-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାପାଳଙ୍କ ଦ୍ୱାରା ବସ କଣ୍ଡକ୍ଟରମାନଙ୍କୁ ଫାଷ୍ଟ ଏଡ୍ ସାର୍ଟିଫିକେଟ ବଣ୍ଟନ

02-Jun-2023



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗିର ବେସରକାରୀ ବସ କଣ୍ଡକ୍ଟରମାନଙ୍କୁ ବିଭିନ୍ନ ଦିଗରେ ବିକଶିତ କରିବା ପ୍ରୟାସ କଲା ଜିଲ୍ଲା ପ୍ରଶାସନ ଓ ବସ ମାଲିକ ସଂଘ । ତେଣୁ ସ୍ଥାନୀୟ ନୂତନ ବସ ଟର୍ମିନାଲ ର ବେସରକାରୀ ବସ ସଂଘ ଠାରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରଣା ଙ୍କ କର କମଳରେ ବସ କଣ୍ଡକ୍ଟର ମାନଙ୍କୁ ଫାଷ୍ଟ ଏଡ୍ ସାର୍ଟିଫିକେଟ ବଣ୍ଟନ କରିଛନ୍ତି । ଏହି ସାର୍ଟିଫିକେଟ କଣ୍ଡକ୍ଟରମାନଙ୍କୁ ଗୁରୁତ୍ୱ ବହନ କରୁଥିବାରୁ ଏହାର ସୁବିଧା ପାଇ ଜିଲ୍ଲାର କାର୍ଯ୍ୟରତ ବହୁ ଗୁଡାଏ କଣ୍ଡକ୍ଟରମାନେ ଉପକୃତ ହେବେ । ତେଣୁ ସେମାନେ ଜିଲ୍ଲାପାଳଙ୍କ ସମେତ ବେସରକାରୀ ବସ ସଂଘ କୁ କୃତଜ୍ଞତା ଜଣାଇଛନ୍ତି । ଏହି କାର୍ଯ୍ୟକ୍ରମରେ ସଂଘର ସଭାପତି ଦୁର୍ଗା ଚରଣ ବେହେରା ସଭାପତିତ୍ୱ କରିଥିଲେ ଏବଂ ଉପ-ସଭାପତି ସୈମେନ୍ଦ୍ର ପରିଚ୍ଛା, ସଂପାଦକ ପ୍ରଦ୍ୟୁତ କୁମାର ମିଶ୍ର, ସହ-ସଂପାଦକ ଶିବ ଶଙ୍କର ପଟ୍ଟନାୟକ, କୋଷାଧ୍ୟକ୍ଷ ମାନସ ରଂଜନ ନାଏକ ମଂଚାସିନ ଥିବା ସହ ସଂଘର ବରିଷ୍ଠ ସଭ୍ୟ ହେମନ୍ତ ପଣ୍ଡା, ଓମ୍ ପ୍ରକାଶ ଚାନ୍ଦ, ଡମ୍ବରୁଧର ଆଚାର୍ଯ୍ୟ, ଶିବ ଶଙ୍କର ପଟେଲ, ମୁନା ପଣ୍ଡା, ଭବାନୀ ପଟେଲ, ଚନ୍ଦ୍ରମଣି ତ୍ରିପାଠି, ସଂଜିବ ପଣ୍ଡା, ଲିପୁନ ଆଚାର୍ଯ୍ୟ, ପାରିଶ ପଟେଲ, ସଂଜିବ ସାହୁ, ସତ୍ୟପ୍ରକାଶ ପତି, ରିଙ୍କୁ ଭୋଇ, ଜୟନ୍ତ ସିଂଦେଓ, ଜ୍ୟୋତି କୁମ୍ଭାର, ସରୋଜ ଗୁରୁ, ଛୋଟୁ ହରପାଲ ପ୍ରମୁଖ ଉପସ୍ଥିତ ଥିଲେ ।  ସେଣ୍ଟ ଜୋହନ ଆମ୍ବୁଲାନ୍ସ ତରଫରୁ ଡା. ଶୁଶାନ୍ତ କୁମାର ଚାନ୍ଦ ଉପସ୍ଥିତ ଥିଲେ । ଶେଷରେ ସଂଘର ଉପସଭାପତି ସୌମେନ୍ଦ୍ର ପରିଚ୍ଛା ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like