-+91-9937148622 |
prerana_bgr@rediffmail.com |
Sunday 10th May 2026 |
R.N.I. Regd No. ODIODI/2010/46693
Breaking News
09-Dec-2020
(ପ୍ରେରଣା ଖବର) - ଖୁସି ଖବରରାଜ୍ଯରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୨ ଜଣ କରୋନା ଆକ୍ରାନ୍ତ ଆରୋଗ୍ଯ ଲାଭ କରିଛନ୍ତି ।ରାଜ୍ଯରେ ଏଯାବତ୍ ୩,୧୭,୪୧୨ ଜଣ କରୋନା ଆକ୍ରାନ୍ତ ଆରୋଗ୍ଯ ଲାଭ କରିଛନ୍ତି ।ରାଜ୍ଯ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୁଚନା ଦିଆଯାଇଛି