-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ମେଣ୍ଡା ପଞ୍ଚାୟତ ରେ ପିଇବା ପାଣି ପାଇଁ ସମସ୍ତେ ଡହକବିକଳ

02-Jun-2023



ତରଭା(ପ୍ରେରଣା ଖବର ):  ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ ମେଣ୍ଡା ଗ୍ରାମ ହେଉଛି ସର୍ବବୃହତ ପଞ୍ଚାୟତ। ଏହି ୧୪ଟି ଓ୍ବାର୍ଡ ଓ ସାତ ହଜାରରୁ ଅଧିକ ଲୋକସଂଖ୍ୟା ବିଶିଷ୍ଟ ଗ୍ରାମ ପଞ୍ଚାୟତ ରେ ଖରା ଦିନ ଆସିଗଲେ ପିଇବା ପାଣି ପାଇଁ ସମସ୍ତେ ହନ୍ତସନ୍ତ ହୋଇ ଡହକବିକଳ ହେଉଥିବା ଦେଖାଯାଉଛି। ସୂଚନାଯୋଗ୍ୟ ଯେ ଏହି ପଞ୍ଚାୟତରେ ପାଖାପାଖି ପଚାଷ ବର୍ଷ ହୋଇଯିବ ଗ୍ରାମ ସଂଲଗ୍ନ ସୁକତେଲ ନଦୀର ଇନଟେକ କୂପ ରୁ ଗ୍ରାମର ସମସ୍ତ ପଡାକୁ ଜଳ ଯୋଗାଣ ହେଉଛି ମାତ୍ର କିଛି ବର୍ଷ ହେବ ଖରା ମାସ ଆରମ୍ଭରୁ କୂଅରେ ପାଣି ହେଉନାହିଁ ଏବଂ ୧୦ରୁ ୧୫ ମିନିଟ ପମ୍ପ ଚାଲିଲେ  କୂଅରୁ ପାଣି ସୁଖି ଯାଉଛି।ଯାହା ଫଳରେ ଏତେ ଜନସଂଖ୍ୟା ବିଶିଷ୍ଟ ଗ୍ରାମକୁ ପାଣି ସମୁଦ୍ର କୁ ସଂଖେ ହେଉଛି । ଏବଂ ପାଣି ପାଇପ ଗୁଡିକ ବହୁତ ପୁରୁଣା ହୋଇ ବାଲି ଭର୍ତ୍ତି ହୋଇଯାଇଛି। ଗ୍ରାମର ଉପରି ପାଖରେ ଥିବା ଓଭର ହେଡ ପାଣି ଟ୍ଯାଙ୍କରେ ମଧ୍ୟ ପାଣି ହେଉନାହିଁ।
 ବସୁଧା ଯୋଜନାରେ ନୂଆ ପାଇପ କାମ ଦୁଇ ବର୍ଷ ରୁ ଅଧିକ ହେବ ଚାଲିଛି କିନ୍ତୁ କାମ ସରୁ ନାହିଁ।ବର୍ଷେ ହେବ ଆଉ ଗୋଟିଏ ଓଭର ହେଡ ପାଣି ଟ୍ଯାଙ୍କ ପଞ୍ଚାୟତ ର ଖଗସାକନା ଗ୍ରାମରେ ହୋଇଛି ଏହା ଦ୍ବାରା କିଛି ଦିନ ହେବ 

ନାଏକ ଗୋଠ, ଖଗସାକନା ଓ ଅନ୍ଯାନ୍ଯ ଗୋଠ ମାନଙ୍କୁ ସୁକତେଲ ନଦୀରୁ ଜଳ ଯୋଗାଣ ର ବ୍ଯବସ୍ଥା ହେଉଥିଲା ମାତ୍ର ଦଶ ଦିନ ରୁ ଅଧିକ ହେବ ଏହା ସଂପୂର୍ଣ୍ଣ ବନ୍ଦ ରହିଛି। ଯାହାଫଳରେ ନଳକୂପରୁ ଓ ଅନ୍ଯାନ୍ଯ ଠାରୁ  ପାଣି ଆଣିବା ପାଇଁ  ପ୍ରବଳ  ଖରରେ ଭିଡ ଲାଗିରହୁଛି। ଜିଲ୍ଲା ଗ୍ରାମ୍ଯ ଜଳଯୋଗାଣ ବିଭାଗ ଓ ପଞ୍ଚାୟତ   ମେଣ୍ଡା ଗ୍ରାମରେ ଜଳ ଯୋଗାଣ ପାଇଁ ବିଶେଷ ପଦକ୍ଷେପ ନେଉନଥିବା ଜନ ସାଧାରଣ ଅଭିଯୋଗ କରିଛନ୍ତି। ଏବଂ ଜନସାଧାରଣ ଙ୍କ ଦୁର୍ଦ୍ଦଶା ପାଣି ପାଇଁ ବଢି ଚାଲିଛି।ତରଭା ସ୍ଥିତ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ରବିନ୍ଦ୍ର ସାହୁଙ୍କୁ ଯୋଗାଯୋଗ କଲେ ସେ ଫୋନ ଉଠାଉ ନାହାନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like