-+91-9937148622 |

prerana_bgr@rediffmail.com |

  Monday 9th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||     

HOME   ଜିଲ୍ଲା

ମିଶ୍ରଣ ପର୍ବ କୁ ନେଇ ରାଜନୀତି: ବିଜେଡ଼ି ର ମିଶ୍ରଣ ପର୍ବ ସରିବାର ୨୪ଘଣ୍ଟା ନ ପୁରୁଣୁ ସରପଞ୍ଚ କହିଲେ ମୁଁ ବିଜେପି ରେ ଅଛି

02-Jun-2023



ବାଲିଗୁଡ଼ା(ସୁଶିଲ କୁମାର ପାଣିଗ୍ରାହୀ): ନିର୍ବାଚନ ଯେତିକି ପାଖେଇ ଆସୁଛି ବିଜେପି- ବିଜେଡ଼ି ମଧ୍ଯରେ ସେତିକି ଶୀତଳ ଯୁଦ୍ଧ ଆରମ୍ଭ ହେଉଛି। ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁରଙ୍କ ଅଧ୍ୟକ୍ଷତା ରେ କ. ନୂଆଗାଁ ବ୍ଲକ ବାଲିଗାଡ଼ା ପଞ୍ଚାୟତରେ  ଅନୁଷ୍ଠିତ ବିଜେଡି ର ମିଶ୍ରଣ ପର୍ବ ରେ ବାଲିଗାଡ଼ାର ବିଜେପି ସମର୍ଥିତ ସରପଞ୍ଚ କନକ ଲତା ପ୍ରଧାନ ନବୀନ ପଟ୍ଟନାୟକଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ବିଜେଡ଼ି ରେ ମିଶିଲେ ବୋଲି  ବିଜେଡ଼ି କହିବାର ୨୪ଘଣ୍ଟା ନ ପୂରୁଣୁ ଶ୍ରୀମତୀ ପ୍ରଧାନ ଏକ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ସେ ବିଜେପି ରେ ଥିଲେ ଏବେ ବି ଅଛନ୍ତି ସେ ବିଜେଡିରେ ମିଶିବା ଘଟଣା କୁ ଖଣ୍ଡନ କରିଛନ୍ତି। ଘଟଣା ରୁ ପ୍ରକାଶ ଯେ, ଗତ ୩୦ତାରିଖ ଦିନ ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ କ. ନୂଆଗାଁ ବ୍ଲକ ଅନ୍ତର୍ଗତ ବାଲିଗାଡ଼ା ପଞ୍ଚାୟତ ରାବତବାଡି ଠାରେ ବିଧାୟକ ଙ୍କ ଉପସ୍ଥିତି ରେ ବିଜେଡ଼ି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା ।

ଏଥିରେ ସ୍ଥାନୀୟ ସରପଞ୍ଚ କନକ ଲତା ପ୍ରଧାନ ସମେତ ବିଜେପି ଓ କଂଗ୍ରେସ ର ଶତାଧିକ କର୍ମୀ ବିଜେଡ଼ି ରେ ମିଶିଲେ ବୋଲି ବିଜେଡ଼ି କହିଥିଲା। ଏହି ସଭା ରେ ସରପଞ୍ଚ କନକ ଲତା ପ୍ରଧାନଙ୍କ ଦେହରେ ଦଳୀୟ ଗାମୁଛା ପଡ଼ିଥିବା ବେଳେ ଶ୍ରୀମତୀ ପ୍ରଧାନ କହିଥିଲେ ଆମ ଅଞ୍ଚଳ ରେ ଅସୁବିଧା ଦୂର ହେବ ବୋଲି ଲୋକେ ଆଶା ରଖିଛନ୍ତି ତାଙ୍କ ଆଶା କୁ ଭାଙ୍ଗି ଦିଅନ୍ତୁ ନାହିଁ। ଯଦି ଆମ ଆଶା ପୂରଣ ହୁଏ ତେବେ ଆମେ ସାମିଲ ହେବୁ କହୁଥିଲେ ସରପଞ୍ଚ କନକ ଲତା ପ୍ରଧାନ l କିନ୍ତୁ ବିଜେଡି ସରପଞ୍ଚ ବିଜେପି ଛାଡ଼ିଲେ ବିଜେଡ଼ି ରେ ମିଶିଲେ ଗଣମାଧ୍ୟମ ରେ ପ୍ରକାଶ ପରେ ପ୍ରତିକ୍ରୀୟା ପ୍ରକାଶ କରି କହିଛନ୍ତି ସେ ବିଜେପି ରେ ଥିଲେ ଅଛନ୍ତି ଓ ରହିବେ କ. ନୂଆଗାଁ ଠାରେ ବିଜେପି ର ଦଳୀୟ କର୍ମୀ ମାନଙ୍କୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। । ସ୍ଥାନୀୟ ବିଧାୟକ ଆସି ତାଙ୍କୁ ଅଞ୍ଚଳ ର ଉନ୍ନୟନ କାମ ପାଇଁ ଆଲୋଚନା କରିବା ପାଇଁ ଡ଼ାକି ଦଳୀୟ ଗାମୁଛା ପକାଇ ମୋତେ ସାମିଲ ହେଲା ବୋଲି କହିବାକୁ ମୁଁ ତୀବ୍ର ନିନ୍ଦା କରୁଛି। ମୁଁ ବିଜେଡ଼ି ର ପ୍ରାଥମିକ ସଦସ୍ୟ ମଧ୍ଯ ହୋଇନାହିଁ । ବିଜେପି ରେ ହିଁ ରହିଛି ଓ ରହିଥିବି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   08-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   08-Nov-2026
  ଜିଲ୍ଲା  
ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   08-Nov-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026

You Might Also Like