-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩,ବାଦୀ ବ୍ରଦରସକୁ ହରାଇ ସିଦ୍ଧିକ୍ଷା ରେଵେଲ ଫାଇନାଲରେ(ଆଜି ତ୍ରିରଙ୍ଗା ଓ ସାଗର ମଧ୍ୟରେ ଲଢ଼େଇ) 

03-Jun-2023



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ପ୍ରଥମ କ୍ୱାଲିଫାୟାର ମ୍ୟାଚରେ ବାଦୀ ବ୍ରଦରସକୁ ହରାଇ ସିଦ୍ଧିକ୍ଷା ରେଵେଲ ଫାଇନାଲକୁ ପ୍ରବେଶ କରିଛି ।  ଟଚ ଜିଣି ବାଦୀ ବ୍ରଦରସ ପ୍ରଥମେ ବ୍ୟାଟିଂ କରି ୮ଓଭରରେ ୭ୱିକେଟ ହରାଇ ୪୦ରନ କରିଥିଲା ତାର ଜବାବରେ ସିଦ୍ଧିକ୍ଷା ୭ୱିକେଟ ହରାଇ ୭.୨ ଓଭରରେ ୪୧ରନ କରି ବିଜୟୀ ହୋଇଥିଲା । ମ୍ୟାଚକୁ ପ୍ରଦୀପ ମହାଲିଙ୍ଗ ଓ ସଂଗ୍ରାମ ଦାସ ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ଆଲୋକ ସେଠୀ ଓ ମ୍ୟାଚର ଧରାବିବରଣୀ ଭବାନୀ ଶଙ୍କର ଜଗଦଲା ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ କୋଷାଧ୍ୟକ୍ଷ ହିମାଂଶୁ ଶେଖରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବିନିକା ଫରେଷ୍ଟ ରେଞ୍ଜର ଡମ୍ବରୁଧର ପ୍ରଧାନ,ସ୍ଵତନ୍ତ୍ର ଅତିଥି ଭାବେ ଚଡେଇପଙ୍କ ହାଇସ୍କୁଲ ଖେଳ ଶିକ୍ଷକ ମୀନକେତନ ବାଘ,ସମ୍ମାନିତ ଅତିଥି ଭାବେ ପୂର୍ବତନ କ୍ରିକେଟ ତାରକା ସୁଶାନ୍ତ କୁମାର ପଣ୍ଡା, ଯୁବ ଓକିଲ ସୁରେଶ କୁମାର ମିଶ୍ର,ଶ୍ରୀ ଗଣେଶ ଏଣ୍ଟରପ୍ରାଇଜେସ ମାଲିକ ଶୁକଦେବ ପୁରୋହିତ, ସାମାଜିକ କର୍ମୀ ତଥା ସାମ୍ବାଦିକ ରାମ ଗୋପାଳ ବାଘ ପ୍ରମୁଖ ଯୋଗଦେଇ ବିଜେତା/ଉପ ବିଜେତା ତଥା ମ୍ୟାନ

ଅଫ ଦି ମ୍ୟାଚ କିରଣ ରାଉତ,ବେଷ୍ଟ ବୋଲର ସୁଦର୍ଶନ ବେହେରା ପ୍ରମୁଖଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ।ଶନିବାର ତ୍ରିରଙ୍ଗା ୟୁଥ୍ କ୍ଳବ ଓ ସାଗର-୧୧ ମଧ୍ୟରେ ଦ୍ଵିତୀୟ କ୍ୱାଲିଫାୟାର ମ୍ୟାଚ ଅନୁଷ୍ଟିତ ହେବ ।ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ପୁରସ୍କାର ପ୍ରଦାନ ପାଇଁ ମୁଖ୍ୟ ଅତିଥି ଭାବରେ ବିନିକା ବଣିକ ସଂଘ ସଭାପତି ଅଶ୍ଵିନୀ କୁମାର ସୁବୁଦ୍ଧି, ସମ୍ମାନିତ ଅତିଥି ଭାବରେ ବ୍ୟବସାୟୀ ଦିଲ୍ଲୀପ ଅଗ୍ରୱାଲ,ସଚେତନ ନାଗରିକ ପ୍ରମୋଦ ଦାଶ,ଯୁବ ଶିଳ୍ପ ଉଦ୍ୟୋଗୀ ମମତାଜ ପଣ୍ଡା,ଶିକ୍ଷକ ଗୋପାଳଜୀ ପଣ୍ଡା,ରାମଜୀ ଇଣ୍ଡେନ ପ୍ରୋପାଇଟର ରାମଜୀ ପଣ୍ଡା ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଆୟୋଜକଙ୍କ ସୁତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026

You Might Also Like