-+91-9937148622 |

prerana_bgr@rediffmail.com |

  Monday 9th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||     

HOME   ଜିଲ୍ଲା

ଲୋଇସିଂହା ଆଦିବାସୀ ଭବନ ଠାରେ ଗଣ୍ଡା ସମାଜ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

02-Jun-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଅଧିନସ୍ଥ ଲୋଇସିଂହା ଆଦିବାସୀ ଭବନ ଠାରେ ଅନୁସୂଚିତ ଜାତି ର କିଛି  ପ୍ରତିଷ୍ଠିତ ବ୍ୟକ୍ତି ବିଶେଷଙ୍କ ଉପସ୍ଥିତିରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ସମାଜସେବୀ ଝସକେତନ ମହାନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମ୍ମିଳନୀରେ ଲାଲମନ ନାଗ, ସତ୍ୟାନନ୍ଦ ସୁନା, କାହ୍ନl ସୁନା, ଖଗେଶ୍ୱର ନାଗ, ଡିଙ୍ଗର କୁମ୍ଭାର ସହ ଅନ୍ୟାନ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ l ବିଶେଷ କରି କେଉଁଟ, କୈବର୍ତ୍ତ, ଧୀବର ଅନୁସୂଚିତ ଜାତିର ଧାରା ନମ୍ବର 24 ରେ ଚାଲାକି କରି ତଥା ନିଜକୁ ସ୍ଥାନିତ କରି ଆମର ସାମ୍ବିଧାନିକ ଅଧିକାର ସୁବିଧା ସୁଯୋଗ ଛଡେଇ ନେଇ ଯାଉଛନ୍ତି ଏଣୁ ଏହାକୁ ବିରୋଧ କରି ଗଣ୍ଡା ସମାଜ ପକ୍ଷରୁ ଏହି ସଭାର ଆୟୋଜନ କରାଯାଇଛି ବୋଲି ଏକ ପ୍ରେସ୍ର ବିବୃତ୍ତି ରେ କୁହାଯାଇଛି l  ସୂଚନାନୁସାରେ ଗତ ତାରିଖ 11.04.2016 ରେ ଏହି ତିନି ଜାତିକୁ ତହସିଲଭୁକ୍ତ ଜାତିରୁ ବାହାର କରିବା ପାଇଁ ଓଡିଶା ସରକାର ଏକ ଚିଠି କରିଥିଲେ l କିନ୍ତୁ କେଉଁ ପରିସ୍ଥିତିରେ ତାରିଖ 1.6.2016 ରେ ଏହି ଚିଠି କୁ ଫେରାଇ ଆଣି ସେମାନଙ୍କୁ ପୁଣି ସ୍ଥାନିତ କରିବାକୁ ଚିଠି କଲେ l ଏହାର ପ୍ରତିବାଦରେ 24.01.2023 ରେ ପ୍ରତି ଜିଲ୍ଲାରୁ ଓଡିଶା ସରକାରକୁ ଦାବୀ କରାଯାଇଥିଲା ହେଲେ ଆଜି ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନେଇ ନ ଥିବାରୁ ଏହାର ବିରୋଧ କରି ଆସନ୍ତା ଜୁନ 28 ତାରିଖରେ ଲୋଇସିଂହାରେ ଏକ ମହା ବିଶାଳ ରେଲି କରିବାକୁ ସ୍ଥିର କରାଯାଇଛି l ଏହି ରେଲିରେ ମୁଖ୍ୟତଃ ଆଗଲପୁର, ପୁଇଁତଳା ଓ ଲୋଇସିଂହା ବ୍ଲକର ସମସ୍ତ ଅନୁସୂଚିତ ଜାତି ର ଗଣ୍ଡା ପରିବାରକୁ ସାମିଲ କରିବାକୁ ନିଷ୍ପତ୍ତି ନିଆଯାଇଛି l ଆସନ୍ତା ନିର୍ବାଚନରେ କେଉଁଟ, କୈବର୍ତ୍ତ, ଧୀବର ଙ୍କୁ ସମର୍ଥନ ନ ଦେବାପାଇଁ ତଥା ସରକାରଙ୍କୁ ଏଥିରୁ ନିବୃତ ରହିବାକୁ ଏକ ଦାବିପତ୍ର  ପ୍ରଦାନ କରାଯିବାକୁ ନିଷ୍ପତ୍ତି ହୋଇଛି l ଏହି ରେଲି କୁ ସଫଳ କରିବା ପାଇଁ କ୍ଷେଘର ଗଣ୍ଡା ସମାଜ ପ୍ରତ୍ୟକ ଜିଲ୍ଲାରୁ ସାହାଯ୍ୟ ସହଯୋଗ ନିଆଯିବ ବୋଲି ଲକ୍ଷେଘର ଗଣ୍ଡା ସମାଜ ଜିଲ୍ଲା ସଭାପତି ସତ୍ୟାନନ୍ଦ ସୁନା ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   08-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   08-Nov-2026
  ଜିଲ୍ଲା  
ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   08-Nov-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026

You Might Also Like