନେ ଏହି ସମବାୟ ସମିତି ଲିଃ ମାଧ୍ୟମରେ କଣ ସବୁ ସୁବିଧା ପାଇପାରିବେ ସେଥିପ୍ରତି
ଅତିଥି ମାନେ ବିଶେଷ ଭାବରେ ମତ ପ୍ରକାଶ କରିଥିଲେ । ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମ ରେ କାଉଡୋଲା ପ୍ରାଥମିକ କୃଷି ସମବାୟ ସମିତି ଲିଃ ସଭାପତି ସୁରେନ୍ଦ୍ର କୁମାର ସାହୁ , ଉପ ସଭାପତି ସଂଯୁକ୍ତା ବେଶ୍ରା ,ସଂଗଠକ ମନୋରଞ୍ଜନ ପୁରୋହିତ,ଅବସରପ୍ରାପ୍ତ ପୁର୍ବତନ କୃଷି ସମବାୟ ସମିତି ଲିଃ ସମ୍ପାଦକ
ଶ୍ରୀଧର ମୁଣ୍ଡ , ଆମପାଣି କୃଷି ସମବାୟ ସମିତି ଲିଃ ସମ୍ପାଦକ ବିକାଶ କୁମାର ପଣ୍ଡା , ଆଇନଜୀବୀ ପଞ୍ଚାନନ ବେଶ୍ରା ,ଓମ୍ କାର ପଣ୍ଡା (ଟୁଲୁ), ସୁଦାମ ଚରଣ ପଣ୍ଡା , 
ଭିକାରୀ ଚରଣ ମାଝୀ , ମିତ୍ରଭାନୁ ଭଞ , ରାମେଶ୍ବର ଧଙ୍ଗଡା ମାଝି , ପ୍ରଦିପ ସାହୁ, ଙ୍କ ସମେତ ସମବାୟ ସମିତି ର ଅନେକ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟଟିକୁ ସମ୍ପାଦନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ଟିକୁ ଶଶାଙ୍କ ଶେଖର ପୁରୋହିତ ପରିଚାଳନା କରି ଥିଲେ ।  ସମିତି ଗଠନ ପାଇଁ ଅହରହ ଚେଷ୍ଟା କରି ଆଜି ସଫଳତା ଆଣି ଦେଦେଇଥିବା ବରିଷ୍ଠ ତଥା ବୁଦ୍ଧିଜୀବିମାନଙ୍କୁ ସମିତିର ସଭାପତି ସୁରେନ୍ଦ୍ର ସାହୁ ଧନ୍ୟବାଦ ଦେବା ସହ
ଉପସ୍ଥିତ ଅତିଥି ଏବଂ ଚାଷୀ ମାନଙ୍କୁ ମଧ୍ୟ ଧନ୍ୟବାଦ ଦେଇ ସଭାସାଙ୍ଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like